ହାଇକୋର୍ଟରେ ଖାରଜ ହେଲା ଫକ୍ସ ଷ୍ଟୁଡିୟର ଆବେଦନ: ଓକିଲଙ୍କୁ ଦେବାକୁ ପଡ଼ିବ କ୍ରେଡିଟ୍‌

ନୂଆଦିଲ୍ଲୀ,୧୧।୧: ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନଙ୍କ ଅଭିନୀତ ଫିଲ୍ମ ‘ଛପାକ୍‌’ରେ ଏସିଡ୍‌ ଆଟାକ୍‌ ପୀଡ଼ିତାଙ୍କ ଓକିଲ ଅପର୍ଣ୍ଣା ଭଟ୍ଟଙ୍କୁ କ୍ରେଡିଟ୍‌ ଦେବା ମାମଲାରେ ହାଇକୋର୍ଟ ଶନିବାର ଶୁଣାଣି କରିଛନ୍ତି। ଏହି ଶୁଣାଣିରେ ଫକ୍ସ ଷ୍ଟୁଡିଓର ଆବେଦନକୁ କୋର୍ଟ ଖାରଜ କରିଦେଇଛନ୍ତି। ପଟିଆଲା ହାଉସ୍‌ କୋର୍ଟର ନିଷ୍ପତ୍ତିକୁ ଠିକ୍‌ ଦର୍ଶାଇବା ସହ ଅପର୍ଣ୍ଣାଙ୍କୁ ଫିଲ୍ମରେ କ୍ରେଡିଟ୍‌ ଦେବା ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଅପର୍ଣ୍ଣାଙ୍କୁ ବିନା କ୍ରେଡିଟ୍‌ ଦେଇ ଜାନୁୟାରୀ ୧୫ରୁ ମଲ୍ଟିପ୍ଲେକ୍ସ୍‌ ଓ ଲାଇଭ୍‌ ଷ୍ଟ୍ରିମିଂ ଆଦିରେ ଏହାକୁ ପ୍ରଦର୍ଶନ କରାଯାଇପାରିବନି ଏବଂ ଅନ୍ୟଗୁଡିକରେ ଜାନୁଆରୀ ୧୭ପର୍ଯ୍ୟନ୍ତ ରୋକୋ ଲଗାଇଛନ୍ତି କୋର୍ଟ। ସୂଚନାଯୋଗ୍ୟ, ଛପାକ୍‌ ରିଲିଜ୍‌ ହେବା ପୂର୍ବରୁ ତାଙ୍କୁ ଫିଲ୍ମରେ କ୍ରେଡିଟ୍‌ ଦିଆଯାଉ ବୋଲି ଅପର୍ଣ୍ଣା ପଟିଆଲା ହାଉସ୍‌ କୋର୍ଟରେ ଆବେଦନ କରିଥିଲେ। ଏହି ମାମଲାରେ ପଟିଆଲା ହାଉସ କୋର୍ଟ ଶୁଣାଣି କରି ଫିଲ୍ମର ପ୍ରଯୋଜକଙ୍କୁ ରିଲିଜ୍‌ ହେବା ପୂର୍ବରୁ ତାଙ୍କୁ କ୍ରେଡିଟ୍‌ ଦେବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ହେଲେ ଫକ୍ସ ଷ୍ଟୁଡିଓ ଏହାକୁ ଚ୍ୟାଲେଞ୍ଜ କରି ହାଇକୋର୍ଟ ଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟୁଡ ଫଟୋ ଭାଇରାଲ ପରେ ରଣବୀରଙ୍କୁ ପୋଷାକ ଦେଲେ ଲୋକେ

ବଲିଉଡ୍‌ ଅଭିନେତା ରଣବୀର ସିଂ ମାଗାଜିନ ପାଇଁ ନ୍ୟୁଡ ଫଟୋଶୁଟ୍‌ କରି ବର୍ତ୍ତମାନ ଚର୍ଚ୍ଚାରେ ରହିଛନ୍ତି। ତାଙ୍କ ନ୍ୟୁଡ ଫଟୋ ପାଇଁ କେତେକ ତାଙ୍କୁ ପ୍ରଶଂସା...

‘ହିନ୍ଦୁସ୍ଥାନୀ ମୁସଲମାନ ଭାବେ ଗର୍ବିତ’

ନୂଆଦିଲ୍ଲୀ, ୧୦।୨: ବରିଷ୍ଠ କଂଗ୍ରେସ ନେତା ତଥା ରାଜ୍ୟ ସଭାରେ ବିରୋଧୀ ଦଳ ନେତା ଗୁଲାମ ନବୀ ଆଜାଦ୍‌ ମଙ୍ଗଳବାର ଉଚ୍ଚ ସଦନରୁ ଅବସର ଗ୍ରହଣ...

ୟୁକ୍ରେନ୍‌ ସଙ୍କଟ: କ’ଣ କରିବ ଭାରତ

ନୂଆଦିଲ୍ଲୀ, ୧୫ା୨: ୟୁକ୍ରେନ୍‌ ପ୍ରସଙ୍ଗରେ ରୁଷିଆକୁ ଘେରିବାକୁ ଉଦ୍ୟମ କରୁଛନ୍ତି ନାଟୋ ଦେଶ। ଆମେରିକା ଓ ପାଶ୍ଚାତ୍ୟ ଦେଶ ମସ୍କୋ ଉପରେ ଚାପ ପକାଇବାକୁ ସବୁ...

ମୁଁ ସମୁଦ୍ର, ପୁଣି ଫେରିବି: ଭାଇରାଲ ହେଉଛି ଫଡନବିଶଙ୍କ ପୁରୁଣା ଭିଡିଓ

ମୁମ୍ବାଇ,୩୦ ।୬: ୨୦୧୯ରେ ଯେତେବେଳେ ଭାରତୀୟ ଜନତା ପାର୍ଟି(ଭାଜପା) ଓ ଶିବସେନା ମିଶି ନିର୍ବାଚନ ଲଢିଥିଲେ ସେତେବେଳେ ଅନୁମାନ ଲଗାଯାଇଥିଲା କି ଏହି ଦୁଇ ଦଳ...

ପେଗାସସ୍‌ ଗୁପ୍ତଚରୀ ରାଷ୍ଟ୍ରବିରୋଧୀ…

ନୂଆଦିଲ୍ଲୀ,୨୮।୭: ପେଗାସସ୍‌ ଗୁପ୍ତଚରୀ ନେଇ ବିରୋଧି ଦଳଙ୍କ ପକ୍ଷରୁ ସରକାରଙ୍କୁ ଘେରିବା ଆରମ୍ଭ ହୋଇଛି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର ହରଡ଼ଘଣାରେ ପଡ଼ିଛନ୍ତି। କଂଗ୍ରେସ...

‘ଗୀତ ପାଇଁ ଘର ଛାଡ଼ିଲେ’

ଗାୟିକା ଜାନକୀ ସାମଲ। ସେ କେବଳ ଗୀତ ଗାଆନ୍ତିନି, ଗୀତକୁ ପ୍ରାଣଭରି ଭଲ ପାଆନ୍ତି। ଗୀତକୁ ଏତେ ଭଲ ପାଆନ୍ତି ଯେ, ଗୀତ ପାଇଁ ଦୁଇ...

ନେହା କକ୍କଡ଼ଙ୍କୁ ବିବାହ ଶଗୁନ୍‌ ଭାବେ ଓଢ଼ଣୀ ଭେଟି ଦେଲେ କୁମାର ସାନୁ !

ମୁମ୍ବାଇ: ନେହା କକ୍କଡ଼ଙ୍କ ବିବାହ ଆଦିତ୍ୟ ନାରାୟଣଙ୍କ ସହିତ ହେବାକୁ ଯାଉଛି। ଏନେଇ ବିବାହ ଶଗୁନ୍‌ ଭାବେ କୁମାର ସାନୁ ନେହାଙ୍କୁ ଓଢ଼ଣୀ ଭେଟି ଦେଇଛନ୍ତି।...

ବନ୍ୟା ପୀଡ଼ିତ ଚାଷୀଙ୍କ ସହ ମିଶି ବିରୋଧ ପ୍ରଦର୍ଶନ କରିବେ ଶିବରାଜ

ଭୋପାଳ,୧୬।୯: ମଧ୍ୟ ପ୍ରଦେଶରେ ଚଳିତ ବନ୍ୟାରେ ଅନେକ ଅଞ୍ଚଳ ଜଳାର୍ଣ୍ଣବ ହେବା ସହ କୋଟି କୋଟି ଟଙ୍କାର ଫସଲ ହାନିହୋଇଛି। ତେବେ ଏହି ବନ୍ୟାରୁ ଲୋକଙ୍କୁ...

Advertisement
Archives

Model This Week