ହାଇକୋର୍ଟଙ୍କ ନିର୍ଦ୍ଦେଶ ପ୍ରତିବାଦରେ କୋର୍ଟ ବର୍ଜନ

ଭବାନୀପାଟଣା,୨୦।୧୦(ଡି.ଏନ୍‌.ଏ.): ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ କୋର୍ଟ ବର୍ଜନକୁ ଅବମାନନା ଦର୍ଶାଇ ବିଭିନ୍ନ ଓକିଲ ସଂଘକୁ ନୋଟିସ ଦିଆଯାଇଛି। ଏହାର ପ୍ରତିବାଦରେ ଭବାନୀପାଟଣା ଓକିଲ ସଂଘ ପକ୍ଷରୁ ସମସ୍ତ କୋର୍ଟ ବର୍ଜନ କରାଯାଇଛି। ଜିଲାର ମଦନପୁର ରାମପୁର, କେସିଙ୍ଗା, ଧର୍ମଗଡ଼, ଜୁନାଗଡ଼ ସମେତ ବିଭିନ୍ନ କୋର୍ଟ ଆଇନଜୀବୀମାନଙ୍କ ଦ୍ୱାରା ବର୍ଜନ ହୋଇଛି।
ଓକିଲ ସଂଘ ଉପସଭାପତି ଦିଲ୍ଲୀପ ପ୍ରହରାଜଙ୍କ ନେତୃତ୍ୱରେ ଅନୁଷ୍ଠିତ ପ୍ରତିବାଦ ସଭାରେ ବରିଷ୍ଠ ଆଇନଜୀବୀ ଦୈତାରୀ ପ୍ରଧାନ, ଅଶ୍ୱିନୀ ସାହୁ, ସୁଧୀର ପଟ୍ଟନାୟକ, ଅମରେନ୍ଦ୍ର ମୁଣ୍ଡଙ୍କ ସମେତ ବହୁ ଆଇନଜୀବୀ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ମହିଳା ପୋଲିସ ଅଫିସର ପାଇବେ ମୁଖ୍ୟମନ୍ତ୍ରୀ ପଦକ

ପୁରୁଷୋତ୍ତମପୁର,୩।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଦୁଇ ମହିଳା ପୋଲିସ ଅଫିସରଙ୍କୁ ମୁଖ୍ୟମନ୍ତ୍ରୀ ସମ୍ମାନିତ କରବା ସହ ପୁରସ୍କାର ପ୍ରଦାନ ନେଇ ମନୋନୀତ କରିଛନ୍ତି। ଦୁଇ ଅଫିସର ହେଲେ...

ନାବାଳିକା ଅପହରଣ , ଉଦ୍ଧାର କଲା ପୋଲିସ

ଗଞ୍ଜାମ,୧୬।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହୁମା ହାଟରୁ ଜଣେ ନାବାଳିକାଙ୍କୁ ଅପହରଣ କରିନେଇଥିଲେ। ଏ ନେଇ ନାବାଳିକାଙ୍କ ମା’-ବାପା ରମ୍ଭା ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ ପରେ...

ଅଯୋଗ୍ୟଙ୍କୁ ଘର, ଯୋଗ୍ୟଙ୍କଠାରୁ ଲାଞ୍ଚ

ସୋନପୁର,୨।୩(ନି.ପ୍ର.) ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଗ୍ରାମୀଣ(ପିଏମ୍‌ଏଓ୍ବାଇଜି)ରେ ବ୍ୟାପକ ଅନିୟମିତତା ହୋଇଛି। ପକ୍କା ଘର ଥିବା ଧନୀକ ଶ୍ରେଣୀର ବ୍ୟକ୍ତିଙ୍କୁ ଏହି...

ଅନୁଗୋଳରେ କାଳବୈଶାଖୀ:ଗଛ ଭାଙ୍ଗି ରାସ୍ତା ବନ୍ଦ, ବିଦ୍ୟୁତ୍‌ ସେବା ବିଚ୍ଛିନ୍ନ

ଅନୁଗୋଳ ଅଫିସ, ୨୩।୪ଅନୁଗୋଳରେ ସୋମବାର ଅପରାହ୍ନରେ କାଳବୈଶାଖୀ ଯୋଗୁ ଲୋକଙ୍କୁ ବିଭିନ୍ନ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିଛି। ବହୁ ସ୍ଥାନରେ ଗଛ ଡାଳ ଭାଙ୍ଗି ରାସ୍ତା ଅବରୋଧ...

ଭଡ଼ାଘରୁ ଶ୍ରମ କାର୍ଯ୍ୟାଳୟ ସ୍ଥାନାନ୍ତର ହେଉନି

ନୟାଗଡ଼ ଅଫିସ,୨୪।୧:ନୟାଗଡ଼ ଜିଲା ଶ୍ରମ କାର୍ଯ୍ୟାଳୟ ଭଡ଼ାଘରେ ଖଣ୍ଡପଡ଼ା ରୋଡ୍‌ରେ ଚାଲୁଥିବାବେଳେ ଜିଲାପାଳଙ୍କ କାର୍ଯ୍ୟାଳୟକୁ ସ୍ଥାନାନ୍ତର କରାଯାଉନାହିଁ। ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରକୁ ଶ୍ରମ କାର୍ଯ୍ୟାଳୟ ସ୍ଥାନାନ୍ତର...

ଶ୍ରାବଣ ପ୍ରଥମ ସୋମବାର କପିଳାସ ଭକ୍ତଶୂନ

ଢେଙ୍କାନାଳ ଅଫିସ, ୭ା୭ ଚଳିତବର୍ଷ ଶ୍ରାବଣ ମାସର ପ୍ରଥମ ସୋମବାରରେ କପିଳାସ ଭକ୍ତଶୂନ୍ୟ ହୋଇପଡିଛି। କରୋନା ସଂକ୍ରମଣ ରୋକିବାକୁ ଜିଲା ପ୍ରଶାସନ ପକ୍ଷରୁ କପିଳାସ ସମେତ...

୨୦୨୭ ସୁଦ୍ଧା ନୂଆ ୬ ବିମାନବନ୍ଦର

ଯାଜପୁର ଅଫିସ,୧୪ ।୮: ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ରାଜ୍ୟରେ ୬ଟି ଲେଖାଏ ବିମାନବନ୍ଦର ଏବଂ ରେଳ ପ୍ରକଳ୍ପର ନୂତନ କାର୍ଯ୍ୟ କିମ୍ବା ବିକାଶ...

ଆସନ୍ତାକାଲି ଏଏସ୍‌ଓ ପରୀକ୍ଷା

କଟକ ଅଫିସ,୨୬ା୮- ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ପକ୍ଷରୁ ଶନିବାର ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ଏଏସ୍‌ଓ) ଲିଖିତ ପରୀକ୍ଷା କରାଯିବ। ୩ଟି ସିଟିଂରେ ପରୀକ୍ଷା ଦେବାକୁ ରାଜ୍ୟର...

Advertisement
Archives

Model This Week