ହାଉସ୍‌ବୋଟ୍‌ରେ ହେବ ଆଇସୋଲେଶନ୍‌ ଓ୍ବାର୍ଡ !

ଆଲପ୍ପୁଝା,୧୫।୪: କରୋନା ସଂକ୍ରମଣକୁ ଦୂରେଇବା ପାଇଁ କେରଳରେ ବହୁବିଧ ସଚେତନତା ଏବଂ ସ୍ବାସ୍ଥ୍ୟ ସେବା ଉପରେ ଗୁରୁତ୍ୱ ଦିଆଯାଉଛି। କେରଳରେ ସଫଳତାର ସହିତ କରୋନା ମୁକାବିଲା ଜାରି ରହିଛି। ଫଳରେ ଏଠାରେ ନୂଆ ସଂକ୍ରମିତ ସଂଖ୍ୟାରେ ବୃଦ୍ଧି ଘଟୁ ନାହିଁ। ଆଲପ୍ପୁଝା ଜିଲାରେ କରୋନା ମୁକାବିଲା ବେଶ୍‌ ଉଲ୍ଲେଖନୀୟ ସାବସ୍ତ୍ୟ ହୋଇଛି। ସ୍ଥାନୀୟ ଜିଲାପାଳ ଏମ୍‌. ଅଞ୍ଜନା କହିଛନ୍ତି ଯେ, ଆବଶ୍ୟକ ପଡ଼ିଲେ ହାଉସ୍‌ବୋଟ୍‌ରେ ଆଇସୋଲେଶନ୍‌ ଓ୍ବାର୍ଡ କରାଯିବ। ସୂଚନାଯୋଗ୍ୟ, କେରଳର ପର୍ଯ୍ୟଟନ ଶିଳ୍ପରେ ହାଉସ୍‌ବୋଟ୍‌ ସ୍ବତନ୍ତ୍ର ସ୍ଥାନ ରହିଛି। ପ୍ରତିବର୍ଷ ବହୁ ପର୍ଯ୍ୟଟକ ହାଉସ୍‌ବୋଟ୍‌ରେ ରହିବାକୁ ଆସିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ତ୍ରୀଙ୍କ ଜିଲା ହସ୍ପିଟାଲ ଗସ୍ତ ସମୟରେ ମୃତ ମହିଳାଙ୍କ ଚିକିତ୍ସା କରୁଥିଲେ ଡାକ୍ତର…

ଚିତ୍ରକୂଟ, ୧।୫ : ଉତ୍ତରପ୍ରଦେଶରେ ଚିତ୍ରକୂଟ ମଣ୍ଡଳର ଦାୟିତ୍ୱରେ ଥିବା ମନ୍ତ୍ରୀ ଜୟବୀର ସିଂ ରବିବାର ସ୍ଥାନୀୟ ଜିଲା ହସ୍ପିଟାଲ ଅଚାନକ ଗସ୍ତ କରିଥିଲେ। ଏହି...

ସରକାରଙ୍କୁ ମିଳିଲା ସ୍ବିସ୍‌ ବ୍ୟାଙ୍କ ଜମାକାରୀଙ୍କ ତାଲିକା: ଖୋଲିବ କଳାଧନ କୁବେରଙ୍କ ଗୁମର

ବର୍ନ/ନୂଆଦିଲ୍ଲୀ,୭।୧୦: ବିଦେଶରେ କଳାଧନ ରଖିଥିବା ଜମାକାରୀଙ୍କ ଏକ ତାଲିକା ଭାରତ ସରକାରଙ୍କ ହସ୍ତଗତ ହୋଇଛି। ଏହି ମାମଲାରେ ମୋଦି ସରକାରଙ୍କୁ ଏକ ବଡ଼ ସଫଳତା ମିଳିଥିବା...

ଆଖୁ ଜମିରେ କାମ କରିବା ଲାଗି ୩ ବର୍ଷରେ କଢ଼ାଯାଇଛି ୪ ହଜାରରୁ ଅଧିକ ମହିଳାଙ୍କ ଗର୍ଭାଶୟ: ସରକାର ଦେଲେ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୯।୬: ମହାରାଷ୍ଟ୍ର ବିଡ୍‌ ଜିଲାରେ ଆଖୁ ଜମିରେ କାମ କରିବା ପାଇଁ ମହିଳାଙ୍କ ଗର୍ଭାଶୟ କଢ଼ାଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗ ଆଧାରରେ ଏହାର ତଦନ୍ତ ପାଇଁ...

