Posted inଜାତୀୟ

ହସ୍ପିଟାଲରେ କମଲ ନାଥ

ଭୋପାଳ,୨୨।୬: ମଧ୍ୟ ପ୍ରଦେଶ ମୁଖ୍ୟମନ୍ତ୍ରୀ କମଲ ନାଥ ଶନିବାର ସକାଳେ ହମିଦିଆ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଆଙ୍ଗୁଳିରେ ଯନ୍ତ୍ରଣା ଅନୁଭବ କରିବାକୁ ତାଙ୍କୁ ହସ୍ପିଟାଲ ଯିବାକୁ ପଡିଥିଲା। ସେଠାରେ ତାଙ୍କ ଆଙ୍ଗୁଳିର ଏକ ଅପରେଶନ କରାଯାଇଥିବା ବେଳେ ସ୍ବାସ୍ଥ୍ୟାବସ୍ଥା ଠିକ୍‌ ଥିବା କହିଛନ୍ତି, ଗାନ୍ଧୀ ମେଡିକାଲ କଲେଜର ଡିନ୍‌ ଅରୁଣା କୁମାର। କିଛି ଘଣ୍ଟା ଅବଜରଭେଶନରେ ରଖି ତାଙ୍କୁ ଛାଡି ଦିଆଯିବ ବୋଲି କୁହାଯାଇଛି। ତେବେ ଏହି ସମୟରେ ତାଙ୍କୁ କେହି ଭେଟିବାକୁ ହସ୍ପିଟାଲ ନ ଆସିବାକୁ କମଲ ନାଥ ଅନୁରୋଧ କରିଛନ୍ତି। କାରଣ ଏହାଦ୍ୱାରା ହସ୍ପିଟାଲରେ ଭିଡ ହେବା ସହ ସାଧାରଣ ରୋଗୀ ଅସୁବିଧାର ସମ୍ମୁଖୀନ ହୋଇ ପାରନ୍ତି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଝିଅ ଆଗରେ ମୁସଲିମ ବ୍ୟକ୍ତିଙ୍କୁ ‘ଜୟ ଶ୍ରୀରାମ’ କହିବାକୁ ବାଧ୍ୟ କରାଗଲା

ଲକ୍ଷ୍ନୌ, ୧୨।୮: ଇ-ରିକ୍ସା ଚଲାଉଥିବା ଜଣେ ୪୫ ବର୍ଷୀୟ ମୁସଲିମ ବ୍ୟକ୍ତିଙ୍କୁ ନିର୍ଯାତନା ଦିଆଯିବା ସହ ‘ଜୟ ଶ୍ରୀରାମ’ କହିବାକୁ ବାଧ୍ୟ କରାଇଥିଲା। ଦୟା ପାଇଁ...

ସ୍ୱଦେଶ ଫେରିଲେ ମୋଦି

ନୂଆଦିଲ୍ଲୀ,୫ ।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୩ ଦିନିଆ ୟୁରୋପ ଗସ୍ତ ଶେଷ ହୋଇଛି । ବୁଧବାର ସେ ଏହି ଗସ୍ତ ଶେଷ କରି ଫ୍ରାନ୍ସରୁ...

ସରକାରୀ କର୍ମଚାରୀଙ୍କୁ ମିଳିବ ବୈଦ୍ୟୁତିକ ଯାନ

ପାଣାଜୀ,୬।୬: ବୈଦ୍ୟୁତିକ ଯାନକୁ ପ୍ରୋତ୍ସାହିତ କରିବା ପାଇଁ ସରକାର ଅନେକ ପଦକ୍ଷେପ ନେଉଛନ୍ତି। ଏହି ପରିପ୍ରେକ୍ଷୀରେ ଗୋଆ ଏବଂ କେରଳ ସରକାର ସେମାନଙ୍କ ରାଜ୍ୟରେ ସରକାରୀ...

ଟିଏମ୍‌ସି କାର୍ଯ୍ୟକର୍ତ୍ତାଙ୍କୁ ହତ୍ୟା

କୋଲକାତା,୧୫।୯: ପଶ୍ଚିମବଙ୍ଗର ମାଲଦା ଜିଲାରେ ତୃଣମୂଳ କଂଗ୍ରେସ (ଟିଏମସି) କାର୍ଯ୍ୟକର୍ତ୍ତାଙ୍କୁ ହତ୍ୟା କରାଯାଇଛି। ମୃତ ବ୍ୟକ୍ତି ଜଣକ ସୁବୋଧ ପରମାଣିକ। ସେ କାଠ ବ୍ୟବସାୟ କରୁଥିଲେ...

ରାମଦେବଙ୍କୁ କରୋନା ସହିତ ତୁଳନା କଲେ ରାକ୍ଷୀ ସାଓ୍ବନ୍ତ…

ମୁମ୍ବାଇ,୯।୬: ସବୁବେଳେ ନିଜ ମନ୍ତବ୍ୟ ନେଇ ସୋସିଆଲ ମିଡ଼ିଆରେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟି ଥିବା ବଲିଉଡ୍‌ ଅଭିନେତ୍ରୀ ରାକ୍ଷୀ ସାଓ୍ବନ୍ତଙ୍କ ଏକ ଭିଡ଼ିଓ ଏବେ...

ସତ ଲୁଚାଉଛି ଚାଇନା

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୪ା୪: କରୋନା ଭାଇରସ୍‌ର ଉତ୍ପତ୍ତିସ୍ଥଳ କୁହାଯାଉଥିବା ଉହାନ ଭିତରକୁ ଯିବା ପାଇଁ ଆମେରିକୀୟ ବୈଜ୍ଞାନିକମାନଙ୍କୁ ମନା କରିଦେଇଛି ଚାଇନା। ଉହାନ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଭାଇରୋଲୋଜି କିମ୍ବା...

ଉଦ୍ଧବ ସରକାର ମହାବିନାଶକାରୀ : କଙ୍ଗନା

ମୁମ୍ବାଇ: ମହାରାଷ୍ଟ୍ରର ଉଦ୍ଧବ ଠାକରେ ସରକାରଙ୍କ ବିରୋଧରେ ପୂର୍ବରୁ ସ୍ୱର ଉଠାଇଥିବା ବଲିଉଡ୍ ନାୟିକା କଙ୍ଗନା ରାନାୱତ ପୁଣିଥରେ ଠାକରେଙ୍କ ଉପରେ ଖପ୍ପା ହୋଇଛନ୍ତି ।...

ପାକିସ୍ତାନ ଡିଗ୍ରୀଧାରୀ ଡାକ୍ତରଙ୍କୁ ଭାରତରେ ଚିକିତ୍ସା କରିବା ମନା

ନୂଆଦିଲ୍ଲୀ, ୧୩।୮: ପାକିସ୍ତାନର ମେଡ଼ିକାଲ କଲେଜରୁ ଡିଗ୍ରୀ ହାସଲ କରିଥିବା ଡାକ୍ତର ଏବେ ଭାରତରେ ଚିକିତ୍ସା କରି ପାରିବେ ନାହିଁ। ଏନେଇ ମେଡ଼ିକାଲ କାଉନସିଲ୍‌ ଅଫ୍‌...

Advertisement
Archives

Model This Week