ହାଇଦ୍ରାବାଦରୁ ପଶ୍ଚିମବଙ୍ଗ ଚାଲିଚାଲି ଯାଉଥିଲେ, ସୋରଠାରେ ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ସୋର,୨୯।୫(ଡି.ଏନ.ଏ.): ହାଇଦ୍ରାବାଦରୁ ପଶ୍ଚିମବଙ୍ଗ ଅଭିମୁଖେ ଯାଉଥିବା ଜଣେ ପ୍ରବାସୀ ଶ୍ରମିକଙ୍କ ସୋର ଜାତୀୟ ରାଜପଥ ବରଫକଳ ଛକଠାରେ ମୃତ୍ୟୁ ଘଟିଛି। ମୃତ ଶ୍ରମିକ ହେଲେ ପଶ୍ଚିମବଙ୍ଗର ପଶ୍ଚିମପଡା ଅଞ୍ଚଳର ଆୟର ମହମ୍ମଦ(୫୨)। ସେ ସାନଭାଇ ସେକ୍‌ ଆଲିଙ୍ଗିରଙ୍କ ସହ ପଶ୍ଚିମବଙ୍ଗକୁ ଫେରୁଥିଲେ। ଗୁରୁବାର ବିଳମ୍ବିତ ରାତିରେ ସୋରଠାରେ ବିଶ୍ରାମ ନେଇଥିଲେ। ହେଲେ ସେଠାରେ ସେ ଗୁରୁତର ହୋଇ ପଡିଥିଲେ। ତାଙ୍କୁ ସୋର ପୋଲିସ ଉଦ୍ଧାର କରି ସୋର ଡାକ୍ତରଖାନାରେ ଭର୍ତ୍ତି କରାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତେବେ ସେ କିଛି ବାଟ ଟ୍ରକରେ ଓ କିଛି ବାଟ ଚାଲିଚାଲି ଆସୁଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରୁଷ୍‌ରେ ୧୦ ହଜାର ନୂଆ କରୋନା ସଂକ୍ରମିତ ଚିହ୍ନଟ

ମସ୍କୋ,୩।୫: ରୁଷ୍‌ରେ କରୋନା ସଂକ୍ରମଣରେ ରେକର୍ଡ ବୃଦ୍ଧି ହୋଇଛି। ଗୋଟିଏ ଦିନରେ ଏଠାରେ ୧୦ ହଜାର ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ମସ୍କୋରେ କରୋନା ସଂକ୍ରମିତଙ୍କ...

ମେଡିକାଲରେ ସିକ୍ୟୁରିଟି ଗାର୍ଡ କାମ କରୁନାହାନ୍ତି; ଡାକ୍ତର-କର୍ମଚାରୀଙ୍କ ମଧ୍ୟରେ ବଢୁଛି ଅସନ୍ତୋଷ

ଫୁଲବାଣୀ ଅଫିସ, ୧ା୭-କନ୍ଧମାଳ ଜିଲା ମୁଖ୍ୟ ଚିକିିତ୍ସାଳୟରେ ମୁତୟନ ହୋଇଥିବା ସିକ୍ୟୁରିଟି ଗାର୍ଡ ମନମୁଖି କାର୍ଯ୍ୟ କରୁଛନ୍ତି। ସେମାନେ କାହାରି କଥା ଶୁଣୁ ନାହାନ୍ତିି। ସ୍ଥାନୀୟ...

ପୋଲାଭରମ୍‌ ପ୍ରଳକ୍ପକୁ ନେଇ ବିଧାନସଭାରେ ଉଦ୍‌ବେଗ: ଗୃହ କମିଟି ଗଠନ କରିବାକୁ ଦାବି

ଭୁବନେଶ୍ୱର, ୨୮।୬(ବ୍ୟୁରୋ): ପୋଲାଭରମ୍‌ ପ୍ରକଳ୍ପ କାର୍ଯ୍ୟକୁ ନେଇ ବିଧାନସଭାରେ ଶାସକ ଓ ବିରୋଧୀ ଦଳର ସଦସ୍ୟମାନେ ଉଦ୍‌ବେଗ ପ୍ରକାଶ କରିଛନ୍ତି। ପୋଲାଭରମ୍‌ ପ୍ରକଳ୍ପ କାର୍ଯ୍ୟକାରୀ ହେଲେ...

