ହସ୍ପିଟାଲ ନିର୍ଦ୍ଦେଶନାମା ରଦ୍ଦ କଲେ ଉପରାଜ୍ୟପାଳ

ନୂଆଦିଲ୍ଲୀ,୯ା୬: କୋଭିଡ୍‌-୧୯ ଚିକିତ୍ସା ଲାଗି ଦିଲ୍ଲୀର ସମସ୍ତ ସରକାରୀ ଓ ଘରୋଇ ହସ୍ପିଟାଲ କେବଳ ଦିଲ୍ଲୀବାସୀଙ୍କ ପାଇଁ ସଂରକ୍ଷିତ ରହିବ ବୋଲି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ରବିବାର ଜାରି କରିଥିବା ନିର୍ଦ୍ଦେଶନାମାକୁ ଉପରାଜ୍ୟପାଳ ଅନିଲ ବୈଜଲ ରଦ୍ଦ କରିଦେଇଛନ୍ତି। ଅନ୍ୟପକ୍ଷରେ ଉପରାଜ୍ୟପାଳ ପ୍ରଶାସନ ପାଇଁ ଚ୍ୟାଲେଞ୍ଜ ସୃଷ୍ଟି କରୁଥିବା କେଜ୍‌ରିଓ୍ବାଲ ଅଭିଯୋଗ କରିଛନ୍ତି। ସାରା ଦେଶରୁ ଆସୁଥିବା ଲୋକଙ୍କୁ କରୋନା ମହାମାରୀ ବେଳେ ଚିକିତ୍ସା ଯୋଗାଇବା ଏକ ବଡ଼ ଚ୍ୟାଲେଞ୍ଜ। ତଥାପି ଆମେ ସମସ୍ତଙ୍କୁ ଚିକିତ୍ସା ଯୋଗାଇବାକୁ ଉଦ୍ୟମ କରୁଛୁ ବୋଲି କେଜ୍‌ରିଓ୍ବାଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ଝିଅଙ୍କୁ ୧୪ ବର୍ଷ ପରେ ଏକାଠି କଲା ଫେସବୁକ୍‌

ଫ୍ଲୋରିଡା,୧୬।୯: ଫ୍ଲୋରିଡାରୁ ୨୦୦୭ରେ ଅପହରଣ ହୋଇଥିଲେ ଜ୍ୟାକଲିନ ହର୍ନ୍ନାଡେଜ ନାମକ ଜଣେ ଯୁବତୀ। ଦୀର୍ଘ ୧୪ ବର୍ଷ ପରେ ଫେସବୁକ କାରଣରୁ ଅପହୃତା ଯୁବତୀ ତାଙ୍କ...

ପ୍ରକୃତ କରୋନା ମୃତ୍ୟୁ ସରକାରୀ ରିପୋର୍ଟଠାରୁ ୪ରୁ ୧୧ ଗୁଣା ଅଧିକ ଆଶଙ୍କା !…

ନୂଆଦିଲ୍ଲୀ,୧୬।୯: ଦେଶରେ କରୋନା ମହାମାରୀ ଯୋଗୁ କେତେ ଜଣଙ୍କ ମୃତ୍ୟୁ ଘଟିଛି ସେ ନେଇ ଏକ ନୂଆ ରିପୋର୍ଟ ପ୍ରକାଶିତ ହୋଇଛି। ରିପୋର୍ଟରେ ଉଲ୍ଲେଖ କରାଯାଇଛି...

ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ଘୋଷଣା: କ୍ୱାରାଣ୍ଟାଇନ୍‌ ନିୟମ ଉଲ୍ଲଂଘନ କଲେ ଗିରଫ, ସରକାରୀ ସହାୟତା ମନା

ଭୁବନେଶ୍ୱର,୩।୫(ବ୍ୟୁରୋ): ଗୋଟିଏ ପଟେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଥିବା ବେଳେ ଏବେ ଚିନ୍ତା ବଢ଼ାଇଲେଣି ପ୍ରବାସୀ ଓଡ଼ିଆ। ବିଭିନ୍ନ ରାଜ୍ୟରେ ଫସି ରହିଥିବା...

କଶ୍ମୀର: ୨୬ ଗୃହବନ୍ଦୀଙ୍କ ଉପରୁ ପିଏସ୍‌ଏ ହଟିଲା

ଶ୍ରୀନଗର,୧୧ା୧(ପି.ଟି.): ଇଣ୍ଟରନେଟ ବନ୍ଦ ଏବଂ ଉପତ୍ୟକାରେ କଟକଣାକୁ ନେଇ ସୁପ୍ରିମକୋର୍ଟ ସରକାରଙ୍କୁ ସମାଲୋଚନା କରିବା ପରେ ଜମ୍ମୁ-କଶ୍ମୀର ପ୍ରଶାସନ ଅଟକ ଥିବା ୨୬ ଜଣଙ୍କ ଉପରୁ...

ନିଯୁକ୍ତ ହେଲେ ପଞ୍ଜାବ କଂଗ୍ରେସର ନୂଆ ପ୍ରଭାରୀ

ଚଣ୍ଡିଗଡ଼,୨୨ ।୧୦: ରାଜସ୍ଥାନର କ୍ୟାବିନେଟ ମନ୍ତ୍ରୀ ହରିଶ ଚୌଧୁରୀଙ୍କୁ ପଞ୍ଜାବ ଓ ଚଣ୍ଡିଗଡ ପାଇଁ କଂଗ୍ରେସ ଦଳର ପ୍ରଭାରୀ ଭାବେ ନିଯୁକ୍ତ କରାଯାଇଛି । ସେ...

ଭେଣ୍ଟିଲେଟରରେ ଅଧିକ କରୋନା ସଂକ୍ରମିତଙ୍କ ଘଟୁଛି ମୃତ୍ୟୁ !

ଓ୍ବାଶିଂଟନ,୧୩।୪: କରୋନା ସଂକ୍ରମଣ ନେଇ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ଗୁରୁତର କରୋନା ସଂକ୍ରମିତଙ୍କ ଚିକିତ୍ସା ପାଇଁ ଭେଣ୍ଟିଲେଟରର ସହାୟତା ନିଆଯାଉଛି। ତେବେ ଏକ ରିପୋର୍ଟରୁ...

ଲକ୍‌ଡାଉନ ବେଳେ ୫୯୩ ମାମଲାର ଶୁଣାଣି

ନୂଆଦିଲ୍ଲୀ,୨୭ା୪(ପି.ଟି.): ଦେଶବ୍ୟାପୀ ଲକ୍‌ଡାଉନର ଏକମାସ ମଧ୍ୟରେ ସୁପ୍ରିମକୋର୍ଟ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ୫୯୩ ମାମଲାର ଶୁଣାଣି କରିଥିବାବେଳେ ୨୧୫ଟିର ରାୟ ପ୍ରଦାନ କରିଛନ୍ତି। କୋଭିଡ୍‌-୧୯ ସଂକ୍ରମଣକୁ...

ପଞ୍ଜାବ ନିର୍ବାଚନ ପୂର୍ବରୁ ଏଏପିକୁ ବଡ ଝଟକା

ଚଣ୍ଡିଗଡ଼,୩ ।୧୨: ପାଖେଇ ଆସୁଛି ପଞ୍ଜାବ ବିଧାନସଭା ନିର୍ବାଚନ । ଏହାକୁ ଦେଖି ସବୁ ରାଜନୈତିକ ପାର୍ଟି ସଜବାଜ ହେଉଥିବା ବେଳେ ଆମ ଆଦମୀ ପାର୍ଟି(ଏଏପି)କୁ...

Advertisement
Archives

Model This Week