Posted inଜାତୀୟ

ହାଇଦ୍ରାବାଦ୍‌ ଏନ୍‌କାଉଣ୍ଟର ମାମଲାର ନ୍ୟାୟିକ ଯାଞ୍ଚ୍‌ ପାଇଁ ନିର୍ଦ୍ଦେଶ: ୬ ମାସ ମଧ୍ୟରେ ରିପୋର୍ଟ ଦାଖଲ

ନୂଆଦିଲ୍ଲୀ,୧୨।୧୨: ହାଇଦ୍ରାବାଦ୍‌ ଏନ୍‌କାଉଣ୍ଟର ମାମଲାର ନ୍ୟାୟିକ ଯାଞ୍ଚ୍‌ ପାଇଁ ନିର୍ଦ୍ଦେଶ ଗୁରୁବାର ସୁପ୍ରିମ୍‌କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏଥିପାଇଁ ଏକ ୩ ଜଣିଆ ଆୟୋଗ ଗଠନ କରାଯାଇଛି। ସୁପ୍ରିମ୍‌କୋର୍ଟର ପୂର୍ବତନ ବିଚାରପତି ବି.ଏସ୍‌. ସିରପୁରକରଙ୍କୁ ଆୟୋଗର ଅଧ୍ୟକ୍ଷ ନିଯୁକ୍ତ କରାଯାଇଛି। ଆୟୋଗରେ ବମ୍ବେ ହାଇକୋର୍ଟର ପୂର୍ବତନ ବିଚାରପତି ରେଖା ବଲଡୋଟା ଏବଂ ସିବିଆଇର ପୂର୍ବ ଚିଫ୍‌ କାର୍ତ୍ତିକେୟନଙ୍କୁ ସାମିଲ କରାଯାଇଛି। ଆୟୋଗ ୬ ମାସ ମଧ୍ୟରେ ରିପୋର୍ଟ ଦାଖଲ କରିବେ ବୋଲି ସର୍ବୋଚ୍ଚ ନ୍ୟାୟାଳୟଙ୍କ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ପରିସରରେ ରୋମାନ୍ସ କରିବା ପଡ଼ିଲା ମହଙ୍ଗା: ଭାଇରାଲ ଭିଡିଓ ପରେ ଶିକ୍ଷୟିତ୍ରୀ, ଶିକ୍ଷକଙ୍କୁ…

କନ୍ନୌଜ,୧୬।୭: ଉତ୍ତର ପ୍ରଦେଶର କନ୍ନୌଜ ଜିଲା ସୌରିଖ ବ୍ଲକସ୍ଥିତ ବଝେଡ଼ି କମ୍ପୋଜିଟ ବିଦ୍ୟାଳୟରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ବିଦ୍ୟାଳୟରେ କାର୍ଯ୍ୟରତ ଜଣେ ମହିଳା…

୯ କିଲୋ ଓଜନ କମିଲାଣି: ସୋନମ୍ ୱାଙ୍ଗଚୁକ୍‌ଙ୍କ ଆମରଣ ଅନଶନକୁ ନେଇ ଆଜି ଦିଲ୍ଲୀ ହାଇକୋର୍ଟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ, ୧୬।୭: ଜନ୍ତରମନ୍ତରଠାରେ ଅନଶନରେ ବସିଥିବା ବିଶିଷ୍ଟ ସମାଜସେବୀ ସୋନମ ଓ୍ୱାଙ୍ଗଚୁକଙ୍କ ବିଗୁଡ଼ୁଥିବା ସ୍ୱାସ୍ଥ୍ୟାବସ୍ଥାକୁ ନେଇ ଆସନ୍ତା ଗୁରୁବାର ଦିଲ୍ଲୀ ହାଇକୋର୍ଟ ଏକ ଜନସ୍ୱାର୍ଥ ମାମଲାର ଜରୁରୀ…

ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା, ଓଡ଼ିଆରେ ଲେଖିଲେ ଜୟ ଜଗନ୍ନାଥ

ନୂଆଦିଲ୍ଲୀ, ୧୬।୭: ଆଜି ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା। ଏଥିପାଇଁ ରଥ, ପଥ, ଭକ୍ତ ଏବଂ ସେବାୟତ ସମସ୍ତେ ପ୍ରସ୍ତୁତ ରହିଥିବା ବେଳେ କେବଳ ମହାପ୍ରଭୁଙ୍କୁ ଅପେକ୍ଷା। ମହାବାହୁ…

ତେଲ ବଜାରରେ ହଲଚଲ: ପେଟ୍ରୋଲରେ ଆଶ୍ୱସ୍ତି, ଡିଜେଲ ଦେଲା ଝଟ୍‌କା, ଲାଗୁ ହେଲା ନୂଆ ଦର

ନୂଆଦିଲ୍ଲୀ,୧୬।୭: ମିଡିଲ ଇଷ୍ଟ (ମଧ୍ୟ ପ୍ରାଚ୍ୟ)ରେ ଆମେରିକା ଏବଂ ଇରାନ ମଧ୍ୟରେ ଜାରି ରହିଥିବା ସାମରିକ ତିକ୍ତତା ମଧ୍ୟରେ ଆନ୍ତର୍ଜାତୀୟ ତେଲ ବଜାରରେ ବଡ଼ ଧରଣର ଅସ୍ଥିରତା…

‘କିଡନୀ ଦିଅ ନଚେତ୍‌ ମୃତ୍ୟୁ ଦିଅ’ ରାଷ୍ଟ୍ରପତିଙ୍କୁ ଚିଠି ଲେଖି ଗୁହାରୀ କଲେ ୫ ମହିଳା, ଜାଣନ୍ତୁ କାହିଁକି…

କୋଟା,୧୬।୭: ରାଜସ୍ଥାନର କୋଟାରୁ ଏକ ଅତ୍ୟନ୍ତ ଆବେଗପୂର୍ଣ୍ଣ ଏବଂ ଗମ୍ଭୀର ମାମଲା ସାମ୍ନାକୁ ଆସିଛି । କିଡନୀର ଗମ୍ଭୀର ରୋଗରେ ପୀଡ଼ିତ ହୋଇ ଡାକ୍ତରଖାନାରେ ଜୀବନ ସହ…

ଆଜି ଭକ୍ତ-ଭଗବାନ ଭେଟ: ଆଜି ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା

ପୁରୀ,୧୬ା୭(ଅଜିତ୍‌ କୁମାର ମହାନ୍ତି): ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଅର୍ଥାତ ଗୁରୁବାର ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା। ଏଥିପାଇଁ ରଥ, ପଥ, ଭକ୍ତ ଏବଂ ସେବାୟତ ସମସ୍ତେ ପ୍ରସ୍ତୁତ…

‘ମହାପ୍ରଭୁ ଜଗନ୍ନାଥ’ ଚଳଚ୍ଚିତ୍ର ଉପରେ ଅଙ୍କୁଶ ଲଗାଇଲେ କୋର୍ଟ, ଅନ୍ୟାଦେଶ ପର୍ଯ୍ୟନ୍ତ…

କଟକ,୧୫l୭(ପ୍ରଭୁକଲ୍ୟାଣ ପାଲ): ଆନିମେଟେଡ୍ ଚଳଚ୍ଚିତ୍ର (ମହାପ୍ରଭୁ ଜଗନ୍ନାଥ) ମୁକ୍ତିଲାଭ ଉପରେ ଅନ୍ତରୀଣ ଅଙ୍କୁଶ ଲଗାଇଛନ୍ତି ଓଡ଼ିଶା ହାଇକୋର୍ଟ। ଅନ୍ୟାଦେଶ ପର୍ଯ୍ୟନ୍ତ ଚଳଚ୍ଚିତ୍ର ପ୍ରଦର୍ଶନ ନ କରିବାକୁ ହାଇକୋର୍ଟଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri