ହାଇକୋର୍ଟଙ୍କ କଡ଼ା ନିର୍ଦ୍ଦେଶ ପରେ ସୁରଟରୁ ଆସିବାବୁ ଥିବା ଟ୍ରେନ୍‌ ବାତିଲ

ଭୁବନେଶ୍ୱର, ୭।୫(ବ୍ୟୁରୋ): ଓଡ଼ିଶା ହାଇକୋର୍ଟଙ୍କ କଡ଼ା ନିର୍ଦ୍ଦେଶ ପରେ ସୁରଟରୁ ଆସିବାକୁ ଥିବା ୩ଟି ଟ୍ରେନ୍‌କୁ ଗୁରୁବାର ବାତିଲ କରାଯାଇଛି। କରୋନା ନମୁନା ପରୀକ୍ଷା ବିନା କୌଣସି ବ୍ୟକ୍ତି ସୀମାରେ ପ୍ରବେଶ କରିପାରିବେ ନାହିଁ ବୋଲି କୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଏହା ପରେ ଓଡ଼ିଶା ସରକାରଙ୍କ ପକ୍ଷରୁ ଏହି ଟ୍ରେନ୍‌ଗୁଡ଼ିକୁ ବାତିଲ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କଠାରୁ ଝାମ୍ପିନେଲେ ୫୦ ହଜାର

ଜଗତ୍‌ସିଂହପୁର ଅଫିସ,୧୪ା୧୧: ଜଗତ୍‌ସିଂହପୁର ଥାନା ଅନ୍ତର୍ଗତ ମଣ୍ଡାସାହି-ଉତ୍ତରାଖଣ୍ଡ ରାସ୍ତା ମଧ୍ୟରେ ବୁଧବାର ଅପରାହ୍ନରେ ଜଣେ ମହିଳାଙ୍କଠାରୁ ୫୦ ହଜାର ଟଙ୍କା ଲୁଟ୍‌ ହୋଇଛି। ଏହି ମହିଳା...

କିନ୍ନର ଚିନ୍ମୟୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଫୋନ୍‌, ପ୍ରଶଂସା

ଛେଣ୍ଡିପଦା,୫।୬(ସ୍ବ.ପ୍ର.): ୫୦ କିଲୋମିଟର ଦୂରରେ ଥିଲେ ମଧ୍ୟ ଫୋନ୍‌ କଲ୍‌ଟିଏ ପାଇ କୋଭିଡ୍‌ ସଂକ୍ରମିତଙ୍କ ମୃତଦେହ ସଂସ୍କାର ନିମନ୍ତେ ପହଞ୍ଚିଯାଉଥିବା ଅନୁଗୋଳ ଜିଲା ଜରପଡ଼ାର ସାମାଜିକ...

ବାଲିଆପାଳ ତହସିଲରେ ଅଚଳାବସ୍ଥା: ପ୍ରତିବାଦରେ ଓକିଲ, ମୋହରିର ସଂଘର ଧାରଣା

ବାଲିଆପାଳ, ୬।୬(ସ୍ବ.ପ୍ର.)-ବାଲିଆପାଳ ତହସିଲରେ ଦୀର୍ଘଦିନ ହେଲା ଲାଗି ରହିଛି ଅଚଳାବସ୍ଥା। ଆବେଦନ କରିବାର ମାସ ମାସ ପରେ ମଧ୍ୟ ହିତାଧିକାରୀଙ୍କୁ ମିଳୁନି ବିଭିନ୍ନ ପ୍ରମାଣପତ୍ର ଏବଂ...

୬୫ କୋଟିର ହେରୋଇନ ଜବତ

ଭୁବନେଶ୍ୱର,୧୧।୧(ବ୍ୟୁରୋ): ଓଡ଼ିଶା ସମେତ ଦେଶର ଅନ୍ୟାନ୍ୟ ରାଜ୍ୟକୁ ନିଷିଦ୍ଧ ନିଶାଦ୍ରବ୍ୟ ହେରୋଇନ୍‌ ଚାଲାଣ କରୁଥିବା ଏକ ବଡ଼ ଆନ୍ତଃରାଜ୍ୟ ର଼୍ୟାକେଟକୁ ପଶ୍ଚିମବଙ୍ଗ ସ୍ପେଶାଲ ଟାସ୍କ ଫୋର୍ସ...

୩ ବିଶ୍ରାମାଗାରର ଉନ୍ନତୀକରଣ ହେଉନି

ବଅଁରପାଳ,୨୫।୫(ଡି.ଏନ.ଏ) ବଅଁରପାଳ ବଜାରରେ ଥିବା ୩ଟି ବିଶ୍ରାମାଗାର ଭଗ୍ନ ଅବସ୍ଥାରେ ରହିଛି। ଏହାକୁ ମରାମତି କରାଯାଉ ନ ଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ୫୫...

ପୋଲିସ ଡରରେ ପୋଡ଼ିଦେଲେ କାର

ମାଲକାନଗିରି,୨୦ା୧: ମାଲକାନଗିରି ଜିଲା ଚଲାଣଗୁଡ଼ା ପଞ୍ଚାୟତ ଅଧୀନ ରେଙ୍ଗାବନ୍ଧ ଗ୍ରାମ ନିକଟରେ ବୁଧବାର  ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗଞ୍ଜେଇ ଚାଲାଣହେଉଥିବା ଏକ କାର...

ଗଛ ମୂଳରେ ସାବିତ୍ରୀ ବ୍ରତ

କେନ୍ଦୁଝର, ୨୨ା୫(ଡି.ଏନ୍‌.ଏ.)-କେନ୍ଦୁଝର ସହର ଓ ଆଖପାଖ ଅଞ୍ଚଳରେ ପାରମ୍ପରିକ ଶାସ୍ତ୍ରମତେ ସାବିତ୍ରୀ ବ୍ରତ ପାଳିତ ହୋଇଯାଇଛି। ସଧବା ମହିଳାମାନେ ନିଜ ସ୍ବାମୀଙ୍କର ଦୀର୍ଘାୟୁ କାମନା କରି...

ବଡ଼ କାର୍ଯ୍ୟାନୁଷ୍ଠାନ: କେ. ଗାଁ ଥାନା ଅଧିକାରୀ ସସ୍‌ପେଣ୍ଡ

ଭବାନୀପାଟଣା,୨୧।୧୦(ସ୍ବ.ପ୍ର.): ଅଧ୍ୟକ୍ଷା ମମିତା ମେହେର ହତ୍ୟା ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। କେ.ଗାଁ ଥାନା ଅଧିକାରୀ ଡମୁ ପରଜାଙ୍କୁ ସସ୍‌ପେଣ୍ଡ କରାଯାଇଛି। ଦାୟିତ୍ୱରେ ଅବହେଳା ପାଇଁ...

Advertisement
Archives

Model This Week