Posted inଖେଳ

ହରିୟାଣା ଷ୍ଟିଲର୍ସ ବିଜୟୀ

ଅହମ୍ମଦାବାଦ୍‌, ୧୨।୮- ପ୍ରୋ କବାଡ଼ି ଲିଗ୍‌ (ପିକେଏଲ୍‌) ୭ମ ସଂସ୍କରଣରେ ରବିବାର ଅନୁଷ୍ଠିତ ଏକ ମ୍ୟାଚ୍‌ରେ ହରିୟାଣା ଷ୍ଟିଲର୍ସ ୩ ପଏଣ୍ଟ ବ୍ୟବଧାନରେ ବେଙ୍ଗାଲୁରୁ ବୁଲ୍ସକୁ ପରାସ୍ତ କରିଛି। ନିର୍ଦ୍ଧାରିତ ସମୟସୀମା ସୁଦ୍ଧା ଷ୍ଟିଲର୍ସ ୩୩ ପଏଣ୍ଟ ଓ ବେଙ୍ଗାଲୁରୁ ୩୦ ପଏଣ୍ଟ କରିଥିଲା। ବିଜୟୀ ଦଳ ପକ୍ଷରୁ ବିକାଶ କାଣ୍ଡୋଲା ସର୍ବାଧିକ ୧୧ ରାଇଡ୍‌ ପଏଣ୍ଟ ସଂଗ୍ରହ କରିଥିଲେ। ବେଙ୍ଗାଲୁରୁର ପବନ ସେରାଓ୍ବତ୍‌ ସମାନ ସଂଖ୍ୟକ ପଏଣ୍ଟ କରିଥିଲେ ମଧ୍ୟ ଦଳକୁ ଜିତାଇବାରେ ସମର୍ଥ ହୋଇପାରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…

୩୮ ବର୍ଷୀୟ ଉମେଶ ଯାଦବଙ୍କୁ ସୁଯୋଗ ଦେଲା ଶୁଭମନ ଗିଲଙ୍କ ଟିମ୍, ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କଲା ନିଷ୍ପତ୍ତି!

ନୂଆଦିଲ୍ଲୀ,୩୦ା୯: ଭାରତୀୟ କ୍ରିକେଟ ଦଳର ଅଭିଜ୍ଞ ଦ୍ରୁତ ବୋଲର ଉମେଶ ଯାଦବ ୩୮ ବର୍ଷ ବୟସରେ ଏକ ନୂଆ ଦଳରୁ ଖେଳିବାର ସୁଯୋଗ ପାଇଛନ୍ତି। ଆଗାମୀ ଘରୋଇ…

‘କାଲି ତ ମୁଁ ମ୍ୟାଚ୍ ଖେଳିଥାଆନ୍ତି…’, ନିଜ ମୃତ୍ୟୁ ଖବର ଦେଖି ହସିଲେ କ୍ରିକେଟର, ଭାଇରାଲ୍‌ ହେଉଛି ଭିଡିଓ

ନୂଆଦିଲ୍ଲୀ,୩୦।୯: ପାକିସ୍ତାନୀ କ୍ରିକେଟର ଆଜମ ଖାନଙ୍କ ମୃତ୍ୟୁ ଖବର ଦେଖି ନିଜେ ହିଁ ହସିଲେ ଆଜମ । ସୋସିଆଲ ମିଡିଆରେ ତାଙ୍କର ଏକ ଭିଡିଓ ଭାଇରାଲ୍‌ ହେଉଛି,…

ପଛରେ ପଡ଼ିଗଲେ କୋହଲି: ଗିଲ୍‌ ଦେଉଛନ୍ତି ଜୋରଦାର ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୩୦।୯: ଆଇସିସିର ସଦ୍ୟତମ ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗରେ ଭାରତୀୟ ଦଳର ଦୁଇ ଷ୍ଟାର୍‌ ବ୍ୟାଟରଙ୍କ ମଧ୍ୟରେ ଜୋରଦାର ଲଢ଼େଇ ଦେଖିବାକୁ ମିଳିଛି। ଶୁବମନ ଗିଲ ନମ୍ବର-୧ ସ୍ଥାନ…

ଦିନେ କରୁଥିଲେ ନକଲ, ଏବେ ଟିମ୍‌ ଇଣ୍ଡିଆ ପାଇଁ ଡେବ୍ୟୁ କରିବେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୩୦।୯: କୁହାଯାଏ, ନକଲ ପାଇଁ ମଧ୍ୟ ଅକଲ ଦରକାର। ଦକ୍ଷିଣ ଆଫ୍ରିକାର ପୂର୍ବତନ ଦ୍ରୁତ ବୋଲର ଡେଲ ଷ୍ଟେନଙ୍କ ଆଦର୍ଶ ମାନି ତାଙ୍କ ବୋଲିଂ ଆକ୍ସନ ଓ…

ଟିମ ମାହୋଲରେ ଖୁସିନାହାନ୍ତି ବିରାଟ କୋହଲି: ଚାଞ୍ଚଲ୍ୟକର ବୟାନ ଦେଲେ କ୍ରିକେଟ୍‌ କିମ୍ବଦନ୍ତୀ

ନୂଆଦିଲ୍ଲୀ,୩୦।୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ରେ ବ୍ୟସ୍ତ ଅଛନ୍ତି ବିରାଟ କୋହଲି। ଏହି ସମୟରେ ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବିରାଟଙ୍କ ଟେଷ୍ଟ କ୍ରିକେଟରୁ ଅବସରକୁ…

ଏସିଆନ ଗେମ୍ସରେ ଚମତ୍କାର କଲେ ଭାରତୀୟ ତୀରନ୍ଦାଜ ଟିମ୍‌: ଚାଇନାକୁ ହରାଇ ରଚିଲେ ଇତିହାସ

ନୂଆଦିଲ୍ଲୀ,୩୦।୯: ୨୦୨୬ ଏସିଆନ ଗେମ୍ସରେ ଭାରତକୁ ମିଳିଛି ସପ୍ତମ ସ୍ବର୍ଣ୍ଣ ପଦକ। କମ୍ପାଉଣ୍ଡ ତୀରନ୍ଦାଜୀର ମହିଳା ଟିମ ଇଭେଣ୍ଟରେ ଭାରତ ଚାଇନାକୁ ୨୩୮-୨୩୪ ପଏଣ୍ଟରେ ପରାସ୍ତ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?