କଟକ ଅଫିସ,୨୮ା୧୧: ନୟାଗଡ଼ ପରୀ ହତ୍ୟା ମାମଲାରେ ଲକ୍ଷ୍ମୀପ୍ରସାଦ ପଞ୍ଚାୟତ ସରପଞ୍ଚ ସୌମ୍ୟରଞ୍ଜନ ପ୍ରଧାନ ଶୁକ୍ରବାର ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇ ନିଜର ଓ ପରିବାରର ସୁରକ୍ଷା ଲୋଡିଛନ୍ତି। ସେ ହାଇକୋର୍ଟରେ ଏକ ରିଟ୍ ପିଟିଶନ ଦାଖଲ କରି ମନ୍ତ୍ରୀ ଅରୁଣ ସାହୁ, ଗୃହସଚିବ, ଡିଜିପି, ନୟାଗଡ ଜିଲାପାଳ, ଏସ୍ପି ଓ ଆଇଆଇସିଙ୍କୁ ପକ୍ଷଭୁକ୍ତ କରିଛନ୍ତି। ସୌମ୍ୟ ପିଟିଶନରେ ଦର୍ଶାଇଛନ୍ତି, ନୟାଗଡ ଜିଲାର ୫ ବର୍ଷର ଶିଶୁକନ୍ୟା ପରୀ ହତ୍ୟା ମାମଲାରେ ଏକ ଅଡିଓ ଟେପ୍ ଗଣମାଧ୍ୟମ ଓ ସାମାଜିକ ଗଣମାଧ୍ୟମରେ ଭାଇରାଲ ହୋଇଥିଲା। ଏଥିରେ ସୌମ୍ୟ ଓ ମନ୍ତ୍ରୀ ସାହୁଙ୍କ ମଧ୍ୟରେ କିଛି କଥୋପକଥନ ଥିଲା। ଏହି ଅଡିଓ ପାଇଁ ତାଙ୍କ ପାଖକୁ ଅନେକ ସମୟରେ ଧମକପୂର୍ଣ୍ଣ ଫୋନ କଲ୍ ଆସିଛି ା ଏହାକୁ ନେଇ ସେ ଓ ତାଙ୍କ ପରିବାର ଲୋକଙ୍କ ଜୀବନ ପ୍ରତି ବିପଦ ଥିବା ପିଟିଶନରେ ଦର୍ଶାଯାଇଛି।
Posted inଆମ ଜିଲା ଖବର, କଟକ, ରାଜ୍ୟ View All
ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋର୍ଦାର ପ୍ରସ୍ତୁତି
ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ଆଉ ଗୋଟିଏ ସପ୍ତାହ ପରେ ହେବାକୁ ଯାଉଛି। ଏଥିପାଇଁ ପ୍ରସ୍ତୁତି ଜୋର୍ଦାର କରାଯାଉଛି। ୪ଦିନ ଧରି...
ସରକାରୀ ବସ୍ରେ ଯାତ୍ରୀଙ୍କୁ ମିଳୁନି ଟିକେଟ୍, ସଂଗୃହୀତ ଅର୍ଥ ଯାଉଛି କୁଆଡ଼େ
ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କେରୁବାଡ଼ିଠାରୁ ଫୁଲବାଣୀକୁ ଯାତାୟାତ କରୁଥିବା ସରକାରୀ ଯାତ୍ରୀବାହୀ ବସ୍ରେ ସମସ୍ତ ଯାତ୍ରୀଙ୍କୁ ବସ୍ର କର୍ମଚାରୀ ବା ଟିକେଟ୍...
ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି, ଏହି ଦିନ ଆସିବା ନେଇ ଭକ୍ତ ଦାସଙ୍କ ସୂଚନା
ଭୁବନେଶ୍ୱର,୧।୧: ଆସନ୍ତା ମାର୍ଚ୍ଚରେ ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି । ଏନେଇ ପିସିସି ସଭାପତି ଭକ୍ତ ଚରଣ ଦାସ ସୂଚନା ଦେଇଛନ୍ତି । ତେବେ ମାର୍ଚ୍ଚ...
ନୂଆବର୍ଷରେ ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଭୁବନେଶ୍ବର ନିକୋ ପାର୍କର…
ଭୁବନେଶ୍ୱର,୧।୧: ରାଜଧାନୀ ଭୁବନେଶ୍ବରରେ ଥିବା ନିକୋ ପାର୍କର ହେବ ନବକଳେବର । ଏନେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି । ୩ଟି...
ନୂଆବର୍ଷରେ ଅଘଟଣ: ଦ୍ରୁତଗତିରେ ଆସି ମହିଳାଙ୍କୁ ଧକ୍କା ଦେଲା କାର୍, ୧୦ ମିଟର ଦୂରରେ ଯାଇ…
ଲାଞ୍ଜିଗଡ଼,୧ା୧(ରମେଶ ଚନ୍ଦ୍ର ନାୟକ): ବର୍ଷ ଆରମ୍ଭରୁ ଏକ ଦୁଃଖଦ ଘଟଣା ଘଟିଛି। କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ଥାନା ଅନ୍ତର୍ଗତ ଆଶ୍ରମପଡ଼ା ନିକଟରେ ଏକ ଅଜଣା ଗାଡ଼ି...
ନୂଆ ମୁଖ୍ୟ ଶାସନ ସଚିବଙ୍କୁ ୧୫ ସୂତ୍ରୀ ନିର୍ଦେଶାବଳୀ ଦେଲେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କ’ଣ…
ଭୁବନେଶ୍ୱର,୧।୧: ଶାସନ ପ୍ରଶାସନକୁ କ୍ରିୟାଶୀଳ କରିବାକୁ ନୂଆ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କୁ ମୁଖ୍ୟମନ୍ତ୍ରୀ୧୫ ଦଫା ନିର୍ଦ୍ଦେଶନାମା ପ୍ରଦାନ କରିଛନ୍ତି। ଲକ୍ଷ୍ୟ ହାସଲ ପାଇଁ...
ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା: ମାର୍ଚ୍ଚ ପର୍ଯ୍ୟନ୍ତ ଚାଲିବ ଧାନକିଣା, ସବୁ ଚାଷୀଙ୍କ ଆକାଉଣ୍ଟକୁ…
ଭୁବନେଶ୍ୱର,୧ା୧: ଚଳିତ ବର୍ଷ ମାର୍ଚ୍ଚ ପର୍ଯ୍ୟନ୍ତ ମଣ୍ଡିରେ ଧାନକିଣା ଚାଲିବ ବୋଲି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଘୋଷଣା କରିଛନ୍ତି। ସେ ପ୍ରତିକ୍ରିୟା ଦେଇ କହିଛନ୍ତି,...
ବର୍ଷର ଶେଷ ଦିନରେ ଜମିଲା ଆମିଷ ବଜାର, ୭ କୋଟିର ଖାଇଦେଲେ ରାଜଧାନୀବାସୀ
ଭୁବନେଶ୍ୱର,୧।୧(ଅନୁରାଧା ମହାରଣା)- ବର୍ଷର ଶେଷ ଦିନରେ ଭୁବନେଶ୍ୱରରେ ଆମିଷ ବ୍ୟବସାୟ ଜମିଥିଲା। ପ୍ରାୟ ୭ କୋଟି ୩୦ ଲକ୍ଷ ଟଙ୍କାର ଆମିଷ କିଣିଛନ୍ତି ଗ୍ରାହକ। ଖାସି...
Archives


