ହାଉସ୍‌ଫୁଲ୍‌-୪

ଭୁବନେଶ୍ୱର,୫ା୧୦(ବ୍ୟୁରୋ): ଆସନ୍ତା ଅକ୍ଟୋବର ୨୫ରେ ରିଲିଜ ହେବ ହିନ୍ଦୀ କମେଡି ଫିଲ୍ମ ‘ହାଉସ୍‌ଫୁଲ୍‌ ୪’। ‘ହାଉସଫୁଲ୍‌’ ସିରିଜର ଏହି ବହୁ ପ୍ରତୀକ୍ଷିତ ଫିଲ୍ମ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ଭାଗ ପରେ କିଛି ନୂଆ ଓ ଭିନ୍ନ କନ୍‌ସେପ୍ଟ ନେଇ ପରଦାକୁ ଆସୁଛି। ନିକଟରେ ଫିଲ୍ମର ଟ୍ରେଲର ରିଲିଜ ହୋଇଥିବା ବେଳେ ଦୀପାବଳି ପୂର୍ବରୁ ଫିଲ୍ମ ମୁକ୍ତିଲାଭ କରିବ। ସାଜିଦ ଖାନ୍‌ଙ୍କ ନିର୍ଦ୍ଦେଶିତ ହାଉସଫୁଲ୍‌ ୪ରେ ପୁଣିଥରେ ଅକ୍ଷୟ କୁମାର ଦମ୍‌ଦାର କମେଡି ନେଇ ଲୋକଙ୍କ ନିକଟକୁ ଆସିବେ। ଏହାଛଡା ରିତେଶ ଦେଶମୁଖ, ବବି ଦେଓଲଙ୍କ ସହ ଫିମେଲ୍‌ ଲିଡ୍‌ରେ କ୍ରିତି ସାନନ, ପୂଜା ହେଗ୍‌ଡେ ଏବଂ କ୍ରିତି ଖର୍‌ବନ୍ଦାଙ୍କୁ ଦେଖିବାକୁ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

‘ଦୀକ୍ଷା ଆପ୍‌’ରେ ପାଠ ପଢ଼ିବେ ଦଶମ ଶ୍ରେଣୀ ପିଲା

ଭୁବନେଶ୍ୱର, ୮।୪(ବ୍ୟୁରୋ): କରୋନା ଯୋଗୁ ସବୁକିଛି ବନ୍ଦ ହୋଇଯିବା ପରେ ପିଲାମାନଙ୍କ ପାଠପଢ଼ା ସମ୍ପୂର୍ଣ୍ଣ ଠପ୍‌ ହୋଇଯାଇଛି। ସ୍କୁଲ, କଲେଜ ବନ୍ଦ ହେବାପରେ ଆଗକୁ ପିଲାଙ୍କ...

ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀରୁ ପାଣି ଉଠାଇଲେ କାଉଡ଼ିଆ

କୋଣାର୍କ, ୨୮।୭(ଡି.ଏନ୍‌.ଏ.)-ମାନସିକ ବ୍ରତକୁ ସଫଳ କରିବା ନେଇ ହଜାର ହଜାର କାଉଡ଼ିଆ ରବିବାର ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀରୁ ପାଣିଭାର ଉଠାଇ ଶୈବପୀଠ ଅଭିମୂଖେ ଯାତ୍ରା ଆରମ୍ଭ...

ସୁପ୍ରିମକୋର୍ଟରେ ରଥଯାତ୍ରା ଶୁଣାଣି: ପକ୍ଷଭୁକ୍ତ ହେଲେ ରାଜ୍ୟ ସରକାର

ଭୁବନେଶ୍ୱର,୨୨ା୬(ବ୍ୟୁରୋ): ସୁପ୍ରିମକୋର୍ଟରେ ବର୍ତ୍ତମାନ ଜଣିକିଆ ବେଞ୍ଚରେ ରଥଯାତ୍ରା ପ୍ରସଙ୍ଗକୁ ନେଇ  ଶୁଣାଣି ଆରମ୍ଭ ହୋଇଛି। ଏହି ମାମଲାରେ ରାଜ୍ୟ ସରକାର ପକ୍ଷଭୁକ୍ତ ହୋଇଛନ୍ତି। ରାଜ୍ୟ ସରକାରଙ୍କ...

୯ରେ ବିଧାନସଭା ଘେରାଉ କରିବ ଭାଜପା ଯୁବମୋର୍ଚ୍ଚା

ଭୁବନେଶ୍ବର,୮।୧୨(ବ୍ୟୁରୋ): ଭାଜପା ଯୁବମୋର୍ଚ୍ଚା ଡିସେମ୍ବର ୯ରେ ବିଧାନସଭା ଘେରାଉ କରିବ । ମମିତା ମେହେରଙ୍କୁ ନ୍ୟାୟ ଦେବା ଦାବିରେ ଏଭଳି ପ୍ରତିବାଦ କରାଯିବ। ଆନ୍ଦୋଳନରେ ଓଡ଼ଶାର...

କଠୋର ହେଲା ବିଏମ୍‌ସି: ଏଣିକି ମାସ୍କ ନ ପିନ୍ଧିଲେ କିଛି ମିଳିବ ନାହିଁ

ଭୁବନେଶ୍ୱର,୧୬।୭(ବ୍ୟୁରୋ): ଦିନକୁ ଦିନ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ସେଥିରୁ ସର୍ବାଧିକ ଆକ୍ରାନ୍ତ ଖୋର୍ଦ୍ଧା ଜିଲାରୁ ଚିହ୍ନଟ ହେଉଛନ୍ତି। ଏହାକୁ ଦୃଷ୍ଟିରେ...

ରାଜ୍ୟର ଏସବୁ ସ୍ଥାନରେ ବର୍ଷା ସମ୍ଭାବନା: ଗ୍ରୀଷ୍ମ ପ୍ରବାହରୁ ମିଳିବ ତ୍ରାହି

ଭୁବନେଶ୍ୱର,୨୮।୪(ବ୍ୟୁରୋ): ରାଜ୍ୟର କେତେକ ଜିଲାରେ ବୁଧବାର ବର୍ଷା ହେବାର ସମ୍ଭାବନା ରହିଛି। ସ୍ବଳ୍ପ ଓ ମଧ୍ୟମଧରଣର ବର୍ଷା ସହ ଘଡ଼ଘଡ଼ି ମାରିପାରେ ବୋଲି ପାଣିପାଗ ବିଭାଗ...

ହାତୀ,ବନ୍ୟପ୍ରାଣୀଙ୍କ ମୃତ୍ୟୁ ନେଇ ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର

ଭୁବନେଶ୍ବର, ୨୪ା୩(ବ୍ୟୁରୋ):ଓଡ଼ିଶାରେ ହାତୀ ଓ ବନ୍ୟାପ୍ରାଣୀଙ୍କ ମୃତ୍ୟୁକୁ ନେଇ ଚିନ୍ତାପ୍ରକଟ କରିବା ସହ ସେମାନଙ୍କ ସୁରକ୍ଷା ଓ ସଂରକ୍ଷଣ ପାଇଁ ପଦକ୍ଷେପ ନେବା ନିମନ୍ତେ ମୁଖ୍ୟମନ୍ତ୍ରୀ...

ରାଜଧାନୀରେ ବଟି ଆଦାୟ, ୪ ଗିରଫ

କଟକ ରୋଡ,୫|୯(ଡି.ଏନ୍‌.ଏ.) – ଭୁବନେଶ୍ୱର ରାଜ୍ୟ ସଂଗ୍ରହାଳୟ ନିକଟ କଳ୍ପନା ଛକସ୍ଥିତ ପୁରୀ ବସଷ୍ଟାଣ୍ଡରୁ ବଟି ଆଦାୟ ଅଭିଯୋଗରେ ବଡ଼ଗଡ଼ ପୋଲିସ ବୁଧବାର ୪ଅଭିଯୁକ୍ତଙ୍କୁ ଗିରଫ...

Advertisement
Archives

Model This Week