ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି: ଓକିଲ ସଂଘର ଅର୍ଥନୈତିକ ଅବରୋଧ ଆରମ୍ଭ

ବରଗଡ ଅଫିସ, ୨୪।୯: ପଶ୍ଚିମ ଓଡ଼ିଶାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ସୋମବାର ଓକିଲ ସଂଘ କାର୍ଯ୍ୟବନ୍ଦ ଆନ୍ଦୋଳନକୁ ଓହ୍ଲାଇ ଥିବାବେଳେ ମଙ୍ଗଳବାରରୁ ଅର୍ଥନୈତିକ ଅବରୋଧ ଆରମ୍ଭ କରିଛନ୍ତି। ସଂଘର ସମସ୍ତ କର୍ମକର୍ତ୍ତା, ସଭ୍ୟବୃନ୍ଦ ଏକତ୍ରିତ ହୋଇ ସ୍ଥାନୀୟ ଜିଲା କୋଶାଗାର, ଜିଲାପାଳ, ଉପଜିଲାପାଳ ଅଫିସ ସମେତ ରାଜସ୍ବ ଆଦାୟ କରୁଥିବା ବିଭିନ୍ନ ଅଫିସକୁ ବନ୍ଦକରି ଦେଇଛନ୍ତି। ତେବେ ଏଥିରୁ ବ୍ୟାଙ୍କଗୁଡ଼ିକୁ ବାଦ୍‌ ଦିଆଯାଇଛି। ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ବରଗଡ଼ରେ ଏଭଳି ଅର୍ଥନୈତିକ ଅବରୋଧ ଜାରିରହିବ ବୋଲି ଜିଲା ଓକିଲ ସଂଘ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି।
ପ୍ରକାଶ ଥାଉକି, ସୋମବାର ଏକ ବିକ୍ଷୋଭ ଶୋଭାଯାତ୍ରାରେ ବରଗଡ ଜିଲାପାଳ ଅଫିସକୁ ଯାଇ ସ୍ଥାନୀୟ ଜିଲା ଓକିଲ ସଂଘର କର୍ମକର୍ତ୍ତା, ସଭ୍ୟବୃନ୍ଦ ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନଗଡ଼ା ଶିଶୁ ମୃତ୍ୟୁ ଘଟଣା: ତଥ୍ୟ ନ ଦେବାରୁ ୨୫ ହଜାର ଜରିମାନା

ଯାଜପୁର ଅଫିସ,୧୮ା୭: ଯାଜପୁର ଜିଲା ସୁକିନ୍ଦା ବ୍ଲକ ନଗଡ଼ାରେ ଶିଶୁ ମୃତ୍ୟୁ ଘଟଣା ପରେ ପ୍ରଶାସନ ପକ୍ଷରୁ ଅନେକ ପଦକ୍ଷେପ ଗ୍ରହଣ କରାଯାଉଛି। ତଥାପି ନଗଡ଼ାରେ...

ଘରୁ ଡ଼ାକି ନେଇ ମାରି ଜାଳିଦେଲେ ମାଓବାଦୀ

ମାଲକାନଗିର,(ଡି.ଏନ୍‌.ଏ.): ପ୍ରଜାକୋର୍ଟରେ ଜଣଙ୍କୁ ହତ୍ୟା କଲେ ମାଓବାଦୀ।ଏଭଳି ଘଟଣା ଘଟିଛି ମାଲକାନଗିରି ଜିଲା ମହୁପଦର ଅଞ୍ଚଳର କେରିମିଟି ଗାଁ ରେ । ମୃତକ ଜଣକ ହେଉଛନ୍ତି...

ଜବରଦଖଲ ଉଚ୍ଛେଦ ନେଇ ଚାପା ଉତ୍ତେଜନା

ବାହାନଗା, ୪ା୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ଗୋପାଳପୁର ଗ୍ରାମରେ ମୁଖ୍ୟ ରାସ୍ତା କଡରେ ଥିବା ସରକାରୀ ଜମିରୁ ଜବରଦଖଲ ଉଚ୍ଛେଦ ନେଇ ଚାପା ଉତ୍ତେଜନା ଦେଖାଦେଇଛି।...

ବନ୍ଦ ହେଲା ବସ୍‌ ଚଳାଚଳ

ବୈଶିଙ୍ଗା,୬।୫ (ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ତଥା ବେତନଟୀ ବ୍ଲକ ଅଧୀନ ୧୮ନଂ. ଜାତୀୟ ରାଜପଥର ବିଶ୍ରାମପୁରଠାରୁ ବୈଶିଙ୍ଗା-ବଡ଼ସାହି ରାସ୍ତାର ଦାରିହା ପର୍ଯ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ...

ଡାକ୍ତରଙ୍କୁ ୨ ଦିନ ରିମାଣ୍ଡରେ ନେଲା ପୋଲିସ

ବ୍ରହ୍ମପୁର ଅଫିସ,୨୫ା୨: ଭୁବନେଶ୍ୱରରେ ଫ୍ଲାଟ୍‌ ଦେବାକୁ ପ୍ରତିଶ୍ରୁତି ଦେଇ ଜଣେ ସୁନା ବ୍ୟବସାୟୀଙ୍କଠାରୁ ୨କୋଟି ଟଙ୍କା ଠକି ନେଇଥିବା ଅଭିଯୋଗରେ ବଡ଼ବଜାର ଥାନା ପୋଲିସ ଅଭିଯୁକ୍ତ...

ଯୁବତୀଙ୍କୁ ଏସିଡ୍‌ ମାଡ଼ ମାମଲା: ଦୋଷୀଙ୍କୁ ୧୦ ବର୍ଷ ସଶ୍ରମ କାରାଦଣ୍ଡ ସହିତ ୧ଲକ୍ଷ ଟଙ୍କା ଜରିମାନା

ଧର୍ମଗଡ଼,୫।୭(ଡି.ଏନ.ଏ.): କଳାହାଣ୍ଡି ଜିଲା କଲମପୁର ବ୍ଲକ ଅନ୍ତର୍ଗତ ଖଣ୍ଡିଡଙ୍ଗରୀଗୁଡାର ଯୁବତୀଙ୍କୁ ଜଣେ ଯୁବକ ଏକତରଫା ପ୍ରେମ କରୁଥିଲେ । ଯୁବତୀ ଜଣକ ଏହାକୁ ବିରୋଧ କରିବାରୁ...

କିରୋସିନ ଢାଳି ମହିଳାଙ୍କ ଆତ୍ମହତ୍ୟା

ବ୍ରହ୍ମପୁର ଅଫିସ,୧୯ା୪-କିରୋସିନ ଢାଳି ଜଣେ ମହିଳା ଗୁରୁବାର ଆତ୍ମହତ୍ୟା କରିଛନ୍ତି। ସେ ହେଲେ ଶିଶିର କୁମାର ବାଡ଼ତ୍ୟାଙ୍କ ସ୍ତ୍ରୀ ଲୋପାମୁଦ୍ରା (୩୨) ।  ଘର ବଡ଼ବଜାର...

ମାଓବାଦୀ ପ୍ରଭାବିତ ଅଞ୍ଚଳରେ ପୋଷ୍ଟର ମାଧ୍ୟମରେ ସଚେତନତା

ପାଟଣାଗଡ, ୨୩ା୪(ଡି.ଏନ.ଏ.) : ବଲାଙ୍ଗୀର ଜିଲା ଖପ୍ରାଖୋଲ ଏବଂ ତୁରେକେଲା ବ୍ଲକର ମାଓବାଦୀ ପ୍ରଭାବିତ ଅଞ୍ଚଳର ବିଭିନ୍ନ ଗ୍ରାମରେ କରୋନା ଭୁତାଣୁକୁ ନେଇ ପୋଷ୍ଟର ମାଧ୍ୟମରେ...

Advertisement
Archives

Model This Week