ହାଇଦ୍ରାବାଦରୁ ପଶ୍ଚିମବଙ୍ଗ ଚାଲିଚାଲି ଯାଉଥିଲେ, ସୋରଠାରେ ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ସୋର,୨୯।୫(ଡି.ଏନ.ଏ.): ହାଇଦ୍ରାବାଦରୁ ପଶ୍ଚିମବଙ୍ଗ ଅଭିମୁଖେ ଯାଉଥିବା ଜଣେ ପ୍ରବାସୀ ଶ୍ରମିକଙ୍କ ସୋର ଜାତୀୟ ରାଜପଥ ବରଫକଳ ଛକଠାରେ ମୃତ୍ୟୁ ଘଟିଛି। ମୃତ ଶ୍ରମିକ ହେଲେ ପଶ୍ଚିମବଙ୍ଗର ପଶ୍ଚିମପଡା ଅଞ୍ଚଳର ଆୟର ମହମ୍ମଦ(୫୨)। ସେ ସାନଭାଇ ସେକ୍‌ ଆଲିଙ୍ଗିରଙ୍କ ସହ ପଶ୍ଚିମବଙ୍ଗକୁ ଫେରୁଥିଲେ। ଗୁରୁବାର ବିଳମ୍ବିତ ରାତିରେ ସୋରଠାରେ ବିଶ୍ରାମ ନେଇଥିଲେ। ହେଲେ ସେଠାରେ ସେ ଗୁରୁତର ହୋଇ ପଡିଥିଲେ। ତାଙ୍କୁ ସୋର ପୋଲିସ ଉଦ୍ଧାର କରି ସୋର ଡାକ୍ତରଖାନାରେ ଭର୍ତ୍ତି କରାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତେବେ ସେ କିଛି ବାଟ ଟ୍ରକରେ ଓ କିଛି ବାଟ ଚାଲିଚାଲି ଆସୁଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିସା ଷ୍ଟିଲ୍‌କୁ ସୁରକ୍ଷା ଦେଉଛି ଏସ୍‌ପିସିବି

ଯାଜପୁର ଅଫିସ୍‌/ଯାଜପୁର ଟାଉନ (ଡି.ଏନ୍‌.ଏ), ୬।୬: କଳିଙ୍ଗନଗର ଭିସା ଷ୍ଟିଲ୍‌ କାରଖାନା ବର୍ଜ୍ୟଜଳରେ ସାଇନାଇଡ, ଫେନଲ, ହେକ୍ସାଭାଲେଣ୍ଟ କ୍ରୋମିୟମ ଆବଶ୍ୟକତାଠାରୁ ଅଧିକ ରହିଛି ବୋଲି ରାଜ୍ୟ...

ସିଭିଲ୍‌ ହସ୍ପିଟାଲର ଅବସ୍ଥା କାଳକୋଠରୀଠାରୁ ଅଧିକ ଖରାପ: ଗୁଜରାଟ ହାଇକୋର୍ଟ

ଅହମଦାବାଦ,୨୪।୫: ଗୁଜରାଟରେ କରୋନା ମହାମାରୀ ଯୋଗୁ ପ୍ରତିଦିନ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଦେଶରେ କରୋନା ସଂକ୍ରମଣ ପ୍ରଭାବିତ ରାଜ୍ୟ ତାଲିକାରେ ଗୁଜରାଟ...

ଲେଉଟିବ ଶୀତ: ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୬।୧(ବ୍ୟୁରୋ): ରାଜ୍ୟରେ ପୁଣି ଥରେ ବଢ଼ିବ ଶୀତ। ସୋମବାରଠାରୁ ଶୀତର ପ୍ରକୋପ ବୃଦ୍ଧି ପାଇବା ସହ ଘନ କୁହୁଡ଼ି ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ...

ଜିଲା ପରିଷଦ ଉପନିର୍ବାଚନ: ବୁଥ୍‌ରେ ଗ୍ଲୋବ୍ସ, ମାସ୍କ ବ୍ୟବସ୍ଥା ନାହିଁ

କଟକ ସଦର,୨୧।୧୨(ଡି.ଏନ୍‌.ଏ.): ଆସନ୍ତା ୨୨ରେ କଟକ ଜିଲାପରିଷଦ ୭ନଂ. ଜୋନ୍‌ ଉପନିର୍ବାଚନ କୋଭିଡ୍‌ ଗାଇଡ୍‌ଲାଇନ୍‌ ଅନୁଯାୟୀ ଅନୁଷ୍ଠିତ ହେବ। ବୁଥ୍‌ରେ ସାମାଜିକ ଦୂରତା ସହ ଭୋଟରମାନଙ୍କ...

କର୍କଟ ରୋଗୀଙ୍କ ପିଇଟି, ସିଟି ସ୍କାନ୍‌ ଖର୍ଚ୍ଚ ସରକାର ବହନ କରିବେ: ହାଇକୋର୍ଟ

କଟକ ଅଫିସ, ୨୦।୧: ରାଜ୍ୟରେ କର୍କଟ ରୋଗରେ ପୀଡ଼ିତଙ୍କ ପାଇଁ ଏକ ଖୁସି ଖବର। କର୍କଟ ପୀଡ଼ିତଙ୍କ ପୋଜିଟ୍ରନ୍‌ ଏମିଶନ ଟୋମୋଗ୍ରାଫି(ପିଇଟି) ଏବଂ ଏକ୍ସ-ରେ କମ୍ପ୍ୟୁଟେଡ...

ମୁଖ୍ୟମନ୍ତ୍ରୀ କରୋନା ପଜିଟିଭ୍‌

ଭୋପାଳ, ୨୫।୭: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ରିପୋର୍ଟ ଆସିବା ପରେ ଶିବରାଜ ତାଙ୍କ ସହିତ...

ଆକାଉଣ୍ଟରୁ ଠକି ନେଲେ ୩ ଲକ୍ଷ

ବ୍ରହ୍ମପୁର ଅଫିସ,୩୧ା୭: ବ୍ରହ୍ମପୁର ସଦର ଥାନା ଅଧୀନ ଶକ୍ତିନଗର ତୃତୀୟ ଲାଇନ୍‌ ବାସିନ୍ଦା ରବିନାରାୟଣ ପଟ୍ଟନାୟକ ସାଇବର ଠକେଇର ଶିକାର ହୋଇଛନ୍ତି। ସାଇବର ଠକମାନେ ତାଙ୍କ...

ସ୍ତ୍ରୀଙ୍କ ନାଁରେ ପୁଅ ବିକ୍ରି ଅଭିଯୋଗ ଆଣିଲେ ସ୍ବାମୀ

ଟିଟିଲାଗଡ଼, ୨୭ା୭ (ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହର ପଦ୍ମନାଭପୁରର ଜଣେ ମହିଳା ନିଜ ଅଢ଼େଇ ବର୍ଷର ଶିଶୁପୁତ୍ରକୁ ବିକ୍ରି କରିଦେଇଥିବା ଅଭିଯୋଗ ହୋଇଛି।...

Advertisement
Archives

Model This Week