ହସ୍ପିଟାଲରେ ଭର୍ତ୍ତି ହେଲେ ମୁଶରଫ

ଇସ୍‌ଲାମାବାଦ,୩।୧୨: ପାକିସ୍ତାନର ପୂର୍ବତନ ରାଷ୍ଟ୍ରପତି ପରଭେଜ ମୁଶରଫଙ୍କ ସ୍ବାସ୍ଥ୍ୟ ବିଗିଡି ଯାଇଛି। ସେ ପୁଣିଥରେ ଦୁବଇର ଏକ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଏଥର ସେ ଗୁରୁତର ହୋଇପଡିଛନ୍ତି। ଗତ ମାର୍ଚ୍ଚ ମାସରେ ମଧ୍ୟ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେତେବେଳେ ତାଙ୍କଦଳ ପକ୍ଷରୁ ସୂଚନା ଦିଆଯାଇଥିଲା କି ବହୁ ପୂର୍ବରୁ ତାଙ୍କ ଦେହ ଖରାପ ଥିବାରୁ ଚିକିତ୍ସା ଚାଲିଥିଲା ଆଉ ଏବେ ତାହା ଜଟିଳ ହେବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମୁଶରଫ ଅମିଲୋଇଡୋସିସ(Amyloidosis) ରୋଗରେ ପୀଡିତ ବୋଲି ଜଣାପଡିବା ପରେ ଗତବର୍ଷ ଅକ୍ଟୋବରରୁ ତାଙ୍କୁ ପ୍ରତି ୩ମାସରେ ଥରେ ଲଣ୍ଡନ ଚିକିତ୍ସା ପାଇଁ ଯିବାକୁ ପଡୁଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୧୮ ବର୍ଷ ପରେ ଫେରୁଛି ଆମେରିକା ସେନା

୨୦୦୧ରୁ ଆଫଗାନିସ୍ତାନରେ ଆମେରିକା ଓ ନାଟୋ ସେନା ଉପସ୍ଥିତ ରହିଛନ୍ତି। ଯୁଦ୍ଧରେ ୨୪୦୦ ଆମେରିକା ସୈନ୍ୟ ପ୍ରାଣ ହରାଇଥିବାବେଳେ ଆଫଗାନିସ୍ତାନର ୧୦ ହଜାରରୁ ଊର୍ଦ୍ଧ୍ୱ ଯବାନ...

ଲୋକତନ୍ତ୍ର ଉପରେ ଚର୍ଚ୍ଚା ନେଇ ୧୧୦ ଦେଶକୁ ଆମନ୍ତ୍ରଣ,ଚାଇନା-ତୁର୍କୀ ବାହାର…

ଓ୍ବାଶିଂଟନ,୨୪।୧୧: ଲୋକତନ୍ତ୍ର ଉପରେ ଆଲୋଚନା ପାଇଁ ଆମେରିକା ୯ ଏବଂ ୧୦ ଡିସେମ୍ବରରେ ଏକ ଭର୍ଚୁଆଲ ଶିଖର ସମ୍ମିଳନୀ ଆୟୋଜନ କରିଛି। ଏଥିରେ ଯୋଗଦେବା ପାଇଁ...

ରୁଷିଆକୁ ୟୁକ୍ରେନର କଡ଼ା ଚେତାବନୀ

କ୍ୱିଭ୍‌,୨ା୫: ଆଜିକୁ ୬୮ ଦିନରେ ପହଞ୍ଚିଛି ରୁଷିଆ-ୟୁକ୍ରେନ ଯୁଦ୍ଧ। ଏହାର ଶେଷ କେବେ ହେବ ତାହା କାହାକୁ ଜଣାନାହିଁ। ଏମିତି ସମୟରେ ୟୁକ୍ରେନ ରାଷ୍ଟ୍ରପତି ଜେଲେନସ୍କିଙ୍କ...

ଇରାକ, ସିରିଆରେ ଆମେରିକାର ବିମାନ ଆକ୍ରମଣ

ଡମାସ୍‌କସ୍‌/ଓ୍ବାଶିଂଟନ, ୨୯।୬(ଆଇଏଏନ୍‌ଏସ୍‌): ଇରାକ୍‌ ଏବଂ ସିରିଆ ସୀମାନ୍ତ ଅଞ୍ଚଳରେ ରବିବାର ଆମେରିକା ବିମାନରୁ ବୋମାମାଡ଼ କରାଯାଇଛି। ଏହି ଆକ୍ରମଣରେ ସିରିଆ ପାର୍ଶ୍ୱରେ ଅର୍ଦ୍ଧସାମରିକ ବାହିନୀର ୫...

କରୋନା ସଙ୍କଟରେ ୩ ସଂକ୍ରମଣର ଦୋହରା ମାଡ଼…

ଜେନେଭା, ୨୩।୫ : କରୋନା ମହାମାରୀ ଯୋଗୁ ପୃଥିବୀରେ ସଙ୍କଟ ଦେଖାଦେଇଛି। କରୋନା ସଙ୍କଟରେ ଯୁଝୁ ଥିବା ପୃଥିବୀ ଉପରେ ୩ ସଂକ୍ରମଣର ଦୋହରା ମାଡ଼...

ତାଳି, ବାସନ ବଜାଇ ଏକଜୁଟ ହୋଇ କରୋନାର ମୁକାବିଲା ଲାଗି ସଚେତନତା ସୃଷ୍ଟି କରୁଛନ୍ତି ଲୋକେ

ମାଦ୍ରିଦ୍‌,୧୮।୩: କରୋନା ସଂକ୍ରମଣ ଯୋଗୁ ସ୍ପେନ୍‌ରେ ସ୍ଥିତି ସଙ୍କଟ ଜନକ ହୋଇଛି। ସରକାରଙ୍କ ପକ୍ଷରୁ ଲୋକଙ୍କ ଘରୁ ନ ବାହାରିବାକୁ ପରାମର୍ଶ ଦେଇଛନ୍ତି। ଏପରିସ୍ଥଳେ ଲୋକେ...

ଭାରତ ପାଇଁ ଆମ ଦ୍ୱାର ଖୋଲା: ଆମେରିକା

ଓ୍ବାଶିଂଟନ,୨୯ା୪: ଆମେରିକା କହିଛି ୫୫ରୁ ଅଧିକ ଦେଶ ଇଣ୍ଟରନେଟର ଭବିଷ୍ୟତ ବିଷୟରେ ଏକ ଘୋଷଣାପତ୍ର ଜାରି କରିଛନ୍ତି। ଭାରତ ଭଳି ଦେଶ ପାଇଁ ଏହାର ଦ୍ୱାର...

ପୁଟିନ କରିଛନ୍ତି ମସ୍ତବଡ ଭୁଲ: ଜନସନ

ଲଣ୍ଡନ,୧୯ ।୩: ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ୨୯ ଦିନ ହୋଇ ଯାଇଥିବା ବେଳେ ଅନେକ ଦେଶ ରୁଷିଆର ଆକ୍ରମଣକୁ ନିନ୍ଦା କରିଛନ୍ତି । ଏହି କ୍ରମରେ ବ୍ରିଟେନ...

Advertisement
Archives

Model This Week