Posted inଜାତୀୟ

ହାଇଦ୍ରାବାଦ୍‌ ଏନ୍‌କାଉଣ୍ଟର୍‌: ୪ ଅଭିଯୁକ୍ତଙ୍କ ମଧ୍ୟରୁ ୨ ଜଣଙ୍କ ବିରୋଧରେ ବଳାତ୍କାର ପରେ ୯ ମହିଳାଙ୍କୁ ଜଳାଇ ହତ୍ୟା ଅଭିଯୋଗ; ପୋଲିସ ପକ୍ଷରୁ ସୂଚନା

ହାଇଦ୍ରାବାଦ୍‌,୧୮।୧୨: ହାଇଦ୍ରାବାଦ୍‌ ଏନ୍‌କାଉଣ୍ଟର ମାମଲାରେ ସ୍ଥାନୀୟ ପୋଲିସ ପକ୍ଷରୁ ବିସ୍ଫୋରକ ବୟାନ ଦିଆଯାଇଛି। ଏନ୍‌କାଉଣ୍ଟର ହୋଇଥିବା ୪ ଅଭିଯୁକ୍ତଙ୍କ ମଧ୍ୟରୁ ୨ ଜଣଙ୍କ ବିରୋଧରେ ବଳାତ୍କାର ପରେ ୯ ମହିଳାଙ୍କୁ ଜଳାଇ ହତ୍ୟା କରିଥିବା ଅଭିଯୋଗ ରହିଥିବା ପୋଲିସ କହିଛି। ଅଭିଯୁକ୍ତ ଆରିଫ୍‌ଙ୍କ ବିରୋଧରେ ଏଭଳି ୬ଟି ମାମଲା ରହିଥିବାବେଳେ ଚେନ୍ନାକେସାବୁଲୁଙ୍କ ନାମରେ ୩ ମାମଲା ରହିଥିଲା ବୋଲି ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଘର ଭାଙ୍ଗୁଥିବା ମହିଳାଙ୍କୁ ପ୍ରଶ୍ରୟ ଦିଅନ୍ତୁ ନାହିଁ’: ପ୍ରେମିକାଙ୍କୁ ଧରି ବୁଲୁଥିବା ମାମୁ ଶ୍ୱଶୁର ଗୋବିନ୍ଦାଙ୍କ ବିରୋଧରେ ଏମିତି କହିଲେ…

ମୁମ୍ବାଇ: ବଲିଉଡର ଚର୍ଚ୍ଚିତ ଅଭିନେତା ଗୋବିନ୍ଦା, ତାଙ୍କ ପତ୍ନୀ ସୁନୀତା ଆହୁଜା ଏବଂ ଅଭିନେତ୍ରୀ କୋମଲ ରାନୀଙ୍କୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଏବେ ଗୋବିନ୍ଦାଙ୍କ ଭାଣେଜୀ-ବୋହୂ…

ତରକାରୀ ମାଗିବା ବାହାନାରେ ୫ ମାସର ଗର୍ଭବତୀ ଭାଇବୋହୂଙ୍କୁ ବଳାତ୍କାର! ଦେଢ଼ଶୁର ଗିରଫ

ପାଟଣା, ୨୩।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ପବିତ୍ର ପାରିବାରିକ ସମ୍ପର୍କକୁ ନେଇ ଏକ ସଙ୍ଗିନ ଓ କଳଙ୍କିତ ଅଭିଯୋଗ ସାମ୍ନାକୁ…

କିଛି ଘଣ୍ଟାରେ ସ୍ଥଳଭାଗ ଛୁଇଁବ ଗଭୀର ଅବପାତ; ଏହି ସ୍ଥାନରେ ହେବ ଲ୍ୟାଣ୍ଡଫଲ୍! ୫୦ରୁ ୬୦ କିମି ବେଗରେ ବହିବ ପବନ

ଭୁବନେଶ୍ବର,୨୩ା୯: ସ୍ଥଳଭାଗ ଆଡକୁ ମାଡ଼ିଆସୁଛି ଗଭୀର ଅବପାତ । ଗତ ୬ ଘଣ୍ଟା ଧରି ୭କିମି ବେଗରେ ସ୍ଥଳଭାଗ ମୁହାଁ ହେଉଛି । ଏପଟେ ବର୍ଷାର ପରିମାଣ…

ହୃଦୟବିଦାରକ! ଜନ୍ମ ଦେଇ କେନାଲରେ ଫିଙ୍ଗିଦେଲେ, ଧାନ ବିଲରୁ ଶିଶୁ କନ୍ୟାର ମୃତଦେହ ଉଦ୍ଧାର

ଅତାବିରା, ୨୩/୯ (ଯୁଧିଷ୍ଠିର ମହାପାତ୍ର): ପୁଣି ସାମ୍ନାକୁ ଆସିଛି ମାନବିକତାକୁ ଲଜ୍ଜିତ କଲା ଭଳି ଏକ କରୁଣ ଓ ହୃଦୟବିଦାରକ ଚିତ୍ର। ଧାନ ବିଲର ଅଳିଆ ଆବର୍ଜନା…

ପାକିସ୍ତାନରେ ହଇଚଇ! ସାଧାରଣ ଚିକିତ୍ସା ପରେ ପିଲାଙ୍କ HIV ରିପୋର୍ଟ ପଜିଟିଭ୍, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମବାଦ,୨୩।୯: ପାକିସ୍ତାନରେ ଅନେକ ପରିବାର ପାଇଁ ପିଲାଙ୍କ ସାଧାରଣ ଚିକିତ୍ସା ପରେ ସାମ୍ନାକୁ ଆସିଥିବା HIV ପଜିଟିଭ୍ ରିପୋର୍ଟ ଚିନ୍ତାର କାରଣ ପାଲଟିଛି । NPRର ଏକ…

ବାଫ୍ଲା ମାଳି ଖଣି ପ୍ରଭାବିତ ଅଞ୍ଚଳରେ ବିକାଶର ନଗ୍ନ ଚିତ୍ର: ଉପରେ ଚାଲିଛି ଖଣି, ତଳେ ରାସ୍ତା ନାହିଁ; ପ୍ରଶାସନର ଅବହେଳା ପରେ…

ଥୁଆମୂଳ ରାମପୁର/କାଶୀପୁର, ୨୩।୯ (ଦୁର୍ଗା କୀର୍ତ୍ତି/ ପ୍ରଫୁଲ୍ଲ ବେହେରା): ଗୋଟିଏ ପଟେ ବାଫ୍ଲା ମାଳି ପାହାଡ଼ ଉପରେ ବାକ୍ସାଇଟ୍ ଖଣି ଖନନ କରି କୋଟି କୋଟି ଟଙ୍କାର…

ହର୍ମୁଜରେ ଜାହାଜ ଉପରେ ବଡ଼ ଧରଣର ଆକ୍ରମଣ, ଚାଲିଗଲା ଭାରତୀୟ ନାବିକଙ୍କ ଜୀବନ

ଓମାନ,୨୩।୯: ଓମାନ ଉପକୂଳ ନିକଟ ହର୍ମୁଜ୍ ଅଞ୍ଚଳରେ ଭାରତ ଆସୁଥିବା ଏକ ମାଲବାହୀ ଜାହାଜ ଉପରେ ଟର୍ପିଡୋ ଆକ୍ରମଣ ହୋଇଛି । ଏହି ଆକ୍ରମଣରେ ଉତ୍ତରପ୍ରଦେଶର ଦେବରିଆ…

ବଡ଼ ବିପଦ! ଭାରତରେ ଜୀବନ ନେଇପାରେ ତାତି, ଯାଇପାରେ ୪.୫ ଲକ୍ଷରୁ ଅଧିକ ଜୀବନ

ନୂଆଦିଲ୍ଲୀ,୨୩।୯: ଶକ୍ତିଶାଳୀ ଏଲ୍‌ ନିନୋକୁ ନେଇ ଜଳବାୟୁ ବିଶେଷଜ୍ଞମାନେ ବଡ଼ ଚେତାବନୀ ଦେଇଛନ୍ତି । ଏକ ନୂଆ ଆକଳନ ଅନୁସାରେ, ଆଗାମୀ ୬ ମାସରେ ଏହି କାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?