ହସ୍ପିଟାଲ ପରିସରରେ ପଡିଛି ନବଜାତକର ମୃତଦେହ

ବଲାଙ୍ଗୀର ଅଫିସ,୧୭।୨: ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ପରିସରରେ ଗୁରୁବାର ଏକ ନବଜାତ ଶିଶୁ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। ତେବେ କିଭଳି ପରିସ୍ଥିତିରେ ନବଜାତ ଶିଶୁ ମୃତଦେହ ଏଠାରେ ପଡ଼ିଲା ତାହା ଜଣାପଡିନାହିଁ । ପୂର୍ବରୁ ମଧ୍ୟ ହସ୍ପିଟାଲ ପରିସରରେ ଏଭଳି ଘଟଣା ବହୁବାର ଦେଖିବାକୁ ମିଳିଥିବାରୁ ଉଦ୍‌ବେଗ ପ୍ରକାଶ ପାଇଛି ।

 


Enter your email to get our daily news in your inbox.

All Right Reserved By Dharitri.Com

ଦନ୍ତା ଗୋଡ଼ରେ ବାର୍‌ହା ଫାଶ

ବେତନଟୀ,୩୦ା୯(ସ୍ବ,ପ୍ର.):ବାର୍‌ହା ଶିକାର ପାଇଁ ବସାଯାଇଥିବା ଫାଶରେ ଛନ୍ଦିହୋଇ ଏକ ଦନ୍ତା ହାତୀ ଆହତ ହୋଇଛି। ଦନ୍ତାର ବାମପଟ ଆଗ ଗୋଡ଼ରେ ଫାଶ(ଲୁହା ତାର) ଚିପିହୋଇ ରହିଯାଇଥିବାରୁ...

ବିଡିଓ, ଭେଣ୍ଡରଙ୍କୁ ଜବାବ ତଲବ

କୋରେଇ,୨୭ା୪(ଡି.ଏନ.ଏ.): ଜାଲ ଭେଣ୍ଡର ରସିଦରେ ବିପୁଳ ଟଙ୍କାର ବିଲ କରି ଟିକସ ଫାଙ୍କି ଅଭିଯୋଗ ଘଟଣାରେ ଯାଜପୁର ଜିଲା କୋରେଇ ବିଡିଓ ହରଡ଼ଘଣାରେ ପଡିଛନ୍ତି। ଏନେଇ...

୨୦ ବର୍ଷ ପାକିସ୍ତାନ ଜେଲରେ ସଜା କାଟିଲେ ସୁନ୍ଦରଗଡ଼ର ବିରଜୁ

ସୁନ୍ଦରଗଡ,୨।୧୧(ଡି.ଏନ୍‌.ଏ)-୨୫ବର୍ଷ ଧରି ନିଖୋଜ ଥିବା ସୁନ୍ଦରଗଡ ଜିଲା କୁତ୍ରା ବ୍ଲକ କଟଙ୍ଗ ଜଙ୍ଗାଟୋଲିର ବିରଜୁ କୁଲୁ ପାକିସ୍ତାନ ଜେଲରେ ୨୦ବର୍ଷ ଧରି ସଜା କାଟି ସାରିବା...

କାଶୀପୁର ପରେ ଅନ୍ୟ ବ୍ଲକକୁ ବ୍ୟାପୁଛି: କଲ୍ୟାଣସିଂହପୁରରେ ୮ ଝାଡ଼ାବାନ୍ତିରେ ଆକ୍ରାନ୍ତ

ରାୟଗଡ଼ା ଅଫିସ,୨୯ା୭: ରାୟଗଡ଼ା ଜିଲା କାଶୀପୁର ବ୍ଲକରେ କଲେରା ନିୟନ୍ତ୍ରଣକୁ ଆସି ନ ଥିବାବେଳେ ନିକଟସ୍ଥ କଲ୍ୟାଣସିଂହପୁର ବ୍ଲକରେ ଝାଡ଼ାବାନ୍ତି ବ୍ୟାପିଲାଣି। ବୁଡ଼ାଗୁଡ଼ା ପଞ୍ଚାୟତରୁ ୮...

ଘର ଭାଙ୍ଗିଲେ, ଫସଲ ନଷ୍ଟ କଲେ ହାତୀ

କଣିହାଁ/ ବଇଣ୍ଡା,୨୫।୬ (ଡି.ଏନ.ଏ.)ଅନୁଗୋଳ ଜିଲାର କଣିହାଁ ବନାଞ୍ଚଳ ଓ ହଣ୍ଡପା ରେଞ୍ଜରେ ହାତୀ ଉପଦ୍ରବ ଲାଗି ରହିଛି। କଣିହଁ। ବନାଞ୍ଚଳ ଅଧୀନ ରେଙ୍ଗାଳି ଫରେଷ୍ଟ ସେକ୍ସନର...

ଗଞ୍ଜାମରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଜିଲାପାଳଙ୍କ ଅଫିସକୁ ପ୍ରବେଶ ପୂର୍ବରୁ କରାଯାଉଛି ସ୍କ୍ରିନିଂ, ସାନିଟାଇଜେଶନ

ଛତ୍ରପୁର, ୧୩/୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ଆକ୍ରନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାକୁ ନେଇ ଜିଲାପ୍ରଶାସନ ପକ୍ଷରୁ ସମାଜିକ ଦୂରତା, ମାସ୍କ ବ୍ୟବହାର...

ଟ୍ରାକ୍ଟର-ବାଇକ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ୨ ଜୀବନ

କୁଆଁରମୁଣ୍ଡା,୧୨।୧୨(ଡି.ଏନ.ଏ.)-ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଅନ୍ତର୍ଗତ ବୀରମିତ୍ରପୁର-ସଲଙ୍ଗାବାହାଲ ରୋଡ୍‌ର ଝମନକେରା ବୁଲାଣି ନିକଟରେ ଶନିବାର ପୂର୍ବାହ୍ନରେ ଟ୍ରାକ୍ଟର-ବାଇକ୍‌ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ବାଇକ୍‌...

ଟାର୍ଗେଟ୍‌ରେ ବାହାର ରାଜ୍ୟ ଟ୍ରକ୍‌

ଅନୁଗୋଳ ଅଫିସ,୯ା୧୦ କୋଭିଡ୍‌ ସ୍ଥିତି ସୁଧୁରୁଥିବାରୁ ଜୋର୍‌ ଧରିଲାଣି ବ୍ୟବସାୟ। ଦୀର୍ଘଦିନ ଧରି ବନ୍ଦ ପଡ଼ିଥିବା ବିଭିନ୍ନ କାରଖାନାରୁ ଆରମ୍ଭ ହେଲାଣି ଉତ୍ପାଦନ। ଫଳରେ ଶିଳ୍ପବହୁଳ...

Advertisement
Archives

Model This Week