ଚେୟାରରେ ବସି ଅବଢ଼ା ଖାଇଲେ ପୋଲିସବାବୁ: ସୋସିଆଲ ମିଡିଆରେ ଫଟୋ ଭାଇରାଲ

ପୁରୀ ଅଫିସ,୨୭ା୬: ପ୍ରତିଟି ଜଗନ୍ନାଥପ୍ରେମୀଙ୍କ ମହାପ୍ରଭୁଙ୍କ ମହାପ୍ରସାଦ ପ୍ରତି ରହିଛି ଗଭୀର ଭକ୍ତି ଏବଂ ବିଶ୍ୱାସ। ହେଲେ ମହାପ୍ରସାଦ ସେବନର ଏକ ଦୃଶ୍ୟ ସୋସିଆଲ ମିଡିଆରେ...

ଝଲସୁଛି ଗାଁଠୁ ସହର

ଭୁବନ,୨।୯(ଡି.ଏନ.ଏ.) ଆଜି ଧରାବତରଣ କରିବେ ବିଦ୍ୟାଦାତା ଗଜାନନ। ଏହାକୁ ନେଇ ଉତ୍ସବ ମୁଖର ହୋଇଉଠିଛି ଭୁବନ। ସୁଉଚ୍ଚ ତୋରଣ, ଉଜ୍ଜ୍ୱଳ ଆଲୋକମାଳାରେ ସହର ଝଲସି ଉଠିଥିବାବେଳେ...

ପଦ୍ମଶ୍ରୀ ଭବାନୀ ପଟ୍ଟନାୟକ ପାଇବେ ଗାନ୍ଧୀ ସେବା ସମ୍ମାନ

କଟକ ଅଫିସ, ୨୦ା୭: ସ୍ବାଧୀନତା ସଂଗ୍ରାମୀ ଓ ପ୍ରାକ୍ତନ ଏମ୍‌ପି ପଦ୍ମଶ୍ରୀ ଭବାନୀ ଚରଣ ପଟ୍ଟନାୟକ ମର୍ଯ୍ୟାଦାଜନକ ଗାନ୍ଧୀ ସେବା ସମ୍ମାନ ପାଇବାକୁ ଯୋଗ୍ୟ ବିବେଚିତ...

‘ଆମ ପାଇଁ ୪ରୁ ୬ ସପ୍ତାହ ଗୁରୁତ୍ୱପୂର୍ଣ୍ଣ’

ଭୁବନେଶ୍ୱର,୨୩।୬(ବ୍ୟୁରୋ): କରୋନା ସଂକ୍ରମଣ ହ୍ରାସ ପାଉଥିବା ବେଳେ ଏବେ ‘ଡେଲ୍‌ଟା ପ୍ଲସ୍‌’ ଭାରିଆଣ୍ଟକୁ ନେଇ ଚିନ୍ତା ବଢ଼ିଲାଣି। ଓଡ଼ିଶାରେ ଏ ପର୍ଯ୍ୟନ୍ତ କୌଣସି ଡେଲ୍‌ଟା ପ୍ଳସ୍‌...

ବାଙ୍କୀ ଡବଲ୍‌ ମର୍ଡର ଘଟଣା: ଅଭିଯୁକ୍ତ ଜିତେନ୍ଦ୍ର ଗିରଫ

କଟକ ଅଫିସ/ବାଙ୍କୀ(ସ୍ବ.ପ୍ର)୨୧।୨: ବହୁ ଚର୍ଚ୍ଚିତ ବାଙ୍କୀ ଡବଲ ମର୍ଡର ଘଟଣାରେ ସ୍ଥାନୀୟ ପୋଲିସ ଆଉଜଣେ ଅଭିଯୁକ୍ତଙ୍କୁ ଗିରଫ କରି ଗୁରୁବାର କୋର୍ଟଚାଲାଣ କରିଛି। ସେ ହେଲେ...

Advertisement


Archives

Model This Week