ଯାହା ପାଖକୁ ଯାଇଛି ତାକୁ ସର୍ବସ୍ବାନ୍ତ କରିଛି କୋହୀନୂର…

କୋହୀନୂର ହୀରା। ନୀଳ ରଙ୍ଗର ଏହି ହୀରା ସଭିଙ୍କୁ ଆକର୍ଷିତ କରିଥାଏ । ଉର୍ଦ୍ଦୁ ଭାଷାରେ ଏହାର ଅର୍ଥ ଔଜ୍ଜଲ୍ୟର ପାହାଡ଼। ତେବେ ଏହା ଯାହା...

ମୂଷା ନେଇଗଲା ଅପମିଶ୍ରିତ ମଦ ପେଟି ମାମଲାର ହେବ ତଦନ୍ତ

ଲକ୍ଷ୍ନୌ,୨୮।୩ : ଜବତ ହୋଇଥିବା ଅପମିଶ୍ରିତ ମଦ ପେଟି ଷ୍ଟ୍ରଙ୍ଗରୁମରୁ ଉଭାନ ହୋଇଯିବା ପଛରେ ମୂଷାମାନଙ୍କ ହାତ ଥିବା ଉତ୍ତର ପ୍ରଦେଶର ଇଟା ଜିଲାର ସ୍ଥାନୀୟ...

ମିଶନ ଏୟାରଲିଫ୍ଟ: ଇରାନରୁ ସ୍ବଦେଶ ଫେରିଲେ ଭାରତୀୟ; ଏବେ ବି ରହିଛନ୍ତି ୬ ହଜାର

ନୂଆଦିଲ୍ଲୀ,୧୫।୩: ଇରାନରେ ଥିବା ୨୩୪ ଭାରତୀୟ ସ୍ବଦେଶ ଫେରିଛନ୍ତି। ସେମାନଙ୍କ ମଧ୍ୟରେ ୧୩୧ ଜଣ ଛାତ୍ର ଥିବାବେଳେ ୧୦୩ଜଣ ତୀର୍ଥଯାତ୍ରୀ ରହିଛନ୍ତି। ଏବେ ମଧ୍ୟ ଇରାନରେ...

୨୦୦୨ ଦଙ୍ଗାର ଶିକାର ହୋଇଥିବା ବିଲକିସ ବାନୋଙ୍କୁ ମିଳିବ ୫୦ଲକ୍ଷ ଟଙ୍କା ସହାୟତା

ନୂଆଦିଲ୍ଲୀ,୨୩।୪: ୨୦୦୨ ଗୁଜରାଟ ଦଙ୍ଗାର ଶିକାର ହୋଇଥିବା ବିଲକିସ ବାନୋଙ୍କୁ ରାଜ୍ୟ ସରକାର ୫୦ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରିବାକୁ ମଙ୍ଗଳବାର ସୁପ୍ରିମକୋର୍ଟ...

ଉନ୍ନାଓ୍ବରେ ପୁଣି ତାତି: ଏକତରଫା ପ୍ରେମରେ ବିଫଳ ହୋଇ ମୁସଲମାନ୍‌ ଯୁବତୀ ରୋହିତଙ୍କ ଉପରେ କଲେ ଏସିଡ୍‌ ମାଡ଼

ଉନ୍ନାଓ୍ବ,୨୯।୧: ଉତ୍ତରପ୍ରଦେଶ ଉନ୍ନାଓ୍ବ ବିଭିନ୍ନ ଆପରାଧୀକ ମାମଲା ଯୋଗୁ ଚର୍ଚ୍ଚାରେ ରହି ଆସିଛି। ସମ୍ପ୍ରତି ଏଠାରେ ଜଣେ ମୁସଲମାନ୍‌ ଯୁବତୀ ଏକ ତରଫା ପ୍ରେମରେ ବିଫଳ...

Advertisement
Archives

Model This Week