Posted inଜାତୀୟ

ହାଇଦ୍ରାବାଦ୍‌ ଘଟଣା ପରେ ସୁରକ୍ଷା ଆପ୍‌ ଡାଉନଲୋଡ୍‌ କରିଛନ୍ତି ଲକ୍ଷେ ୩୦ ହଜାର: ୭ ସେକେଣ୍ଡରେ ମିଳିବ ଉତ୍ତର

ବେଙ୍ଗାଲୁରୁ,୧୧।୧୨: ହାଇଦ୍ରାବାଦ୍‌ ଘଟଣା ପରେ ବେଙ୍ଗାଲୁରୁରେ ଲକ୍ଷେ ୩୦ ହଜାର ଲୋକ ସୁରକ୍ଷା ଆପ୍‌ ଡାଉନଲୋଡ୍‌ କରିଛନ୍ତି। ଏନେଇ ବେଙ୍ଗାଲୁରୁ ପୋଲିସ ଡେପୁଟି କମିଶନର କୁଲଦୀପ୍‌ ଜୈନ କହିଛନ୍ତି ଏହି ଆପ୍‌ ଦ୍ୱାରା ସହାୟତା ଲୋଡୁଥିବା ବ୍ୟକ୍ତିଙ୍କୁ ୭ ସେକେଣ୍ଡ ମଧ୍ୟର ଉତ୍ତର ମିଳିପାରିବ। ସୁରକ୍ଷା ଲାଗି ୨୦୧୭ରେ ବେଙ୍ଗାଲୁରୁ ପୋଲିସ ପକ୍ଷରୁ ଏହି ଆପ୍‌ର ପ୍ରଚଳନ କରାଯାଇଥିଲା। ଇତିମଧ୍ୟରେ ୨ ଲକ୍ଷ ୮୦ ହଜାର ଲୋକ ଏହାକୁ ଡାଉନ୍‌ଲୋଡ୍‌ କରିଛନ୍ତି। ସୂଚନାଯୋଗ୍ୟ, ଡିସେମ୍ବର ୩ରେ ବେଙ୍ଗାଲୁରୁ ପୋଲିସ କମିଶନର ଭାସ୍କର ରାଓ ଏହି ଆପ୍‌ ଡାଉନଲୋଡ୍‌ କରିବା ପାଇଁ ଲୋକଙ୍କୁ ପରାମର୍ଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଲ୍‌ଏସିରେ ଭିତ୍ତିଭୂମି ବିକାଶକୁ ଗୁରୁତ୍ୱ

ନୂଆଦିଲ୍ଲୀ,୮।୭: ସୀମା ବିବାଦକୁ ନେଇ ପୂର୍ବ ଲଦାଖର ଗଲ୍‌ଓ୍ବାନ୍‌ ଉପତ୍ୟକାରେ ଭାରତ ଓ ଚାଇନା ସୈନ୍ୟ ମଧ୍ୟରେ ରକ୍ତାକ୍ତ ସଂଘର୍ଷ ପରେ ଏବେ ଏଲ୍‌ଏସିକୁ ଲାଗି...

ସୁଶାନ୍ତ, ଅଙ୍କିତାଙ୍କ ମଧ୍ୟରେ କାହିଁକି ହୋଇଥିଲା ବ୍ରେକ୍‌ଅପ୍‌

ଅଭିନେତା ସୁଶାନ୍ତ ସିଂ ରାଜପୁତ ଆତ୍ମହତ୍ୟା ମାମଲାରେ ମଧ୍ୟ ରାଜନୀତି ଆରମ୍ଭ ହୋଇଛି। ବିହାର ଏବଂ ମହାରାଷ୍ଟ୍ର ସରକାର ଏହି ପ୍ରସଙ୍ଗରେ ମୁହାଁମୁହିଁ ହୋଇଛନ୍ତି। ଶିବସେନା...

ଜୁଡିସିଆଲ ଭିଷ୍ଟା ଉପରେ ନିଷ୍ପତ୍ତି ଜଣାଅ

ନୂଆଦିଲ୍ଲୀ,୨୬।୪: ସୁପ୍ରିମକୋର୍ଟ ଭଲ ଭାବେ କାର୍ଯ୍ୟ କରିବା ଲାଗି ‘ଜୁଡିସିଆଲ୍‌ ଭିଷ୍ଟା ନିର୍ମାଣ ଉପରେ ସର୍ବୋଚ୍ଚ ଅଦାଲତ ସୋମବାର କେନ୍ଦ୍ର ସରକାରଙ୍କ ଆଭିମୁଖ୍ୟ ଜାଣିବାକୁ ଚାହିଁଛନ୍ତି।...

ପ୍ଲାଟଫର୍ମରେ ଅଯଥା ଗହଳି କରୁଥିବା ଯାତ୍ରୀଙ୍କୁ ଭୁକି ତାଗିଦ୍‌ କରୁଛି କୁକୁର: ଭିଡ଼ିଓ ଭାଇରାଲ

ଚେନ୍ନାଇ,୧୯।୧୧: ପ୍ଲାଟଫର୍ମର ସୁରକ୍ଷା ଦାୟିତ୍ୱ ଆର୍‌ପିଏଫ୍‌ ଉପରେ ନ୍ୟସ୍ତ ରହିଥାଏ। ତେବେ ଚେନ୍ନାଇରେ ପ୍ଲାଟଫର୍ମରେ ଅଯଥା ଗହଳି କରୁଥିବା ଯାତ୍ରୀଙ୍କୁ ଭୁକି ତାଗିଦ୍‌ କରୁଛି ଏକ...

ଜନାଦେଶକୁ ସ୍ବୀକାର କଲେ ରାହୁଲ

ନୂଆଦିଲ୍ଲୀ,୨।୫: ୪ ରାଜ୍ୟ ଏବଂ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳରେ ହୋଇଥିବା ବିଧାନସଭା ନିର୍ବାଚନରେ କଂଗ୍ରେସ ନୈରାଶ୍ୟଜନକ ପ୍ରଦର୍ଶନ କରିଛି। ଜନାଦେଶକୁ ବିନମ୍ରତାର ସହ ଗ୍ରହଣ...

ମାର୍ଚ୍ଚ ୧୪ ପର୍ଯ୍ୟନ୍ତ ସ୍କୁଲ, କଲେଜ ବନ୍ଦ

ପୁଣେ,୨୮।୨: ଦେଶରେ କରୋନା ଆତଙ୍କ ଯୋଗୁ ପୁଣି କୋକୁଆ ଭୟ ସୃଷ୍ଟି ହୋଇଛି। ମହାରାଷ୍ଟ୍ରର କେତେକ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁଦିନ ବଢ଼ି ଚାଲିଛି।...

ଦିଲ୍ଲୀରୁ ଆତଙ୍କବାଦୀ ଗିରଫ

ଶ୍ରୀନଗର,୫।୨: ଦିଲ୍ଲୀ ବିମାନବନ୍ଦରରୁ ଶୁକ୍ରବାର ଜୈଶ-ଏ-ମହମ୍ମଦ ସହିତ ଜଡିତ ଜଣେ ଆତଙ୍କବାଦୀଙ୍କୁ ଜମ୍ମୁ-କଶ୍ମୀର ପୋଲିସ ଗିରଫ କରିଛି। ଗିରଫ ଆତଙ୍କବାଦୀ ହେଲେ ମୁନୀବ ଅହମଦ ସୋଫି।...

‘ପଞ୍ଜାବରେ ଭାଜପା ସହ ମିଶି ସରକାର କରିବୁ’

ଚଣ୍ଡିଗଡ଼, ୨୯।୧୧: ଭାଜପା ଏବଂ ଅକାଳୀ ଦଳର ଗୋଟିଏ ଗୋଷ୍ଠୀ ସହ ମିଶି ପଞ୍ଜାବରେ ପରବର୍ତ୍ତୀ ସରକାର ଗଢ଼ିବୁ। ହରିୟାଣା ମୁଖ୍ୟମନ୍ତ୍ରୀ ମନୋହରଲାଲ ଖଟ୍ଟାରଙ୍କ ସହ...

Advertisement
Archives

Model This Week