ହଳଦୀପଡ଼ିଆ ବସ୍ତିରୁ ବ୍ରାଉନ୍‌ସୁଗାର ଜବତ, ଜଣେ ଗିରଫ

କଟକରୋଡ଼,୧୭।୪(ଡି.ଏନ୍‌.ଏ): ଅବକାରୀ ଫ୍ଲାଇଙ୍ଗ୍‌ ସ୍କ୍ବାଡ୍‌ ବୁଧବାର ରାଜଧାନୀର ଲକ୍ଷ୍ମୀସାଗର ଥାନା ଅଧୀନ ହଳଦୀପଡ଼ିଆ ବସ୍ତିରେ ଚଢ଼ାଉ କରି ଜଣେ ବ୍ରାଉନ୍‌ସୁଗାର ବ୍ୟବସାୟୀଙ୍କୁ ଗିରଫ କରିଛି। ସେ ହେଲେ ଉକ୍ତ ବସ୍ତିରେ ରହୁଥିବା ଦିଲ୍ଲୀପ ବେହେରା। ତାଙ୍କ ନିକଟରୁ ୨୦ ଗ୍ରାମ୍‌ ବ୍ରାଉନ୍‌ସୁଗାର ଜବତ କରାଯାଇଛି। ଏହାର ମୂଲ୍ୟ ପ୍ରାୟ ୨ ଲକ୍ଷ ଟଙ୍କା ହେବ ବୋଲି ଫ୍ଲାଇଙ୍ଗ୍‌ ସ୍କ୍ବାଡ୍‌ର ଜଣେ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୨ କୋଟି ଜିଏସ୍‌ଟି ଠକି ବ୍ୟବସାୟୀ ଗିରଫ

କଟକ ଅଫିସ, ୮।୮: ଜିଏସ୍‌ଟି ଠକେଇ ମାମଲାରେ ବଲାଙ୍ଗୀରର ଜଣେ ବ୍ୟବସାୟୀଙ୍କୁ ଗୁରୁବାର ଗିରଫ କରାଯାଇଛି। ସେ ହେଲେ ଟିଟଲାଗଡ଼ର ତୀର୍ଥଙ୍କର ପଟେଲ। ତୀର୍ଥଙ୍କର ୧୨...

ନବକଳେବରରେ ଶ୍ରୀପତିତପାବନ ବାନା

କାକଟପୁର ମଙ୍ଗଳା ମନ୍ଦିର ବିଧି: ପ୍ରଥମେ ମା’ ମଙ୍ଗଳାଙ୍କର ମହାସ୍ନାନ କରାଯାଇଥାଏ। – ମହାସ୍ନାନ ପରେ ମା’ଙ୍କର ବଡ଼ ସିଂହାର ବେଶ କରାଯାଇଥାଏ। – ଏହାପରେ...

ବେକାବୁ ସ୍ଥିତିରେ କରୋନା: ଦିନକରେ ୪,୧୩ ଲକ୍ଷ ସଂକ୍ରମିତ, ୩,୯୨୭ ମୃତ

ନୂଆଦିଲ୍ଲୀ,୭।୫: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ ପୁଣି ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଗତ କିଛିଦିନ ହେବ ପ୍ରତିଦିନ ତିନି ଲକ୍ଷରୁ ଅଧିକ ନୂତନ...

୨୮ରେ ମୁଖ୍ୟମନ୍ତ୍ରୀଙ୍କ ୨ ଦିନିଆ ବେଙ୍ଗାଲୁରୁ ଗସ୍ତ

ଭୁବନେଶ୍ବର,୨୨ା୯(ବ୍ୟୁରୋ):  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୮ ତାରିଖରୁ ୨ ଦିନିଆ ବେଙ୍ଗାଲୁରୁ ଗସ୍ତରେ ଯିବେ। ସେଠାରେ ଆୟୋଜିତ ‘ଓଡିଶା ଇନଭେଷ୍ଟର୍ସ ମିଟ୍‌’ରେ ସେ ଯୋଗଦେବେ ବୋଲି...

୫-ଟି ଯୋଜନାର ସଫଳ ରୂପାୟନ ଲାଗି ଗଠନ ହେଲା ଟିମ୍‌

ଭୁବନେଶ୍ୱର,୧୧।୧(ବ୍ୟୁରୋ): ସହରାଞ୍ଚଳରେ ୫-ଟି ଆଧାରରେ କାର୍ଯ୍ୟକାରୀ ହେଉଥିବା ଯୋଜନାଗୁଡ଼ିକର କିଭଳି ସଫଳ ରୂପାୟନ ଏବଂ ତଦାରଖ ହୋଇପାରିବ ସେଥିପାଇଁ ରାଜ୍ୟସ୍ତରୀୟ ୩ୟ ପକ୍ଷ ଗୁଣାତ୍ମକ ମାନ...

ଦୁର୍ବଳ ମୌସୁମୀ ଯୋଗୁ ବଢୁଛି ତାପମାତ୍ରା

ଭୁବନେଶ୍ୱର, ୩-ା୮(ବ୍ୟୁରୋ):ଦୁର୍ବଳ ମୌସୁମୀ ପ୍ରଭାବରେ ରାଜ୍ୟରେ ତାପମାତ୍ରା ବଢ଼ି ଚାଲିଛି। ବର୍ଷା ଋତୁରେ ଗ୍ରୀଷ୍ମର ଅନୁଭବ ହେଉଛି। ମଝିରେ ମଝିରେ କେଉଁଠି କେମିତି ବର୍ଷା ହେଉଥିଲେ...

୩ ଜୋନ୍‌ର ୫୯୧ ଦୋକାନରେ ଉପଲବ୍ଧ ଅତ୍ୟବଶ୍ୟକ ସାମଗ୍ରୀ: ବିଏମ୍‌ସି

ଭୁବନେଶ୍ୱର,୧୧ା୪(ବ୍ୟୁରୋ): ଭୁବନେଶ୍ୱରର ୩ ଜୋନ ଦକ୍ଷିଣ ପୂର୍ବ, ଦକ୍ଷିଣ ପଶ୍ଚିମ ଓ ଉତ୍ତର ଜୋନ୍‌ରେ ୫୯୧ ଅତ୍ୟାବଶ୍ୟକ ଦୋକାନ ଖୋଲା ରହିଛି। ସମ୍ପୃକ୍ତ ଦୋକାନରୁ ରାସନ,...

ତୁରନ୍ତ କାର୍ଯ୍ୟାନୁଷ୍ଠାନ ନ ହେଲେ ବିଧାନସଭା ଘେରାଉ: ପ୍ରଦୀପ

ଭୁବନେଶ୍ୱର,୧୧।୬(ବ୍ୟୁରୋ): ମାଲକାନଗିରି ସଦର ମହକୁମା ପୋଲିସ କ୍ୟାଣ୍ଚିନରେ କାମ କରୁଥିବା ଜଣେ ଆଦିବାସୀ ମହିଳାଙ୍କୁ ଗଣବଳାତ୍କାର ସହ ହତ୍ୟା କରାଯାଇଥିବା ପ୍ରଦେଶ କଂଗ୍ରେସ କମିଟି(ପିସିସି) କାର୍ଯ୍ୟକାରୀ...

Advertisement
Archives

Model This Week