ହରିୟାଣା ବିଧାନସଭା ନିର୍ବାଚନ ପାଇଁ ଭାଜପା ଜାରି କଲା ଘୋଷଣାପତ୍ର

ଚଣ୍ଡିଗଡ଼,୧୩।୧୦: ହରିୟାଣା ବିଧାନସଭା ନିର୍ବାଚନ ପାଇଁ ରବିବାର ଭାରତୀୟ ଜନତା ପାର୍ଟି(ଭାଜପା) ତା’ର ଘୋଷଣା ପତ୍ର ଜାରି କରିଛି। ଏଥିରେ କୃଷକ, ଗରିବ, ଯୁବବର୍ଗ ଓ ଖେଳାଳିଙ୍କୁ ପ୍ରାଧାନ୍ୟ ଦିଆଯାଇଛି। ୩୨ ପୃଷ୍ଠା ବିଶିଷ୍ଟ ଏହି ଘୋଷଣା ପତ୍ରର ନାଁ ରଖାଯାଇଛି ‘ସ୍ବପ୍ନର ହରିୟାଣା’। ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର, ଭାଜପା କାର୍ଯ୍ୟକାରୀ ଅଧ୍ୟକ୍ଷ ଜେପି ନଡ୍ଡା, ହରିୟାଣାର ଭାଜପା ପ୍ରଦେଶ ଅଧ୍ୟକ୍ଷ ସୁଭାଷ ବରାଳଙ୍କ ସମେତ ଅନ୍ୟ ନେତାଙ୍କ ଉପସ୍ଥିତିରେ ଏହି ଘୋଷଣାପତ୍ର ଜାରି କରାଯାଇଛି। ସୂଚନାଯୋଗ୍ୟ, ଏହା ପୂର୍ବରୁ କଂଗ୍ରେସ ମଧ୍ୟ ତା’ର ଘୋଷଣା ପତ୍ର ଜାରି କରି ଭୋଟରଙ୍କୁ ପ୍ରଲୋଭିତ କଲାଭଳି କିଛି ଘୋଷଣା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ହରମୁଜରେ ଫସିଲା ୯୨ହଜାର ଟନ୍‌ LPG ଥିବା ଜାହାଜ, ଭାରତୀୟ ଜାହାଜକୁ ଘେରିଗଲେ…

ନୂଆଦିଲ୍ଲୀ,୨୪।୩: ଭାରତୀୟ ନୌସେନା ଦୁଇଟି ଭାରତୀୟ ଏଲପିଜି ଜାହାଜକୁ ସୁରକ୍ଷିତ ଭାବରେ ଜଗ ବସନ୍ତ ଏବଂ ପାଇନ ଗ୍ୟାସ ହରମୁଜ ପ୍ରଣାଳୀ ଦେଇ ଗତି କରିଛି ଏବଂ…

ଆଇପିଏଲ୍‌ରୁ ଓହରିଲେ ଓପନିଂ ବ୍ୟାଟର ଡକେଟ

ନୂଆଦିଲ୍ଲୀ,୨୪ା୩: ଇଂଲଣ୍ଡର ଓପନିଂ ବ୍ୟାଟର ବେନ ଡକେଟ ଆଗାମୀ ଆଇପିଏଲ୍‌ରୁ ଓହରି ଯାଇଛନ୍ତି। ନିଜ କ୍ୟାରିୟର ଉପରେ ଧ୍ୟାନ ଦେବା ପାଇଁ ସେ ଏଭଳି ନିଷ୍ପତ୍ତି ନେଇଥିବା…

ଅଭିଭାବକ, ଶିକ୍ଷକ ମଧ୍ୟରେ ସମନ୍ବୟ ରହିଲେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗାମୁଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିଥି ମାନେ ଯୋଗଦେଇ ଅଭିଭାବକ,…

ଯୋଡ଼ାରେ ବିଦେଶୀ ପକ୍ଷୀ

ଯୋଡା,୨୪ା୩(ମାନସ ମହାନ୍ତି)- କେନ୍ଦୁଝର ଜିଲା ଯୋଡ଼ା ସହରରେ ବିରଳ ଆଇବିସ ପକ୍ଷୀ ଦେଖିବାକୁ ମିଳିଛି। ଯୋଡ଼ା ଭଳି ଖଣି ଓ ଶିଳ୍ପ ଅଞ୍ଚଳରେ ଦେଖାଦେଇଥିବା ଏହି ବିଦେଶୀ…

ମୋଦିଙ୍କୁ ଫୋନ କଲେ ଟ୍ରମ୍ପ, ଯୁଦ୍ଧ ନେବ ଭୟଙ୍କର ମୋଡ!

ନୂଆଦିଲ୍ଲୀ,୨୪।୩: ଯୁଦ୍ଧ ଭିତରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମ୍ପର୍କରେ ଫୋନରେ କଥା ହୋଇଛନ୍ତି। ଉଭୟ ନେତା…

ଏପ୍ରିଲ ୨୭ରୁ ନୃସିଂହନାଥ ବୈଶାଖ ମେଳା

ପାଇକମାଳ,୨୪ା୩(ବଡ଼ ଶତପଥୀ): ଗନ୍ଧମାର୍ଦ୍ଦନ ପର୍ବତର ପାଦ ଦେଶରେ ଥିବା ପ୍ରସିଦ୍ଧ ଶ୍ରୀ ନୃସିଂହନାଥ ମନ୍ଦିର ମିଟିଂ ହଲରେ ଆସନ୍ତା ବୈଶାଖ ମେଳା ପାଳନ ନେଇ ଏକ ପ୍ରସ୍ତୁତି…

ଉପକୂଳରେ ସମରାଭ୍ୟାସ ‘ସାଗର କବଚ’ ଆରମ୍ଭ

ଛତ୍ରପୁର,୨୪ା୩(ଦିଲୀପ ସାମଲ): ସମୁଦ୍ର ପଥରେ ସମ୍ଭାବ୍ୟ ଆତଙ୍କବାଦୀ ଅନୁପ୍ରବେଶ ଏବଂ ସାମୁଦ୍ରିକ ସୁରକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ କରିବା ପାଇଁ ମଙ୍ଗଳବାରଠାରୁ ଗଞ୍ଜାମ ଉପକୂଳରେ ମିଳିତ ସମରାଭ୍ୟାସ…

ଯୁଦ୍ଧ ବୁଡାଜାହାଜ ପଠାଇଲା ଆମେରିକା, ଚାଇନା ସହ ଯୁଦ୍ଧ ସଙ୍କେତ! ୩ ମହାସାଗରରେ ହଲଚଲ…

ବେଜିଂ,୨୪।୩: ଚୀନ ଏକ ବିଶାଳ ଜଳମଗ୍ନ ସର୍ଭେ ଏବଂ ମ୍ୟାପିଂ ଅପରେସନ ଆରମ୍ଭ କରୁଛି। ଏହାର ଉଦ୍ଦେଶ୍ୟ ହେଉଛି ସମୁଦ୍ର ବିଷୟରେ ଗଭୀର ସୂଚନା ସଂଗ୍ରହ କରିବା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri