Posted inଜାତୀୟ

ହରିୟାଣା ଉପ ମୁଖ୍ୟମନ୍ତ୍ରୀଙ୍କ କକାଙ୍କ ଫାର୍ମ ହାଉସ୍‌ରେ ଇଡିର ଚଢ଼ାଉ

ଚଣ୍ଡିଗଡ,୪।୧୨: ହରିୟାଣାର ଉପ ମୁଖ୍ୟମନ୍ତ୍ରୀ ଦୁଷ୍ୟନ୍ତ ଚୌଟାଲାଙ୍କ କକା ତଥା ଇଣ୍ଡିଆନ ନ୍ୟାସନାଲ ଲୋକଦଳ(ଆଇଏନ୍‌ଏଲ୍‌ଡି) ନେତା ଅଭୟ ଚୌଟାଲାଙ୍କ ଫାର୍ମ ହାଉସ୍‌ରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ର ଚଢ଼ାଉ। ବୁଧବାର ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ସିର୍ସାସ୍ଥିତ ତାଙ୍କ ତେଜାଖେଡା ଫାର୍ମ ହାଉସ୍‌ରେ ସିଆରପିଏଫ୍‌ ସହ ଇଡିର ଏକ ଟିମ୍‌ ଏହି ଚଢ଼ାଉ କରିଛି। ଏହି ଚଢ଼ାଉରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଯାଞ୍ଚ କରାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋରବି ପୋଲ ଭାଙ୍ଗିବା ଘଟଣାରେ ୫୫ ଶିଶୁଙ୍କ ସମେତ ୧୩୫ ମୃତ, ମୃତକଙ୍କ ମଧ୍ୟରେ ୧୮ ମାସର ଶିଶୁ

ମୋରବି,୭ ।୧୧: ଗୁଜରାଟ ମୋରବି ପୋଲ ଦୁର୍ଘଟଣାରେ ମୃତକଙ୍କ ସଂଖ୍ୟାକୁ ନେଇ ଅଫିସିଆଲ ଡାଟା ଜାରି କରାଯାଇଛି । ଏହି ଡାଟା ଅନୁଯାୟୀ, ମୋରବି ସହରରେ...

ପେହଲୁ ଖାନ୍‌ ହତ୍ୟା ମାମଲା: ପୁନଃତଦନ୍ତ ନିର୍ଦ୍ଦେଶ ଦେଲେ ଗେହଲଟ

ଜୟପୁର,୧୭ା୮: ବହୁଚର୍ଚ୍ଚିତ ପେହଲୁ ଖାନ୍‌ ଭିଡ଼ହିଂସା ମାମଲାରେ ତଳକୋର୍ଟ ସମସ୍ତ ୬ ଅଭିଯୁକ୍ତଙ୍କୁ ଦୋଷମୁକ୍ତ କରିଦେବା ଘଟଣାକୁ ନେଇ ବିଭିନ୍ନ ମହଲରେ ପ୍ରତିକ୍ରିୟା ପ୍ରକାଶ ପାଇବା...

ମହାତ୍ମା ଗାନ୍ଧୀଙ୍କ ହତ୍ୟାକାରୀଙ୍କ ମଧ୍ୟରେ ସାଭରକରଙ୍କ ନାଁ ଥିଲା: ଦିଗ୍‌ବିଜୟ

ନୂଆଦିଲ୍ଲୀ,୧୭।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ନିକଟରେ ଭାରତୀୟ ଜନତା ପାର୍ଟି(ଭାଜପା) ପକ୍ଷରୁ ଘୋଷଣା ପତ୍ର ଜାରି କରାଯାଇଥିଲା। ଆଉ ଏଥିରେ କୁହାଯାଇଥିଲା...

୬ ବର୍ଷରେ ଭାରତ ଛାଡ଼ିଛନ୍ତି ୩୫ ହଜାର ଉଦ୍ୟୋଗୀ

କୋଲକାତା,୨୨।୧୦:୨୦୧୪ରେ କେନ୍ଦ୍ରରେ ମୋଦି ସରକାର କ୍ଷମତାସୀନ ହେବା ପରଠାରୁ ୨୦୨୦ ମଧ୍ୟରେ ୩୫,୦୦୦ ଭାରତୀୟ ଉଦ୍ୟୋଗୀ ଦେଶ ଛାଡ଼ିଛନ୍ତି। ସେମାନଙ୍କ ମଧ୍ୟରୁ ସର୍ବାଧିକ ୨୩,୦୦୦ ଏଣ୍ଟରପ୍ରିନ୍ୟୁର...

ଭାବପ୍ରବଣ ପୋଷ୍ଟ କଲେ ପୂର୍ବତନ ରାଷ୍ଟ୍ରପତିଙ୍କ ଝିଅ

ନୂଆଦିଲ୍ଲୀ,୧୨।୮: ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ କରୋନା ସଂକ୍ରମିତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛି। ତାଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ରହିଛି। ଗତ ସୋମବାର ତାଙ୍କ ବ୍ରେନ୍‌...

ବୋଧଗୟାରେ ୧୧, ଦିଲ୍ଲୀରେ ୪ କୋଲକାତାରେ ୨ ବିଦେଶୀ ନାଗରିକ କରୋନା ପଜିଟିଭ, ଜିନୋମ ସିକ୍ୱୋନସିଂ ପାଇଁ ପଠାଗଲା ସାମ୍ପଲ

ନୂଆଦିଲ୍ଲୀ,୨୭ ।୧୨: ବିଶ୍ୱର କିଛି ଦେଶରେ କରୋନା ସଂକ୍ରମଣ ବେଳକୁ ବେଳ ବଢିବାରେ ଲାଗିଛି । ଏହାକୁ ନେଇ ଭାରତରେ ବି ସତର୍କତା ଜାରି ରହିଛି...

ରାଜଧାନୀର ୬ ହସ୍ପିଟାଲ ପାଲଟିଛି କରୋନା ହଟସ୍ପଟ: ୫୯ ଡାକ୍ତର କରୋନା ପଜିଟିଭ

ନୂଆଦିଲ୍ଲୀ,୪ ।୧: କରୋନା ସଂକ୍ରମଣକୁ ନେଇ ଏବେ ରାଜଧାନୀ ଦିଲ୍ଲୀର ହସ୍ପିଟାଲ ହଟସ୍ପଟ ପାଲଟି ଯାଇଛି । କିଛିଦିନ ମଧ୍ୟରେ ଗୋଟିଏ ପରେ ଗୋଟିଏ ହସ୍ପିଟାଲରେ...

୩୦ ଗୁଣ ବଢ଼ିପାରେ ଗ୍ରୀଷ୍ମ ପ୍ରବାହ

ନୂଆଦିଲ୍ଲୀ,୨୫।୫: ଜଳବାୟୁ ପରିବର୍ତ୍ତନ ଯୋଗୁ ତାତି ବଢ଼ୁଛି। ଚଳିତ ବର୍ଷ ମାର୍ଚ୍ଚ-ଏପ୍ରିଲରେ ଭାରତ ଓ ପାକିସ୍ତାନରେ ସର୍ବାଧିକ ଗ୍ରୀଷ୍ମ ଲହର ଅନୁଭୂତ ହୋଇଥିଲା। ମନୁଷ୍ୟକୃତ ଜଳବାୟୁ...

Advertisement
Archives

Model This Week