ହଷ୍ଟେଲରୁ ଛାତ୍ରୀ ନିଖୋଜ

ପୁରୀ ଅଫିସ,୧୬।୧୨: ଦତ୍ତତୋଟାସ୍ଥିତ ଏକ ଘରୋଇ ହଷ୍ଟେଲରୁ ସରକାରୀ ମହିଳା ମହାବିଦ୍ୟାଳୟର ଜଣେ ଯୁକ୍ତ୨ ଛାତ୍ରୀ ନିଖୋଜ ଥିବା ନେଇ କୁମ୍ଭାରପଡା ଥାନାରେ ରବିବାର ତାଙ୍କ ମା’ ଲିଖିତ ଅଭିଯୋଗ କରିଛନ୍ତି। ଗତ ନଭେମ୍ବର ୨୯ ଅପରାହ୍ନ ପରଠାରୁ ସେ ନିଖୋଜ ଥିବା ନେଇ ବିଳମ୍ବିତ ରାତିରେ ହଷ୍ଟେଲ କର୍ତ୍ତୃପକ୍ଷ ପରିବାର ଲୋକଙ୍କୁ ଜଣାଇଥିଲେ। ଗତ ୧ ତାରିଖରେ ସଦର ଥାନାରେ ଅଭିଯୋଗ ହୋଇଥିଲେ ମଧ୍ୟ ପୋଲିସ କୌଣସି ପଦକ୍ଷେପ ଗ୍ରହଣ ନ କରିବାରୁ ପରିବାର ଲୋକେ କୁମ୍ଭାରପଡ଼ା ଥାନାରେ ଅଭିଯୋଗ କରିଛନ୍ତି। ଏହା ପଛରେ ହଷ୍ଟେଲ କର୍ତ୍ତୃପକ୍ଷଙ୍କ ହାତ ରହିଥିବା ସନ୍ଦେହ କରି ତାଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପରିବାର ଲୋକେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୬ ବର୍ଷ ମାତୃଭୂମି ସେବା କରି ଜନ୍ମମାଟିକୁ ଫେରିଲେ ସଞ୍ଜିବ, ଧୁମଧାମରେ ସ୍ବାଗତ କଲେ ଗ୍ରାମବାସୀ

କେସିଙ୍ଗା,୩।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ଖାସ ବାହାଲ ଗ୍ରାମର ସଞ୍ଜୀବ କୁମାର ଭୋଇ ଦୀର୍ଘ ୨୬ବର୍ଷ କାଳ ସି.ଆର.ପି.ଏଫ.ଇନ୍ସପେକ୍ଟର ଭାବେ ସୀମାସୁରକ୍ଷା ଦେଇ…

ପଟ୍ଟାଙ୍ଗି ବିଧାୟକଙ୍କ କୁଶ ପୁତ୍ତଳିକା ଦାହ, ନନ୍ଦପୁର ବ୍ଲକ ଘେରିଲା ବିଜେଡି

ନନ୍ଦପୁର/ପାଡୁଆ,୩ା୬(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାରେ ନିର୍ବାଚନ ପରଠୁ ଶିତଳାବସ୍ଥାରେ ଥିବା ବିଜୁ ଜନତା ଦଳ ବୁଧବାର ଶକ୍ତି ପ୍ରଦର୍ଶନ…

ପ୍ରତିଷ୍ଠିତ ଜାତୀୟ ପଞ୍ଚାୟତ ପୁରସ୍କାର ସମାରୋହରେ ଚମକିଲା ଗଞ୍ଜାମ, ପୁରସ୍କାର ଗ୍ରହଣ କଲେ ଜିଲାପାଳ…

ଛତ୍ରପୁର,୩ା୬(ଦିଲ୍ଲୀପ ସାମଲ ): ଗଞ୍ଜାମ ଜିଲା ତଥା ସମଗ୍ର ଓଡ଼ିଶା ରାଜ୍ୟ ପାଇଁ ଏକ ଗର୍ବ ଓ ଆନନ୍ଦର ବିଷୟ । ବୁଧବାର ନୂଆଦିଲ୍ଲୀର ସ୍କୋପ୍ କନଭେନସନ…

ଛତ୍ରପୁର ଗସ୍ତରେ ଦକ୍ଷିଣାଞ୍ଚଳ ଉପନିର୍ଦ୍ଦେଶକ, ବୁଲି ଦେଖିଲେ…

ଛତ୍ରପୁର,୩ା୬(ଦିଲ୍ଲୀପ ସାମଲ): ସୂଚନା ଓ ଲୋକସମ୍ପର୍କ ବିଭାଗର ଉପନିର୍ଦ୍ଦେଶକ (ଦକ୍ଷିଣାଞ୍ଚଳ) ବସନ୍ତ କୁମାର ପ୍ରଧାନ ଆଜି ଛତ୍ରପୁର ସ୍ଥିତ ଜିଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ ପରିଦର୍ଶନ…

ଛାତିଥରା….ଦିଲ୍ଲୀ ଅଗ୍ନିକାଣ୍ଡରେ ୨୧ ମୃତ, ଜୀବନ ବଞ୍ଚାଇବା ପାଇଁ ଛୁଆଙ୍କୁ ଧରି ତୃତୀୟ ମହଲାରୁ ଡ଼େଇଁଲେ ମହିଳା

ନୂଆଦିଲ୍ଲୀ,୩ା୬: ବୁଧବାର ସକାଳେ ଦକ୍ଷିଣ ଦିଲ୍ଲୀର ମାଲବ୍ୟ ନଗରରେ ଏକ ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା । ନିଆଁ ଆଁରେ ୨୧ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪୦ରୁ…

ମମତାଙ୍କୁ ଜୋରଦାର ଝଟ୍‌କା, ଋତବ୍ରତ ବାନାର୍ଜୀ ହେଲେ ଟିଏମସିର…

କୋଲକାତା,୩।୬: ବର୍ତ୍ତମାନ, ତୃଣମୂଳ କଂଗ୍ରେସ (ଟିଏମସି) ଭିତରେ ସୃଷ୍ଟି ହେଉଥିବା ଆଭ୍ୟନ୍ତରୀଣ ଅଶାନ୍ତି ପଶ୍ଚିମବଙ୍ଗ ରାଜନୀତିରେ ତୀବ୍ର ଆଲୋଚନାର ବିଷୟ। ବିଧାନସଭା ନିର୍ବାଚନରେ ପରାସ୍ତ ହେବା ପରେ,…

କ୍ୟାବିନେଟ ବୈଠକ ପରେ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ୧୦ହଜାର କୋଟି….

ନୂଆଦିଲ୍ଲୀ, ୩।୬: ଇରାନ ଏବଂ ଆମେରିକା ମଧ୍ୟରେ ବିବାଦ ମଧ୍ୟରେ, କେନ୍ଦ୍ର ସରକାର ବିମାନ ଚଳାଚଳ କ୍ଷେତ୍ରକୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ସରକାର ୧୦,୦୦୦ କୋଟିର…

ପୋଖରୀରେ ଭାସୁଥିଲା ମହିଳାଙ୍କ ମୃତଦେହ, ଲୋକେ ଗାଧୋଇବାକୁ ଯିବାବେଳେ…

ବୈଶିଙ୍ଗା,୩ା୬(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡଦେଉଳିଆ ନିକଟସ୍ଥ ନୂଆସାହି ଗ୍ରାମ ପୋଖରୀରୁ ବୁଧବାର ଜଣେ ଅଜଣା ମହିଳାଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri