Posted inଜାତୀୟ

ହସ୍ପିଟାଲରେ ସ୍ଥାନର ଅଭାବ ଯୋଗୁ ଚିକିତ୍ସା ପାଇଁ ଆସିଥିବା ୧୦୦ ଶିଶୁଙ୍କୁ ନିଜ ବଙ୍ଗଳାକୁ ନେଲେ ଜିଲାପାଳ

ଭୋପାଳ,୧୮।୭: ମଧ୍ୟପ୍ରଦେଶରେ ଜଣେ ଜିଲାପାଳ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛନ୍ତି। ସେ ହେଉଛନ୍ତି ଅଭିଷେକ ସିଂ। ସ୍ଥାନୀୟ ସିହାଓ୍ବଲ ଅଞ୍ଚଳରେ ଥିବା ଏକ ସରକାରୀ ହସ୍ପିଟାଲକୁ ଡାଏରିଆ ଲୋପ ଅଭିଯାନ ଅନ୍ତର୍ଗତ ବହୁ ଶିଶୁ ଆସିଥିଲେ। ସେମାଙ୍କମଧ୍ୟରୁ ଅଧିକାଂଶଙ୍କଠାରେ ରକ୍ତହୀନତା ଲକ୍ଷଣ ଚିହ୍ନଟ ହୋଇଥିଲା।  ଏତେ ସଂଖ୍ୟକ ଶିଶୁଙ୍କୁ ହସ୍ପିଟାଲରେ ରଖିବା ପାଇଁ ସ୍ଥାନର ଅଭାବ ପଡ଼ିଥିଲା। ତେବେ ଏଥିରେ ବିଚଳିତ ନ ହୋଇ ଜିଲାପାଳ ଅଭିଷେକ ୧୦୦ ଶିଶୁଙ୍କୁ ଚିକିତ୍ସା ପାଇଁ ନିଜ ସରକାରୀ ବଙ୍ଗଳାକୁ ନେଇଯାଇଥିଲେ। ସେଠାରେ ଶିଶୁଙ୍କ ପରିବାର ସଦସ୍ୟଙ୍କ ପାଇଁ ଖାଇବା ପିଇବାର ବ୍ୟବସ୍ଥା ମଧ୍ୟ କରିଥିଲେ। ଏନେଇ ମୁଖ୍ୟମନ୍ତ୍ରୀ କମଲନାଥ ଜିଲାପାଳଙ୍କୁ ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି କୋଟିଆ ଶୁଣାଣି

ନୂଆଦିଲ୍ଲୀ, ୧୨।୨:କୋରାପୁଟ୍‌ ଜିଲାର କୋଟିଆ ପଞ୍ଚାୟତ ଅନ୍ତର୍ଗତ ୩ଟି ଗାଁରେ ଆନ୍ଧ୍ରପ୍ରଦେଶ ସରକାର ନିର୍ବାଚନ କରାଉଥିବାରୁ ଏହା ବିରୋଧରେ ଓଡ଼ିଶା ସରକାର ସୁପ୍ରିମକୋର୍ଟରେ ଅଦାଲତ ଅବମାନନା...

ବଦଳିଲା ସରକାରଙ୍କ ନିଷ୍ପତ୍ତି: ପୂର୍ବପରି କାମ କରିବେ ୨୫ ହଜାର ହୋମଗାର୍ଡ

ଲକ୍ଷ୍ନୌ,୨୪।୧୦: ଉତ୍ତର ପ୍ରଦେଶ ସରକାର ୨୫ ହଜାର ହୋମଗାର୍ଡଙ୍କୁ ଦୀପାବଳି ଉପହାର ପ୍ରଦାନ କରିଛନ୍ତି। ଏମାନେ ସମସ୍ତେ ପୂର୍ବପରି ସେମାନଙ୍କ କାର୍ଯ୍ୟ ଜାରି ରଖିବେ ବୋଲି...

