ହାଇକୋର୍ଟଙ୍କ ପକ୍ଷରୁ ସ୍ପଷ୍ଟୀକରଣ: ବରିଷ୍ଠ ନାଗରିକ, ଭିନ୍ନକ୍ଷମ ବ୍ୟବହାର କରିବେ ଦୁଇ ଚକିଆ ଯାନ

କଟକ ଅଫିସ, ୧୦।୩: ପାଦ ଚଲା ଦୂରତାରେ ଅତ୍ୟାବଶ୍ୟକ ସାମଗ୍ରୀ ମିଳୁ ନ ଥିବା ଯୋଗୁ ବାଇକ୍‌ ବ୍ୟବହାର କଟକଣାକୁ କୋହଳ କରିବା ପାଇଁ ଗୁରୁବାର ହାଇକୋର୍ଟ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ତେବେ ଆଡଭୋକେଟ୍‌ ଜେନେରାଲ ଏବଂ ସରକାରୀ ଓକିଲ ଡି. କେ. ମହାନ୍ତି ଶୁକ୍ରବାର ମେମୋ ଦାଖଲ କରିବା ପରେ ହାଇକୋର୍ଟଙ୍କ ପକ୍ଷରୁ ସ୍ପଷ୍ଟୀକରଣ ଦିଆଯାଇଛି। ଦୁଇ ଚକିଆ ଯାନ ବ୍ୟବହାର ଉପରେ ଥିବା କଟକଣାକୁ ସମ୍ପୂର୍ଣ୍ଣ ଉଠା ଯାଇନାହିଁ। ବରଂ କେବଳ ବରିଷ୍ଠ ନାଗରିକ ଏବଂ ଭିନ୍ନକ୍ଷମ ମାନେ ହିଁ ଗାଡି ବ୍ୟବହାର କରିପାରିବେ। ସେହିଭଳି ଡାକ୍ତର, ନର୍ସ ଏବଂ ସ୍ବାସ୍ଥ୍ୟକର୍ମୀ ମାନେ ପୂର୍ବବତ୍‌ ଗାଡି ବ୍ୟବହାର କରିବେ ବୋଲି ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଂସଦର ମୌସୁମୀ ଅଧିବେଶନ: ୭ଟି ବଡ଼ ବିଲ୍ ଆଗତ କରିବେ ସରକାର; ଗରମ ହେବ ‘ବନ୍ଦେ ମାତରମ୍’ ମୁଦ୍ଦା, ଜାଣନ୍ତୁ କେବେ ଆରମ୍ଭ?

ନୂଆଦିଲ୍ଲୀ,୧୭।୭: ସଂସଦର ମୌସୁମୀ ଅଧିବେଶନ ଆରମ୍ଭ ହେବାକୁ ଯାଉଛି ଏବଂ ଏହିଥର କେନ୍ଦ୍ର ସରକାର ଅଧିବେଶନରେ ୭ଟି ବଡ଼ ବିଲ୍ ପେଶ୍ କରିବେ। ଏଥିମଧ୍ୟରୁ ୨ଟି ପୁରୁଣା…

IND vs ENG: ତୃତୀୟ ODI ପୂର୍ବରୁ ଟିମ ଇଣ୍ଡିଆକୁ ବଡ଼ ଝଟକା; ନିର୍ଣ୍ଣାୟକ ମ୍ୟାଚରୁ ବାଦ ପଡ଼ିଲେ ଏହି ଖେଳାଳି

ନୂଆଦିଲ୍ଲୀ,୧୭।୭: ଇଂଲଣ୍ଡ ବିପକ୍ଷ ତୃତୀୟ ତଥା ନିର୍ଣ୍ଣାୟକ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆ ପ୍ରାରମ୍ଭିକ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ସ୍ପିନ ଅଲରାଉଣ୍ଡର ୱାଶିଂଟନ ସୁନ୍ଦର ଶେଷ ମ୍ୟାଚ…

ବିସିସିଆଇ ଅଧିକାରୀଙ୍କ ସହ ସାକ୍ଷାତ କଲେ ରୋହିତ ଶର୍ମା; ଜାଣନ୍ତୁ କ’ଣ ହେଲା ବୈଠକରେ

ନୂଆଦିଲ୍ଲୀ,୧୭।୭: ଭାରତୀୟ କ୍ରିକେଟ ଗଣମାଧ୍ୟମରେ ଗୁରୁବାର ପ୍ରକାଶିତ ଖବରରୁ ଭାରତୀୟ କ୍ରିକେଟ ହଇଚଇ ସୃଷ୍ଟି ହୋଇଥିଲା ଯେଉଁଥିରେ ଦାବି କରାଯାଇଥିଲା ଯେ ୧୯ ଜୁଲାଇରେ ଲର୍ଡସରେ ଇଂଲଣ୍ଡ…

୭ ମାସର ଗର୍ଭବତୀ ଥାଇ ଆକ୍ସନ କରୁଛନ୍ତି ଦୀପିକା

ବଲିଉଡ ହେଉ କି ହଲିଉଡ ଆଜିର ଅଭିନେତ୍ରୀମାନେ ଗର୍ଭାବସ୍ଥାରେ ମଧ୍ୟ ଅତ୍ୟନ୍ତ ସମର୍ପିତ ହୋଇ ସେମାନଙ୍କର ବୃତ୍ତିଗତ କର୍ତ୍ତବ୍ୟ ପାଳନ କରୁଛନ୍ତି। ଏହାର ସଦ୍ୟତମ ଉଦାହରଣ ହେଉଛନ୍ତି…

ନିଟ୍‌ ପରୀକ୍ଷାରେ କୃତକାର୍ଯ୍ୟ ହେଲେ ଦୁଇ ଭଉଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

କର୍ଲାମୁଣ୍ଡା,୧୭।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ତିନି ଛାତ୍ରୀଛାତ୍ର ସଫଳତା ପାଇଛନ୍ତି। ଏଥିମଧ୍ୟରୁ ଗୋଟିଏ ପରିବାରର ଦୁଇ ଭଉଣୀ ଏକା ସାଙ୍ଗେ ନିଟ ପରୀକ୍ଷାରେ…

ବଲାଙ୍ଗୀରରେ ଶାନ୍ତିଶୃଙ୍ଖଳା ସହ ସମ୍ପନ୍ନ ହେଲା ରଥଯାତ୍ରା, ବର୍ଷାକୁ ଖାତିର ନକରି ରଥ ଟାଣିଲେ ମହିଳା ଭକ୍ତ

ବଲାଙ୍ଗୀର,୧୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରେ ସୁରୁଖୁରୁରେ ରଥଯାତ୍ରା ପାଳିତ ହୋଇଯାଇଛି । ଅପରାହ୍ଣରେ ଗୋପାଲଜୀ ମନ୍ଦିରରୁ ଶ୍ରୀଜିଉଙ୍କୁ ରଥାରୂଢ଼ କରାଯିବା ପରେ ଶ୍ରଦ୍ଧାଳୁମାନେ ରଥ ଟାଣିଥିଲେ। ରଥକୁ…

ଆସୁଛି ୧୦-୨୦ ଟଙ୍କିଆ ପ୍ଲାଷ୍ଟିକ ନୋଟ୍, ଆରବିଆଇ ଜାରି କଲା….

ନୂଆଦିଲ୍ଲୀ,୧୭।୭: ଦେଶରେ ଖୁବ୍‌ଶୀଘ୍ର ପ୍ଲାଷ୍ଟିକ୍ ନୋଟ୍ ପ୍ରଚଳନ ହେବାକୁ ଯାଉଛି । ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଦେଶର ମୁଦ୍ରା ବ୍ୟବସ୍ଥାରେ ଏହି ଗୁରୁତ୍ୱପୂର୍ଣ୍ଣ ଏବଂ ଆଧୁନିକ…

ଦ୍ୱିତୀୟ ଦିନରେ ଶ୍ରୀଜୀଉଙ୍କ ରଥ ଟଣା, ଶରଧାବାଲିରେ ତାଳଧ୍ବଜ ରଥ

ପୁରୀ,୬।୭: ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥିରୁ ବିଶ୍ୱନିୟନ୍ତାଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପୁରୀ ଶ୍ରୀକ୍ଷେତ୍ରରେ ଆରମ୍ଭ ହୋଇଯାଇଛି। ରଥଯାତ୍ରାର ଦ୍ୱିତୀୟ ଦିନରେ ଭକ୍ତ ଶ୍ରଦ୍ଧାର ସହିତ ରଥ ଟାଣିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri