ହାଇକୋର୍ଟ ବେଞ୍ଚ ଦାବିରେ ବିଜେପୁର ବନ୍ଦ: ଜୀବନଯାତ୍ରା ବ୍ୟାହତ

ବିଜେପୁର,୫।୨(ଡି.ଏନ୍‌.ଏ.) : ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ଦାବିରେ ବୁଧବାର ହୋଇଥିବା ଆନ୍ଦୋଳନରେ ବରଗଡ଼ ଜିଲା ବିଜେପୁର ବ୍ଲକରେ ବନ୍ଦ ପାଳନ କରାଯାଇଛି। ସ୍ବତଃସ୍ଫୁର୍ତ୍ତ ଭାବେ ଦୋକାନ ବଜାର ବନ୍ଦ ହୋଇଥିବା ବେଳେ ଯାନବାହନ ଚଳାଚଳ ବନ୍ଦ ରହିଛି। ଆଇନଜୀବୀମାନେ ପିକେଟିଂ କରି ବିଭିନ୍ନ ସରକାରୀ ତଥା ବେସରକାରୀ କାର୍ଯ୍ୟାଳୟ ଓ ଶିକ୍ଷାନୁଷ୍ଠାନଗୁଡ଼ିକୁ ବନ୍ଦ କରି ଦେଇଥିଲେ। ବନ୍ଦପାଳନ ଯୋଗୁ ଜୀବନଯାତ୍ରା ବ୍ୟାହତ ହୋଇଛି। ଏହି ବନ୍ଦ ପାଳନକୁ ବଣିକ ସଂଘ, ଟ୍ୟାକ୍ସି ୟୁନିୟନ ସ୍ବତଃସ୍ଫୁର୍ତ୍ତ ସମର୍ଥନ କରିଥିବା ଜଣାପଡ଼ିଛି। ସ୍ଥାନୀୟ ଓକିଲ ସଂଘର ସଭାପତି ଲାଲ ବିହାରୀ ସାହୁଙ୍କ ନେତୃତ୍ୱରେ ଆଇନଜୀବୀମାନେ ଆନ୍ଦୋଳନରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧାନ ସଂଗ୍ରହ ବ୍ୟବସ୍ଥାକୁ ସୁଗମ କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ବିରୋଧୀ ଦଳ ନେତାଙ୍କ ଚିଠି

ଭବାନୀପାଟଣା,୨୪।୪(ସ୍ବ.ପ୍ର)-ମହାମାରୀ କରୋନା ସଂକ୍ରମଣରୁ ରକ୍ଷା ପାଇବା ପାଇଁ ସାରାଦେଶରେ ଲକ୍‌ ଡାଉନ ଜାରି ରହିଛି। ଏପରି ସ୍ଥିତିରେ ରାଜ୍ୟର ଆର୍ଥିକ ମେରୁଦଣ୍ଡ ସାଜିଥିବା ଚାଷୀକୂଳ ଘୋର...

ହାଇକୋର୍ଟ ଗଲା ମମିତା ମେହେର ହତ୍ୟା ମାମଲା

କଟକ ଅଫିସ,୨୧ା୧୦: ହାଇକୋର୍ଟରେ ପହଞ୍ଚିଛି ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ମାମଲା। ଏହି ମାମଲାର ସିବିଆଇ ତଦନ୍ତ ଦାବି ନେଇ ହାଇକୋର୍ଟରେ ଜନସ୍ବାର୍ଥ ମାମଲା ଦାୟର...

ବାଘ ଚମଡ଼ା ଜବତ ଘଟଣା : ତନ୍ତ୍ର ସାଧନାରେ ବ୍ୟବହୃତ ହେଉଥିଲା

ପରଜଙ୍ଗ, ୨୬।୫(ଡି.ଏନ.ଏ.) – ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କୁଲେଇ ଗ୍ରାମ ତାଳେଶ୍ୱର ଶିବମନ୍ଦିରରୁ ଜବତ କଲରାପତରିଆ ବାଘ ଚମଡ଼ା ତନ୍ତ୍ରସାଧନାରେ ବ୍ୟବହୃତ ହେଉଥିଲା। ଏଥିରେ...

ବଧୂହତ୍ୟା ଅଭିଯୋଗ

ପଦ୍ମପୁର,୨୪।୫ (ଡି.ଏନ.ଏ.) : ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ରାଜଘରପୋଖରୀ ପଞ୍ଚାୟତ ସାନକୋରବାଟିଆ ଗ୍ରାମର ଉଷାରାଣୀ ଜେନା ନାମ୍ନୀ ଜଣେ ମହିଳାଙ୍କୁ ଶାଶୁଘର ଲୋକେ...

ଭିତ୍ତିଭୂମି ବିକାଶକୁ ଅପେକ୍ଷା

ଖଇରା, ୨।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଗୋବିନ୍ଦପୁର ପଞ୍ଚାୟତ କଣ୍ଟାବଣିଆ ଗ୍ରାମରେ ରହିଛି କେଶବ ପୁରସ୍ତମ ମାନସିକ ଅନଗ୍ରସର ବିଦ୍ୟାଳୟ ା ଏଠାରେ ରହୁଥିବା ପ୍ରତ୍ୟେକଟି...

ଗୋପରେ ବନ୍ଦର ଆଶିଂକ ପ୍ରଭାବ

ଗୋପ,୮।୧(ଡି.ଏନ୍‌.ଏ.): ପୁରୀ ଜିଲା ଗୋପ ବ୍ଲକ ସମ୍ମୁଖରେ ବୁଧବାର ନିଖିଳ ଓଡ଼ିଶା ଅଙ୍ଗନବାଡ଼ି କର୍ମୀ ସଂଘ ଓ ସିପିଆଇ ପକ୍ଷରୁ ରାସ୍ତା ଅବରୋଧ କରାଯାଇଛି। ଏଥିରେ...

ଅନ୍‌ଲାଇନ ଠକେଇ ମାମଲା: ଉତ୍ତରପ୍ରଦେଶରୁ ୫ ଅଭିଯୁକ୍ତ ଗିରଫ

ଭବାନୀପାଟଣା,୨୭।୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣାରୁ ଅନ୍‌ଲାଇନ ଠକେଇ ମାମଲାରେ ଉତ୍ତରପ୍ରଦେଶ ହମିରପୁରରୁ ୫ ସାଇବର ଠକଙ୍କୁ ଗିରଫ କରାଯାଇଛି। ମୋବାଇଲ ଫୋନ ଜରିଆରେ ଅଭିଯୁକ୍ତ ଲଟେରି...

ଆବାସ ଯୋଜନାରେ ଗଫଲତି: ବିଡିଓକୁଁ ଗୁହାରି କଲେ ହକ୍‌ଦାର ହିତାଧିକାରୀ

ଜାମଟିକ୍ରା, ୧୯।୨ (ଡି.ଏନ୍‌.ଏ.)- ସରକାରୀ ଯୋଜନାର ଲାଭ୍‌ କେନ୍‌ଥେଇ ହକ୍‌ଦାର ହିତାଧିକାରୀ ପାଇପାରବେ ସେଥିରଲାଗି ରାଏଜ୍‌ ସରକାର ଅନେକ ବିଭାଗ, ଯୋଜନାକେ ୫ଟି, ମୋ ସରକାରରେ...

Advertisement
Archives

Model This Week