Posted inଜାତୀୟ

ହସ୍ପିଟାଲରେ ନିଶାମୁକ୍ତି ଚିକିତ୍ସା ପାଇଁ ଫିସ୍‌ ବଦଳରେ ନିଆଯାଏ ଆଉ ଏପରି ନ କରିବାକୁ ଶପଥ

ଭୋପାଳ,୨୬।୬: ଜୁନ୍‌ ୨୬ରେ ଅନ୍ତର୍ଜାତୀୟ ନିଶା ମୁକ୍ତି ଦିବସ ପାଳିତ ହୋଇଥାଏ। ଭାରତରେ ନିଶାରୁ ମୁକ୍ତି ପାଇଁ ବିଭିନ୍ନ ହସ୍ପିଟାଲ ରହିଛି। ତେବେ ମଧ୍ୟପ୍ରଦେଶ ପିଙ୍ଗ୍ଲେଶ୍ୱରଠାରେ ଥିବା ବାବା ଜୟ ଗୁରୁଦେବ ଆଶ୍ରମରେ ନିଶାମୁକ୍ତି ଲାଗି ସମ୍ପୃକ୍ତ ବ୍ୟକ୍ତିଙ୍କଠାରୁ କୌଣସି ଫିସ୍‌ ଗ୍ରହଣ କରାଯାଇ ନ ଥାଏ। ବଂର ଭବିଷ୍ୟତରେ ଏପରି ନ କରିବାକୁ ଶପଥ ନିଆଯାଇଥାଏ। ଏଠାରେ ନିଶାମୁକ୍ତି ପାଇଁ ଆସୁଥିବା ଲୋକଙ୍କ ଚିକିତ୍ସା ମାଗଣାରେ କରାଯାଇଥାଏ। ସନ୍ଥ ଉମାକାନ୍ତ ଜୀ ମହାରାଜଙ୍କ ପ୍ରେରଣାରେ ଏଠାରେ ହୋମିଓପ୍ୟାଥି, ଆୟୁର୍ବେଦ ଏବଂ ଆକ୍ୟୁପ୍ରେସର ପଦ୍ଧତିରେ ଚିକିତ୍ସା କରାଯାଉଛି। ହସ୍ପିଟାଲର ୧୦ଟି ଓ୍ବାର୍ଡରେ ଶହେରୁ ଅଧିକ ଶଯ୍ୟା ରହିଛି। ପ୍ରତିଦିନ ହସ୍ପିଟାଲକୁ ୫ଶହରୁ ଅଧିକ ରୋଗୀ ମାଗଣା ଚିକିତ୍ସା ସେବା ଲାଗି ଆସୁଥିବା ସଞ୍ଚାଳକ ମୃତ୍ୟୁଞ୍ଜୟ ଶାହ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଟି ନେଇ ଫେରାଇଲେନି; ମାଲିକାଣୀଙ୍କୁ ଦେଲେ ହତ୍ୟା ଧମକ; ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ବୁଧବାର ପାଟପୁର ଥାନା ପ୍ରତାପଗିରି ଗ୍ରାମର ବି. କାଳିଆ ପାତ୍ର(୪୪) ନାମକ ଜଣେ ଯୁବକଙ୍କୁ ଗିରଫ କରି…

ଭାରତ ପୂର୍ବରୁ ‘ବଡ଼ ଭାଇ’ର ଭୂମିକା ନିର୍ବାହ କରିସାରିଛି, ଏଥର ବି ନେପାଳକୁ ସହାୟତା ପଠାଇବାକୁ ଆଶ୍ୱାସନା ଦେଲେ ମୋଦି

ନୂଆଦିଲ୍ଲୀ/କାଠମାଣ୍ଡୁ,୨୬।୮: ଭାରତର ପଡ଼ୋଶୀ ନେପାଳ ବର୍ତ୍ତମାନ ଏକ ଭୟଙ୍କର ଦୁଃଖଦ ପରିସ୍ଥିତି ସହିତ ସଂଘର୍ଷ କରୁଛି। ରସୁୱାଗାଧି ଅଞ୍ଚଳରେ ହିମସ୍ଖଳନ ଏବଂ ହଠାତ, ଭୟଙ୍କର ବନ୍ୟା କେବଳ…

ପୂର୍ବତନ ବିଧାୟକଙ୍କ ପରଲୋକ, ପଦ୍ମପୁରରେ ଶୋକର ଛାୟା

ପଦ୍ମପୁର,୨୬।୮(ପ୍ରଦୀପ୍ତ ଦାଶ): ପଦ୍ମପୁର ନିର୍ବାଚନମଣ୍ଡଳୀର ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ବିଧାୟକ ସତ୍ୟଭୂଷଣ ସାହୁଙ୍କ ପରଲୋକ ଘଟିଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ୭୫…

ବଲାଙ୍ଗୀରରେ ଚାଞ୍ଚଲ୍ୟ; ନାବାଳକଙ୍କ ଛୁରା ମାଡ଼ରେ ଆଉ ଜଣେ ନାବାଳକ ମୃତ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ବଲାଙ୍ଗୀର,୨୬।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଆଗଲପୁର ଥାନା ରୋତ ଗାଁରେ ଚାଞ୍ଚଲ୍ୟ । ନାବାଳକଙ୍କୁ ଛୁରି ଭୁସି ହତ୍ୟା କଲେ ନାବାଳକ । ମୃତକ ହେଲେ…

ଜି.ଉଦୟଗିରିରେ ମହମ୍ମଦଙ୍କ ଜୟନ୍ତୀ, ସମାଜର ଅନ୍ଧବିଶ୍ୱାସ ଦୂର କରିବା ନେଇ…

ଜି.ଉଦୟଗିରି,୨୬ା୮(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ଅଞ୍ଚଳର ମୁସଲମାନ ସମ୍ପ୍ରଦାୟ ପକ୍ଷରୁ ବୁଧବାର ମହମ୍ମଦଙ୍କ ଜନ୍ମଦିନ ଅବସରରେ ଶାନ୍ତି ପଦଯାତ୍ରା ଓ ଧାର୍ମିକ ସଭା…

ନେପାଳ ବନ୍ୟା; ବାଲେନ ଶାହଙ୍କ ସହ କଥା ହେଲେ ମୋଦି, ସହାୟତା….

ନୂଆଦିଲ୍ଲୀ,୨୬।୮: ନେପାଳରେ ଭୟଙ୍କର ବନ୍ୟା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହଙ୍କ ସହ ଫୋନ୍‌ରେ ଆଲୋଚନା କରିଛନ୍ତି । ବନ୍ୟା ଯୋଗୁଁ ହୋଇଥିବା…

ଜିଲାରେ ବାଲ୍ୟ ବିବାହ ସମ୍ପୂର୍ଣ୍ଣ ବନ୍ଦ ପାଇଁ ନିଆଯିବ କଠୋର ପଦକ୍ଷେପ, ଶିଶୁକନ୍ୟା ମୃତ୍ୟୁହାର କମାଇବାକୁ…

ଛତ୍ରପୁର,୨୬ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲାପାଳ (ରାଜସ୍ବ) ଦେବଦତ୍ତ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଶିଶୁକନ୍ୟା…

ଭୟଙ୍କର! ମନ୍ତ୍ରୀଙ୍କ ଘରେ ପାଣି ପଶିବା ପରେ ବାଲି ପକାଇବାକୁ ଯାଉଥିଲେ ଶ୍ରମିକ, ମଝି ନଦୀରେ ଓଲଟିଲା ଡଙ୍ଗା, ୨୨ ଶ୍ରମିକ…

ପାଟନା,୨୬।୮: ବିହାରର ଭାଗଲପୁରରେ ଗଙ୍ଗା ନଦୀରେ ଏକ ବଡ଼ ଅଘଟଣ ଘଟିଛି । ନବଗଛିଆ ଅନ୍ତର୍ଗତ ଖରୀକ ବ୍ଲକର ରାଘୋପୁର ତଟବନ୍ଧ ନିକଟରେ ୨୨ ଜଣ ଶ୍ରମିକଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri