Advertisement

ହରିୟାଣା ଲୋକଙ୍କୁ ଘରେ ରହିବାକୁ ରାଜି କରାଇବେ ପୂର୍ବ ବିଶ୍ୱ ସୁନ୍ଦରୀ ମାନୁଷୀ

ଲକ୍‌ଡାଉନ୍‌ ଯୋଗୁ ଲୋକଙ୍କୁ ଘରେ ରହିବା ପାଇଁ ମନାଇବେ ବଲିଉଡ୍‌ ଅଭିିନେତ୍ରୀ ତଥା ପୂର୍ବ ବିଶ୍ୱ ସୁନ୍ଦରୀ ମାନୁଷୀ ଛିଲ୍ଲର। ହରିୟାଣାର ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟରଙ୍କ ଅନୁରୋଧ କ୍ରମେ ସେ ଏପରି କରିବା ପାଇଁ ରାଜି ହୋଇଥିବା ଜଣାପଡ଼ିଛି।
କରୋନା (କୋଭିଡ-୧୯)ରୁ ରକ୍ଷା ପାଇଁ ମାନୁଷୀ ଏକ ସ୍ବତନ୍ତ୍ର ଭିଡିଓ ତିଆରି କରୁଥିବା ଜଣାପଡ଼ିଛି। ଦେଶକୁ ରକ୍ଷା କରିବା ପ୍ରତ୍ୟେକ ନାଗରିକର କର୍ତ୍ତବ୍ୟ। ବର୍ତ୍ତମାନ ଭାରତ ବଡ଼ ବିପଦରେ ପଡ଼ିଛି। ତେଣୁ ଏହି ମହାମାରୀରୁ ଲୋକଙ୍କୁ ରକ୍ଷା କରିବା ପାଇଁ ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ମୋର କର୍ତ୍ତବ୍ୟ ବୋଲି ମାନୁଷୀ କହିଛନ୍ତି। ଏହି ମହାମାରୀରୁ ରକ୍ଷା ପାଇବାକୁ ହେଲେ ଆମକୁ ପରସ୍ପରଠାରୁ ଦୂରେଇ ରହିବା ସହ ସାମାଜିକ ଦୂରତ୍ୱ ରକ୍ଷା କରିବାକୁ ପଡ଼ିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଗାଜିନ୍‌ ପାଇଁ ଫଟୋଶୁଟ୍‌ କଲେ ସୋନାକ୍ଷୀ

ମୁମ୍ବାଇ: ବଲିଉଡ୍‌ ଦବଙ୍ଗ ଗର୍ଲ ସୋନାକ୍ଷୀ ସିହ୍ନାଙ୍କ ହାତରେ ଏବେ ଭଲ ଅଫର ନାହିଁ ବୋଲି ଶୁଣିବାକୁ ମିଳିଛି। ହେଲେ ତାଙ୍କର ଗ୍ଲାମରସ୍‌ ଲୁକ୍‌ ଆଜିବି...

ନିଜ ବାୟୋପିକ୍‌କୁ ନେଇ କ’ଣ କହିଲେ ଅନୁପମ

ମୁମ୍ବାଇ: ବଲିଉଡ୍‌ ଅଭିନେତା ଅନୁପମ ଖେର ମାତ୍ର ୨୮ ବର୍ଷ ବୟସରେ ବଲିଉଡ୍‌ରେ ନିଜର କ୍ୟାରିୟର ଆରମ୍ଭ କରିଥିଲେ। ପ୍ରଥମରୁ ସେ ଜଣେ ୬୫ ବର୍ଷ...

‘ବ୍ରହ୍ମାସ୍ତ୍ର’-୨ରେ ନଜର ଆସିବେ ଦୀପିକା, ହିରୋ ହେବେ କିଏ?

ଅଭିନେତା ରଣବୀର କପୁର ଏବଂ ଆଲିଆ ଭଟ୍ଟଙ୍କ ‘ବ୍ରହ୍ମାସ୍ତ୍ର’ ଫିଲ୍ମ ସପ୍ଟେମ୍ବର ୯ରେ ରିଲିଜ ହେବାକୁ ଯାଉଛି । ରିଲିଜ ପୂର୍ବରୁ ଏହାର ଟ୍ରେଲରକୁ ଦର୍ଶକଙ୍କ...

ସଞ୍ଜୟ ଦତ୍ତଙ୍କ ସ୍ବାସ୍ଥ୍ୟାବସ୍ଥା ନେଇ ଏମିତି କହିଲେ ସ୍ତ୍ରୀ

ମୁମ୍ବାଇ: ବଲିଉଡ୍‌ ଅଭିନେତା ସଞ୍ଜୟ ଦତ୍ତ ଫୁସ୍‌ଫୁସ୍‌ କ୍ୟାନସରରେ ପୀଡ଼ିତ। ମଙ୍ଗଳବାର ରାତିରେ ଏହି ଖବର ଜଣାପଡ଼ିବା ପରେ ଫିଲ୍ମ ଇଣ୍ଡଷ୍ଟ୍ରି ଏବଂ ପରିବାର ଲୋକଙ୍କୁ...

୧୦୦ କୋଟିର ମାଲିକାଣୀ ଡିମ୍ପଲ ଗର୍ଲ

ମୁମ୍ବାଇ: ବଲିଉଡ୍‌ର ସଫଳ ଅଭିନେତ୍ରୀଙ୍କ ମଧ୍ୟରୁ ଅନ୍ୟତମ ଡିମ୍ପଲ ଗର୍ଲ ଦୀପିକା ପାଦୁକୋନ ବୁଧବାର ତାଙ୍କ ୩୬ତମ ଜନ୍ମଦିନ ପାଳିଛନ୍ତି। ବଲିଉଡ୍‌ କଳାକାରଙ୍କ ସମେତ ତାଙ୍କ...

ପ୍ରିୟଙ୍କାଙ୍କୁ ଶୁଭେଚ୍ଛା ଜଣାଇଲେ ଅନୁଷ୍କା, ଲେଖିଲେ ଏମିତି କିଛି…

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା- ସ୍ବାମୀ ନିକ୍‌ ଜୋନାସଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଅଭିନେତ୍ରୀ ଅନୁଷ୍କା ଶର୍ମା। ପ୍ରିୟଙ୍କା ଏବଂ ନିକ୍‌ ସରୋଗେସି ମାଧ୍ୟମରେ ନିକଟରେ...

କଶ୍ମୀରର ଟୋନି ଅଶାୟ କିଏ? ଯାହାଙ୍କ ସହ ବଲିଉଡ କଳାକାରଙ୍କ ଫଟୋକୁ ନେଇ ଉଠିଛି ବିବାଦ

ବଲିଉଡ ଅଭିନେତାଙ୍କ ସହ କଶ୍ମୀରର ଟୋନି ଆଶାୟଙ୍କ ନାମ ବର୍ତ୍ତମାନ ବିବାଦ ଘେରରେ ରହିଛି। ସୋସିଆଲ ମିଡିଆରେ ଶାହରୁଖ ଖାଁ ଏବଂ ଗୌରୀ ଖାଁଙ୍କ ସହ...

ଶେଷରେ ମୁହଁ ଖୋଲିଲେ ସୈଫ୍‌: ଝିଅ ସାରାଙ୍କ ବିଷୟରେ କହିଲେ ଏମିତି

ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲାର ତଦନ୍ତରୁ ବଲିଉଡ୍‌ରେ ଡ୍ରଗ୍ସ କାରବାର ନେଇ ଖବର ସାମ୍ନାକୁ ଆସିଲା। ଏହା ପରେ ରିୟା ଚକ୍ରବର୍ତ୍ତୀଙ୍କ ସମେତ...

Advertisement
Archives

Model This Week