Posted inଖେଳ

ହଲ ଅଫ୍‌ ଫେମ ଓପନରୁ ରାମକୁମାର ବାଦ୍‌

ନ୍ୟୁପୋର୍ଟ(ୟୁଏସ୍‌ଏ),୧୮ା୭(ପିଟି)- ଏଠାରେ ଚାଲିଥିବା ହଲ ଅଫ୍‌ ଫେମ ଓପନ ଟେନିସ ଟୁର୍ନାମେଣ୍ଟର ଦ୍ୱିତୀୟ ରାଉଣ୍ଡରୁ ରାମକୁମାର ରମାନାଥନ ସିଧାସଳଖ ସେଟ୍‌ରେ ଫ୍ରାନ୍ସର ଉଗୋ ହମବର୍ଟଙ୍କଠାରୁ ପରାଜୟ ବରଣ କରିଛନ୍ତି। ଗତ ବର୍ଷ ଏଠାରେ ରନର୍ସ ଅପ୍‌ ହୋଇଥିବା ରାମକୁମାର ୬(୫)-୭, ୦-୬ ସେଟ୍‌ରେ ପରାସ୍ତ ହୋଇଛନ୍ତି। ଏହି ପରାଜୟ ତାଙ୍କ ର଼୍ୟାଙ୍କିଙ୍ଗ୍‌କୁ ନିଶ୍ଚିତ ପ୍ରଭାବିତ କରିବ। ବର୍ତ୍ତମାନ ସେ ଏଟିପି ର଼୍ୟାଙ୍କିଙ୍ଗ୍‌ର ୧୩୪ତମ ସ୍ଥାନରେ ଥିବା ରମାନାଥନ ୧୮୧ତମ ମାନ୍ୟତାକୁ ଖସି ଯାଇପାରନ୍ତି। ଅନ୍ୟପକ୍ଷରେ ଭେଟେରାନ ଲିଆଣ୍ଡର ପେସ ଓ ତାଙ୍କ ନ୍ୟୁଜିଲାଣ୍ଡ ସାଥୀ ମାର୍କୁସ ଡାନିଏଲ ପୁରୁଷ ଡବଲ୍ସ ବର୍ଗରେ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ପେସ ଓ ଡାନିଏଲ ୨-୬, ୬-୨, ୧୦-୫ ସେଟ୍‌ରେ ଅଷ୍ଟ୍ରେଲିଆର ଲୁକ ସାଭିଲେ ଓ ମ୍ୟାକ୍ସ ପରସେଲଙ୍କୁ ହରାଇଛନ୍ତି। ଇଣ୍ଡୋ-ନ୍ୟୁଜିଲାଣ୍ଡ ଯୋଡ଼ି ପରବର୍ତ୍ତୀ ରାଉଣ୍ଡରେ ମାଥ୍ୟୁ ଇବଡେନ ଓ ରବର୍ଟ ଲିଣ୍ଡଷ୍ଟଟଙ୍କୁ ଭେଟିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିରାଟ-ରୋହିତଙ୍କୁ ଦେଖିବାକୁ ପ୍ରଶଂସକଙ୍କ ପ୍ରବଳ ଉତ୍ସାହ: ୮ ମିନିଟ୍‌ରେ ସରିଗଲା ଭାରତ ବନାମ ନ୍ୟୁଜିଲାଣ୍ଡ ଟିକେଟ

ନୂଆଦିଲ୍ଲୀ,୨।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଦିନିକିଆ ସିରିଜ୍‌ ଜାନୁଆରୀ ୧୧, ୨୦୨୬ରେ ଆରମ୍ଭ ହେବାକୁ ଯାଉଛି। ଏହି ହାଇ-ଭୋଲଟେଜ ମ୍ୟାଚ ପାଇଁ ପ୍ରଶଂସକମାନେ ଉତ୍ସାହିତ।...

ଟିମ୍‌ ଇଣ୍ଡିଆକୁ ମିଳିବ ନୂଆ କୋଚ: ଇଂଲଣ୍ଡର କିମ୍ବଦନ୍ତୀଙ୍କୁ ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨।୧: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ ଭାରତୀୟ ମହିଳା କ୍ରିକେଟ ଦଳ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛି। ଦଳ ଖୁବଶୀଘ୍ର ଜଣେ ନୂତନ ଶକ୍ତି...

