ହାଜିପୁର ମଣ୍ଡଳ ଭାଜପାର ସାଙ୍ଗଠନିକ ବୈଠକ: ସିଏଏ ସମ୍ପର୍କରେ ଲୋକଙ୍କୁ ସଚେତନ କରିବାକୁ ନିଷ୍ପତ୍ତି

ବାଲିଆ,୧୩ା୧: ବିରିଡ଼ି ବ୍ଲକ ଅଧୀନ ହାଜିପୁର ମଣ୍ଡଳ ଭାଜପାର ଏକ ସାଙ୍ଗଠନିକ ବୈଠକ ଅଲାଣ୍ଡୋସ୍ଥିତ ଜାଗୁଳାଇ ମନ୍ଦିର ପ୍ରାଙ୍ଗଣରେ ରବିବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ମଣ୍ଡଳର ନୂତନ ସଭାପତି ସୁଦର୍ଶନ ପଣ୍ଡା ସଭାପତିତ୍ୱ କରିଥିଲେ। ମଣ୍ଡଳ ପ୍ରଭାରୀ ତଥା ଜିଲା କୃଷକମୋର୍ଚ୍ଚା ଉପସଭାପତି ବୈଷ୍ଣବ ଚରଣ ଜେନା, ଜିଲା ଉପସଭାପତି ସୁଧାକର ସ୍ବାଇଁ, ପୂର୍ବତନ ସଭାପତି ଶିଶିର ମହାନ୍ତି, ବନମାଳି ବେହେରା, ବନବିହାରି ଜେନା, ଦିପ୍ତୀପ୍ରସାଦ ପରିଜା ପ୍ରମୁଖ ଯୋଗଦେଇ(ସିଟିଜେନଶିପ୍‌ ଆମେଣ୍ଟମେଣ୍ଟ୍‌ ଆକ୍ଟ)ସିଏଏ ସପକ୍ଷରେ ଆଲୋଚନା କରିଥିଲେ। କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରଚଳିତ ସିଏଏ ଲୋକସଭା ଓ ରାଜ୍ୟ ସଭାରେ ପରିତ ହୋଇଥିବାରୁ ଏହାର ଜନହିତକର ଉଦେଶ୍ୟ ଜନସାଧାରଣଙ୍କ ପାଖରେ ପହଞ୍ଚାଇବା ପାଇଁ ନିଷ୍ପତ୍ତି ହୋଇଥିଲା। ବାମଦେବ ମଲ୍ଲିକ, ତୋଫାନ ବିଶ୍ୱାଳ, ସନାତାନ ନାଥ, କୈଳାସ ଚନ୍ଦ୍ର ବେହେରା, ପ୍ରଭାକର ସ୍ବାଇଁ, ଲକ୍ଷ୍ମୀଧର ସ୍ବାଇଁ, ଯୁଧିଷ୍ଠିର ମହାପାତ୍ର, ବନମାଳି ବେହେରା, ଜନ୍ମଜୟ ଚୌଧୁରୀ, ଧୋବେଇ ପ୍ରଧାନ, ଜ୍ଞାନରଞ୍ଜନ ଦାସ, କାଞ୍ଚନ ଭୋଇ, ସୁଦାମ ଚରଣ ପ୍ରଧାନ, ଶରତ ଚନ୍ଦ୍ର ସ୍ବାଇଁ, ରତନ ପ୍ରସାଦ ରାଉତ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ ଉପରକୁ ଗୁଳିମାଡ଼: ଚାଲିଗଲା ଫୁଟବଲ୍‌ ଖେଳାଳିଙ୍କ ଜୀବନ

ଘାନା,୧୩ା୪: ଡକାୟତଙ୍କ ଆକ୍ରମଣରେ ଘାନାନିଆନ ପ୍ରିିମିୟର ଲିଗ୍‌ କ୍ଲବର ଫୁଟବଲ ଖେଳାଳି ବେରେକୁମ୍‌ ଚେଲ୍‌ସୀର ଡୋମିନିକ୍‌ ଫ୍ରିମ୍‌ପଙ୍ଗ୍‌ ନିହତ ହୋଇଛନ୍ତି। କ୍ଲବ ସୂତ୍ରରୁ ପ୍ରକାଶ ଘାନାର ଦକ୍ଷିଣାଞ୍ଚଳରେ…

ଏହି କାର୍ଯ୍ୟ ପାଇଁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ କଠୋର ଦଣ୍ଡ ଦେଲା BCCI, ମ୍ୟାଚ ସମୟରେ ଏମିତି କ’ଣ କଲେ ଅଧିନାୟକ

ନୂଆଦିଲ୍ଲୀ,୧୩।୪: ରବିବାର ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ରନ ଦୃଷ୍ଟିରୁ ଐତିହାସିକ ଥିଲା। ଏହି ମ୍ୟାଚ ମଧ୍ୟ ବିବାଦରେ ଫସି…

ପାରମ୍ପରିକ ଖାଦ୍ୟକୁ ନେଇ ପ୍ରତିଯୋଗିତା: ପ୍ରଥମ ସ୍ଥାନରେ ଆନନ୍ଦମୟୀ….

ଦାରିଙ୍ଗବାଡି, ୧୩ା୪ (ଅରୁଣ ସାହୁ): ଦାରିଙ୍ଗବାଡି ବ୍ଲକ୍‌ କାର୍ଯ୍ୟାଳୟ ପରିସର ମଧ୍ୟରେ ସୋମବାର ଓଡ଼ିଆ ପକ୍ଷ ଅବସରରେ ଆମ ରୁଚି ଆମ ଖାଦ୍ୟ କାର୍ଯ୍ୟକ୍ରମ ବିଡ଼ିଓ ପ୍ରୀତିରଞ୍ଜନ…

ମାଲକାନଗିରି କୋର୍ଟର ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ମାଲକାନଗିରି,୧୩ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା କୋର୍ଟକୁ ଏକ ଅଜ୍ଞାତ ମେଲ୍‌ରୁ ସୋମବାର ବୋମା ଧମକ ମିଳିଛି। କୋର୍ଟକୁ ବୋମାରେ ଉଡ଼ାଇ ଦେବାକୁ ଧମକ ମିଳିବା ପରେ ଅଞ୍ଚଳରେ…

ସ୍ତ୍ରୀଙ୍କୁ ହତ୍ୟା ପରେ ପାଇଖାନା ଟାଙ୍କିରେ ଲୁଚେଇ ରଖିଥିଲେ ସ୍ବାମୀ ଗୁମର ଖୋଲିଲା ୪ ବର୍ଷର ପୁଅ

ରାଇଘର,୧୩।୪ (କିରଣ ପଟ୍ଟନାୟକ): ସ୍ତ୍ରୀଙ୍କୁ ପିଟି ପିଟି ହତ୍ୟା କରିବା ପରେ ପ୍ରମାଣ ଲୁଚାଇବାକୁ ଯାଇ ସ୍ବାମୀ ଜଣକ ଏକ ପାଇଖାନା ଟାଙ୍କିରେ ମୃତଦେହକୁ ଲୁଚେଇ ରଖିଥିଲେ।…

ବିଶ୍ୱଯୁଦ୍ଧ ଆରମ୍ଭ! ନେତାନ୍ୟାହୁଙ୍କ ବଡ଼ ଘୋଷଣା: ଶେଷ ହୋଇପାରେ…ସାରା ବିଶ୍ୱରେ ଭୟଙ୍କର ବାତାବରଣ

ଓ୍ବାଶିଂଟନ୍‌,୧୩।୪: ଇରାନ ଏବଂ ଆମେରିକା ମଧ୍ୟରେ ଇସଲାମାବାଦ ଆଲୋଚନା ବିଫଳ ହେବା ପରେ, ଡୋନାଲ୍ଡ ଟ୍ରମ୍ପ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିବାକୁ ଧମକ ଦେଇଛନ୍ତି। ଆମେରିକା ନୌସେନା…

କଫସିରପ ଚାଲାଣର ପର୍ଦ୍ଦାଫାଶ କଲା ଦୁର୍ଘଟଣା, ତଳେ ପଡି ଗୋଟାଉଥିବା ବେଳେ ମାଡିବସିଲେ ଲୋକେ

ବଲାଙ୍ଗୀର,୧୩।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଦିନକୁ ଦିନ କଫସିରଫ ବେପାର ବଢିବାରେ ଲାଗିଛି l କଫସିରପ ମାଫିଆମାନେ ବିଭିନ୍ନ ସମୟରେ ବଡ଼ ବଡ଼ ଚାରିଚକିଆ…

ରାସ୍ତା କଡ଼ରୁ ମିଳିଲା ମଣିଷ କଙ୍କାଳ, ଧଳା ଅଖାରେ କିଏ ଫିଙ୍ଗିଲା?

ବାରଙ୍ଗ,୧୩।୪(ଲିଙ୍ଗରାଜ ରାଉତ): ଖୋର୍ଦ୍ଧା ଜିଲା ବାରଙ୍ଗ ଥାନା ଅନ୍ତର୍ଗତ ଷଣ୍ଢପୁର ଗ୍ରାମ ନିକଟରେ ଚାଞ୍ଚଲ୍ୟ । ସୋମବାର ଦିନ ନିକଟସ୍ଥ ପୁରୀ ମୁଖ୍ୟ କେନାଲ ବନ୍ଧ ରାସ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri