Posted inଜାତୀୟ

ହାଇକୋର୍ଟର ଦ୍ୱାରସ୍ଥ ହେଲେ କପିଲ ମିଶ୍ରା

ନୂଆଦିଲ୍ଲୀ,୬।୮: ଏଏପିର ବିଦ୍ରୋହୀ ତଥା ଅଯୋଗ୍ୟ ଘୋଷିତ ହୋଇଥିବା ନେତା କପିଲ ମିଶ୍ରା ମଙ୍ଗଳବାର ଦିଲ୍ଲୀ ହାଇକୋର୍ଟର ଦ୍ୱାରସ୍ଥ ହୋଇଛନ୍ତି। ତାଙ୍କୁ ଅଯୋଗ୍ୟ ଘୋଷିତ ବିଧାୟକ ମାମଲା ବିରୋଧରେ ସେ କୋର୍ଟର ଦ୍ୱାରସ୍ଥ ହୋଇଛନ୍ତି। ଦିଲ୍ଲୀ ବିଧାନସଭାର ଅଧ୍ୟକ୍ଷ ରାମ ନିଓ୍ବାସ ଗୋଏଲ ଶୁକ୍ରବାର କପିଲଙ୍କୁ ଅଯୋଗ୍ୟ ଘୋଷିତ କରିଛନ୍ତି। ଗୋଏଲ କହିଛନ୍ତି ଗତ ଲୋକ ସଭା ନିର୍ବାଚନରେ କପିଲ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ତାଙ୍କ ଦଳ ପାଇଁ ପ୍ରଚାର କରିବାର ସଙ୍କେତ ମିଳିଥିବାରୁ ସେ ତାଙ୍କ ମୂଳ ରାଜନୈତିକ ଦଳର ସଦସ୍ୟତା ଛାଡି ଦେଇଥିବା ଦର୍ଶାଇ କପିଲଙ୍କୁ ଅଯୋଗ୍ୟ ଘୋଷିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାନୁୟାରୀ ୩ରୁ ଦେଶରେ ପିଲାଙ୍କୁ ଟିକା

ନୂଆଦିଲ୍ଲୀ,୨୫।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର ରାତିରେ ଦେଶବାସୀଙ୍କୁ ଉଦ୍‌ବୋଧନ ଦେଇ ବଡ଼ ଘୋଷଣା କରିଛନ୍ତି। ଜାନୁୟାରୀ ୩ ତାରିଖରୁ ଦେଶରେ ୧୫ରୁ ୧୮ ବର୍ଷ...

ତେଲଙ୍ଗାନାରେ ପୁଣି ୧୪ ଦିନ ବଢ଼ିବ ଲକ୍‌ଡାଉନ୍‌

ହାଇଦ୍ରାବାଦ,୭।୪: ଭାରତରେ ଲକ୍‌ଡାଉନ୍‌ ଏପ୍ରିଲ ୧୪ ତାରିଖ ପର୍ଯ୍ୟନ୍ତ ଲାଗୁ କରାଯାଇଥିବା ବେଳେ ପରିସ୍ଥିତିକୁ ଦେଖି ପରବର୍ତ୍ତୀ ପଦକ୍ଷେପ ଗ୍ରହଣ କରାଯିବାର ସମ୍ଭାବନା ରହିଛି। ହେଲେ...

ବିପକ୍ଷଙ୍କୁ ନିର୍ବାଚନ କମିଶନଙ୍କ ଝଟ୍‌କା: ଭିଭିପାଟ୍‌ ଭୋଟ ଗଣତିରେ ହେବନି ପରିବର୍ତ୍ତନ

ନୂଆଦିଲ୍ଲୀ,୨୨।୫: ନିର୍ବାଚନ କମିଶନଙ୍କ ନିଷ୍ପତ୍ତି ଯୋଗୁ ବିପକ୍ଷ ଦଳଙ୍କୁ ବୁଧବାର ଝଟ୍‌କା ଲାଗିଛି। ବିପକ୍ଷନେତା ମାନେ ଭିଭିପାଟ୍‌ ଏବଂ ଭୋଟର ତାଲିକା କାଗଜ ଟୁକୁଡା ମିଳାଇବା...

କାଠଗଡ଼ାରେ ପିଏମ୍‌ କେୟାର୍ସ

ନୂଆଦିଲ୍ଲୀ,୧୭ା୧୨ :ପ୍ରାଇମ୍‌ ମିନିଷ୍ଟର୍ସ ସିଟିଜେନ୍‌ ଆସିଷ୍ଟାନ୍ସ ଆଣ୍ଡ ରିଲିଫ୍‌ ଫଣ୍ଡ୍‌ ଇନ୍‌ ଏମର୍ଜେନ୍ସି ସିଚ୍ୟୁଏଶନ୍ସ ବା ଜରୁରୀ ସମୟରେ ପ୍ରଧାନମନ୍ତ୍ରୀଙ୍କ ନାଗରିକ ସହାୟତା ଓ ଉପଶମ...

ବ୍ଲାକମେଲର ଗ୍ୟାଙ୍ଗ ଚଳାଉଥିଲା ପୋଲିସ

ଭୋପାଳ,୨।୭: ମଧ୍ୟପ୍ରଦେଶର ହୋଶାଙ୍ଗବାଦରେ ଜୋରଜବରଦସ୍ତ ଚାନ୍ଦା ଆଦାୟ କରିବା ଲାଗି ଗ୍ୟାଙ୍ଗ ଚଳାଉଥିବା ଅଭିଯୋଗରେ ୪ ଜଣ ପୋଲିସ କର୍ମଚାରୀଙ୍କୁ ବହିଷ୍କାର କରାଯାଇଛି। ସୁନିତା ଠାକୁର...

ଆଇଇଡି ବିସ୍ଫୋରଣ: ୨ ଯବାନ ଆହତ

ସୁକମା,୨୧।୫: ଛତିଶଗଡ଼ର ସୁକମା ଜିଲାରେ ମଙ୍ଗଳବାର ହୋଇଥିବା ଏକ ଇମ୍ପ୍ରୋଭାଇଜ୍ଡ ଏକ୍ସପ୍ଲୋସିଭ୍‌ ଡିଭାଇସ୍‌(ଆଇଇଡି) ବିସ୍ଫୋରଣ ହେବା ଫଳରେ ୨ ଯବାନ ଆହତ ହୋଇଥିବା ସୂଚନା ମିଳିଛି।...

ଦୁନିଆକୁ ଏକାଠି ଆସିଥିଲେ, ଏକାଠି ଗଲେ ଦୁଇ ଭାଇ

ମିରୁଟ,୧୮।୫: ମହାମାରୀ କରୋନା ଅନେକ ଲୋକଙ୍କ ଘରସଂସାର ଉଜାଡି ଦେଇଛି। ଉତ୍ତରପ୍ରଦେଶର ମିରୁଟରେ ରହୁଥିବା ରାଫେଲ ପରିବାରର କାହାଣୀ ଅତ୍ୟନ୍ତ ଯନ୍ତ୍ରଣାଦାୟକ। କରୋନା ପରିବାରର ଦୁଇ...

ବାମ ସଙ୍ଗଠନ ଦଖଲରେ ଜେଏନ୍‌ୟୁ

ନୂଆଦିଲ୍ଲୀ,୧୭ା୯(ପି.ଟି.): ଦିଲ୍ଲୀର ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ (ଜେଏନ୍‌ୟୁ)କୁ ବାମପନ୍ଥୀ ଛାତ୍ର ସଙ୍ଗଠନଗୁଡ଼ିକ ଦଖଲ କରିଛନ୍ତି। ଛାତ୍ର ସଂସଦ ନିର୍ବାଚନରେ ୪ ପ୍ରମୁଖ ପଦବୀରେ ଆଇଏଏସ୍‌ଏ, ଏସ୍‌ଏଫ୍‌ଆଇ,...

Advertisement
Archives

Model This Week