୨୦୨୬ରେ ୩ ବଡ଼ ମାଇଲଖୁଣ୍ଟ ଅତିକ୍ରମ କରିବେ ବିରାଟ! ନ୍ୟୁଜିଲାଣ୍ଡ ସିରିଜର ପ୍ରଥମ ମ୍ୟାଚରୁ ହେବ ଆରମ୍ଭ!

ନୂଆଦିଲ୍ଲୀ,୨।୧: ୨୦୨୫ ମସିହାରେ ବିରାଟ କୋହଲିଙ୍କ ପାଇଁ ବହୁତ କିଛି ଘଟିଥିଲା। ସେ ଏପରି କିଛି ସଫଳତା ହାସଲ କରିଥିଲେ ଯାହା ସେ ଏପର୍ଯ୍ୟନ୍ତ ପାଇ...

ନିଜ IPL ଟିମ୍‌ KKRରୁ କେତେ ରୋଜଗାର କରନ୍ତି କିଙ୍ଗ୍‌ ଖାନ? ଜାଣିଲେ…

ନୂଆଦିଲ୍ଲୀ,୨।୧: ବଲିଉଡର କିଙ୍ଗ ଖାନ ସବୁବେଳେ ଖବରର ଶିରୋନାମାରେ ରହିଥାନ୍ତି। ସେ ତାଙ୍କ ଫିଲ୍ମ ମାଧ୍ୟମରେ ପ୍ରଶଂସକମାନଙ୍କୁ ମୋହିତ କରନ୍ତି। ବର୍ତ୍ତମାନ, ପ୍ରଶଂସକମାନେ ଶାହରୁଖ ଖାନଙ୍କ...

ହଠାତ୍ ଅବସର ଘୋଷଣା କଲେ ଏହି ବରିଷ୍ଠ କ୍ରିକେଟର, ପୂର୍ବତନ ଖେଳାଳିଙ୍କୁ କଲେ ଟାର୍ଗେଟ୍

ନୂଆଦିଲ୍ଲୀ,୨।୧: ଅଷ୍ଟ୍ରେଲିଆର ଭେଟେରାନ ବ୍ୟାଟ୍ସମ୍ୟାନ୍ ଉସମାନ ଖ୍ୱାଜା ଆସନ୍ତା ସିଡନୀ କ୍ରିକେଟ୍ ଗ୍ରାଉଣ୍ଡ (SCG)ରେ ଇଂଲଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ପଞ୍ଚମ ତଥା ଅନ୍ତିମ ଆଶେସ୍...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ

ମେଲବୋର୍ନ,୧ା୧: ଶ୍ରୀଲଙ୍କା ଏବଂ ଭାରତରେ ହେବାକୁଥିବା ଟି୨୦ କ୍ରିକେଟ ବିଶ୍ୱକପ୍‌ ପାଇଁ ଅଷ୍ଟ୍ରେଲିଆ ଚୟନକର୍ତ୍ତା ଏକ ୧୫ଜଣିଆ ଦଳ ଘୋଷଣା କରିଛନ୍ତି। ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ...

ଅବସର ନେବେ ଉସମାନ ଖ୍ବାଜା? ପଞ୍ଚମ ଟେଷ୍ଟ ପୂର୍ବରୁ କରିବେ ପ୍ରେସ କନଫରେନ୍ସ

ସିଡ଼ନୀ,୧।୧: ତାଙ୍କ ଟେଷ୍ଟ ଭବିଷ୍ୟତକୁ ନେଇ କଳ୍ପନାଜଳ୍ପନା ମଧ୍ୟରେ, ଅଷ୍ଟ୍ରେଲିୟ ଓପନର ଉସମାନ ଖ୍ବାଜା ସିଡନୀ କ୍ରିକେଟ ଗ୍ରାଉଣ୍ଡରେ ପଞ୍ଚମ ଆଶେସ ଟେଷ୍ଟ ପୂର୍ବରୁ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri