ହଲିଉଡ୍‌ରେ ନିଜ ଟ୍ୟାଲେଣ୍ଟ ଦେଖାଇବେ ହ୍ରିତିକ୍‌

ବଲିଉଡ୍‌ର ଦେଶି ଗାର୍ଲ ପ୍ରିୟଙ୍କା ଚୋପ୍ରାଙ୍କ ପରେ ଏବେ ହ୍ରିତିକ୍‌ ରୋଶନ ହଲିଉଡ୍‌ରେ ନିଜ ଟ୍ୟାଲେଣ୍ଟ୍‌ ଦେଖାଇବାକୁ ଯାଉଛନ୍ତି। ଏକ ରିପୋର୍ଟ ଅନୁସାରେ ହ୍ରିତିକ୍‌ ହଲିଉଡ୍‌ର ଟ୍ୟାଲେଣ୍ଟ ଏଜେନ୍ସି ‘ଦି ଗେର୍ଶ ଏଜେନ୍ସି’ ସହ ଜଡିତ ହୋଇଛନ୍ତି। ଏହା ପରେ ହଲିଉଡ୍‌ରେ ତାଙ୍କର କ୍ୟାରିୟ ଆରମ୍ଭ କରିବାର ବାଟ ଫିଟିଛି।
ଦି ଗେର୍ଶ ଏଜେନ୍ସି ହଲିଉଡ୍‌ର ସବୁଠାରୁ ପୁରୁଣା ଏଜେନ୍ସି। ହ୍ରିତିକ୍‌ ହଲିଉଡ୍‌ରେ କେତେ ସଫଳ ହେଉଛନ୍ତି ତାହା ଦେଖିବାକୁ ବାକି।
୨୦୦୦ ମସିହାରେ ରିଲିଜ୍‌ ହୋଇଥିବା ଫିଲ୍ମ ‘କହୋ ନା ପ୍ୟାର୍‌ ହୈ’ରେ ହ୍ରିତିକ୍‌ ବଲିଉଡ୍‌ରେ ଡେବ୍ୟୁ କରିଥିଲେ। ଏହା ପରେ ରାତାରାତି ସେ ସୁପରଷ୍ଟାର ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବକ୍ସ ଅଫିସରେ ସୁପର୍‌ହିଟ୍‌ ସାବ୍ୟସ୍ତ ହେଲା ବାଟ୍‌ଲା ହାଉସ୍‌

ଅଗଷ୍ଟ ୧୫ରେ ରିଲିଜ ହୋଇଥିବା ଜନ ଆବ୍ରାହମଙ୍କ ସିନେମା ‘ବାଟ୍‌ଲା ହାଉସ’ ବକ୍ସ ଅଫିସ୍‌ରେ ସୁପର୍‌ହିଟ୍‌ ସାବ୍ୟସ୍ତ ହୋଇଛି। ଅକ୍ଷୟ କୁମାଙ୍କ ‘ମିଶନ୍‌ ମଙ୍ଗଲ୍‌’କୁ ଏହି...

କ୍ରିକେଟକୁ ଭଲ ପାଆନ୍ତି ନାହିଁ ଖିଲାଡି ବୟଙ୍କ ପୁଅ

ମୁମ୍ବାଇ,୧୫।୭: କ୍ରିକେଟର କ୍ରେଜ୍‌ ଛୋଟଠାରୁ ବଡ ସମସ୍ତଙ୍କ ପାଖରେ ଥିବା ବେଳେ ଏଥିରୁ କିନ୍ତୁ ବାଦ୍‌ ପଡିଛନ୍ତି ବଲିଉଡ୍‌ ଖିଲାଡି ବୟ ଅକ୍ଷୟଙ୍କ ପୁଅ ଅରବ।...

ଫେରିଲେ ଦିଶା

ମୁମ୍ବାଇ: ବେଶ୍ କିଛିଦିନ ହେବ କରୋନା ପାଇଁ ବଲିଉଡ୍‌ର ଶୁଟିଂ ବନ୍ଦ ରହିଥିଲା । ପ୍ରାୟ ସମସ୍ତ ସେଲିବ୍ରିଟି ଘରେ ପରିବାର ସହ କ୍ୱାଲିଟି ଟାଇମ...

ଆଦିତ୍ୟ ଚୋପ୍ରା-ସଞ୍ଜୟ ଲୀଲା ବନ୍‌ଶାଲୀଙ୍କ ବୟାନରେ ରହୁନି ତାଳମେଳ

ବମ୍ବେ: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ଇତି ମଧ୍ୟରେ ଏକ ମାସରୁ ଊର୍ଦ୍ଧ୍ୱ ସମୟ ବିତିଲାଣି। ହେଲେ ମୁମ୍ବାଇ ପୋଲିସ ଏହା ଆତ୍ମହତ୍ୟା...

ସାଉଥ୍‌ରେ ମନ ଜିଣିଲେ ଡେଜି

ମୁମ୍ବାଇ: ବଲିଉଡ୍‌ରୁ ଆରମ୍ଭ କରି ସାଉଥ୍‌ ଫିଲ୍ମ ଇଣ୍ଡଷ୍ଟ୍ରି ପର୍ଯ୍ୟନ୍ତ ନିଜ ପାଇଁ ଏକ ସ୍ବତନ୍ତ୍ର ସ୍ଥାନ ତିଆରି କରିଛନ୍ତି ଡେଜି ଶାହା। ସେ ଜଣେ...

କବାଡି ଖେଳୁଛନ୍ତି ରିଚା

ରିଚା ଚଢ଼ା ଆଗାମୀ ଫିଲ୍ମ ‘ପଙ୍ଗା’ର ଶୁଟିଂ ପାଇଁ ପ୍ରସ୍ତୁତି ବି ଆରମ୍ଭ କରିଦେଇଛନ୍ତି। ଏହି ଫିଲ୍ମକୁ ଅଶ୍ୱିନୀ ଆୟର୍‌ ତିୱାରୀ ନିର୍ଦ୍ଦେଶନା ଦେଉଛନ୍ତି। ରୁଚା...

ହଓ୍ବା ହଓ୍ବାଇ ଗର୍ଲଙ୍କ ବିଷୟରେ କିଛି ଅଜଣା କଥା

ବଲିଉଡ୍‌ର ହଓ୍ବା ହଓ୍ବାଇ ଗର୍ଲ ଶ୍ରୀଦେବୀ। ଅନେକ ସଫଳ ଚରିତ୍ର ତଥା ସୁପରହିଟ୍‌ ଫିଲ୍ମରେ କାମ କରିଥିବା ଏହି ଅଭିନେତ୍ରୀଙ୍କ ଜୀବନ କୌଣସି ଚଳଚ୍ଚିତ୍ରର କାହାଣୀଠାରୁ...

ଅପେରା ହାଲଚାଲ ରାତିତମାମ କାନ୍ଦିଥିଲେ ମୁନ୍ନା

ଅପେରା ଜଗତର ଆଗଧାଡିର ଅନ୍ୟତମ ନାୟକ ମୁନା। ଦୀର୍ଘ ୧୪ବର୍ଷ ଧରି ସେ ଅଭିନୟ ଜାରି ରଖିଛନ୍ତି। ପତ୍ନୀ ତଥା ଅଭିନେତ୍ରୀ ନମିତାଙ୍କ ସହ ସେ...

Coronavirus Update


Archives

Model This Week

Why Dharitri