ବଢୁଛି କାବିନି ଡ୍ୟାମର ଜଳସ୍ତର

କୋଡାଗୁ,୮।୮: କର୍ନାଟକରେ ବନ୍ୟା ପରିସ୍ଥିତି ବେଳକୁ ବେଳ ଗମ୍ଭୀର ହେବାରେ ଲାଗିଛି। ଗୁରୁବାର କାବିନି ଡ୍ୟାମର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ତେବେ ଡ୍ୟାମରୁ ପାଖାପାଖି...

ସ୍ବଚ୍ଛତା ଅଭିଯାନ ଜନକଙ୍କୁ ଭୁଲି ଗଲେ ମୋଦି ସରକାର

ମୁମ୍ବାଇ,୩।୧୦: କେନ୍ଦ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର କ୍ଷମତାକୁ ଆସିବା ପରେ ସ୍ବଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି। ତେବେ କେନ୍ଦ୍ର ସରକାର ସ୍ବଚ୍ଛତା ଅଭିଯାନ...

ଆଇଏସ ସହ ସମ୍ପର୍କ: ୩ ସନ୍ଦିଗ୍ଧଙ୍କୁ ଏନଆଇଏର ଜେରା

ନୂଆଦିଲ୍ଲୀ,୨୯ା୪: ଆଇଏସ ସହ ସମ୍ପର୍କ ସନ୍ଦେହରେ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନଆଇଏ) ପକ୍ଷରୁ କେରଳର ବିଭିନ୍ନ ସ୍ଥାନରେ ଚଢାଉ କରାଯାଇଛି। ପ୍ରଥମେ ୩ ସନ୍ଦିଗ୍ଧଙ୍କ ମଧ୍ୟରୁ...

ଉତ୍ତରପୂର୍ବାଞ୍ଚଳ ପରିଷଦ ଅଧିବେଶନରେ ସ୍ପଷ୍ଟ କଲେ ସ୍ବରାଷ୍ଟ୍ରମନ୍ତ୍ରୀ : ବଦଳିବନି ଅନୁଚ୍ଛେଦ ୩୭୧

ଗୁଆହାଟୀ,୯ା୯(ପି.ଟି./ଆଇଏଏନ୍‌ଏସ୍‌): ଉତ୍ତରପୂର୍ବାଞ୍ଚଳ ରାଜ୍ୟଗୁଡ଼ିକୁ ସ୍ବତନ୍ତ୍ର ସୁବିଧା ସୁଯୋଗ ଯୋଗାଇଦେଉଥିବା ସମ୍ବିଧାନର ଅନୁଚ୍ଛେଦ ୩୭୧ରେ କୌଣସି ପରିବର୍ତ୍ତନ ହେବ ନାହିଁ ବୋଲି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହ...

ଘର ତିଆରି କରିବାକୁ ବାକ୍ସରେ ରଖିଥିଲେ ଲକ୍ଷାଧିକ ଟଙ୍କା, ଖାଇଗଲେ ଉଇ

ଭୋପାଳ,୧୭।୨: କୁହାଯାଏ, କଷ୍ଟ ଅର୍ଜିତ ଧନ ନଷ୍ଟ ହୁଏ ନାହିଁ, ମାତ୍ର ଯେତେବେଳେ ଭାଗ୍ୟ ସାଥ୍‌ ଦେଇ ନ ଥାଏ ତାହା ମଧ୍ୟ ଆପଣଙ୍କ ପାଖରେ...

୬୬ମୌଲାନାଙ୍କ ସହ ସ୍କାଉଟ ଟ୍ରେନିଂ ନେଲେ ମୌଲାନା ମହୁମୁଦ୍‌ ମଦନି

ଭୋପାଳ,୧୬।୯: ଦେଶର ସବୁଠାରୁ ବଡ଼ ମୁସଲିମ ସଙ୍ଗଠନ ଜମିୟତ ଓଲେମା-ଇ-ହିନ୍ଦ ସହ ଜଡିତ ଥିବା ୬୬ ମୌଲାନା ସ୍କାଉଟ ଟ୍ରେନିଂ ନେଉଛନ୍ତି। ଶାରୀରିକ ଓ ମାନସିକ...

Advertisement


Archives

Model This Week

Why Dharitri