Advertisement

ହାଟଡ଼ିହୀ ବ୍ଲକ ଶିକ୍ଷାଧିକାରୀ ଭାବେ କାର୍ଯ୍ୟରେ ଯୋଗଦେଲେ କ୍ଷୀରୋଦ କୁମାର

ହାଟଡିହୀ,୨।୮(ଡି.ଏନ୍‌.ଏ/ସ୍ବ.ପ୍ର.): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ଶିକ୍ଷାଧିକାରୀ ଭାବେ କ୍ଷୀରୋଦ କୁମାର ତ୍ରିପାଠୀ ଶୁକ୍ରବାର କାର୍ଯ୍ୟରେ ଯୋଗଦାନ କରିଛନ୍ତି। ପୂର୍ବରୁ ସେ ଆନନ୍ଦପୁରରେ ଏବିଇଓ ରୂପେ କାର୍ଯ୍ୟ କରୁଥିଲେ। ତାଙ୍କୁ ପୁଷ୍ପଗୁଚ୍ଛ ଦେଇ ବିଆରସିସି ବିନୋଦ ରାଉତ, ଏବିଇଓ ସୁରେଶ ଜେନା, ସମସ୍ତ ସିଆର୍‌ସିସିଙ୍କ ସମେତ ବିଇଓ ଅଫିସ୍‌ର କର୍ମଚାରୀମାନେ ସ୍ବାଗତ କରିଥିଲେ ା ହାଟଡିହୀ ବ୍ଲକର ଶିକ୍ଷାବ୍ୟବସ୍ଥାକୁ କଡ଼ାକଡ଼ି କରିବା ସହିତ ଶିକ୍ଷୟିତ୍ରୀ ଶିକ୍ଷକଙ୍କ ପ୍ରବେଶ ଓ ପ୍ରସ୍ଥାନ ସମୟ ଉପରେ ନଜର ଦିଆଯିବ ବୋଲି ନୂତନ ବିଇଓ କହିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

୧୮ରୁ ଉଚ୍ଚ ବିଦ୍ୟାଳୟରେ ଖାତାଦେଖା

ଅନୁଗୋଳ ଅଫିସ୍‌, ୩।୩ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ଆୟୋଜିତ ମାଟ୍ରିକ୍‌ ପରୀକ୍ଷା ସୋମବାର ଶେଷ ହୋଇଛି। ତେବେ ଶେଷ ଦିନରେ ପରୀକ୍ଷାରେ କପି...

ସ୍ମାର୍ଟ ହୋଇପାରୁନି ଶିକ୍ଷାଦାନ

ବଇଣ୍ଡା,୩।୧୨(ଡି.ଏନ.ଏ.) ସରକାରୀ ସ୍କୁଲଗୁଡ଼ିକର ରୂପାନ୍ତରଣ ଚାଲିଛି। ଭିତ୍ତିଭୂମି, ଶିକ୍ଷାଦାନକୁ ସ୍ମାର୍ଟ କରାଯିବାର ବ୍ୟବସ୍ଥା ହେଉଛି। ଇତିମଧ୍ୟରେ ଅନୁଗୋଳ ଜିଲାର ୯୦ଟି ବିଦ୍ୟାଳୟକୁ ସ୍ମାର୍ଟ ବୋଲି ଘୋଷଣା...

ନିର୍ବାଚନୀ ପ୍ରଚାରରେ ଆସି କଂଗ୍ରେସକୁ କଟାକ୍ଷ କଲେ ଜୟନାରାୟଣ

ଝାରସୁଗଡ଼ା ଅଫିସ,୧୫।୫: ବ୍ରଜରାଜନଗର ଉପନିର୍ବାଚନ ପାଇଁ ପ୍ରଚାର ଆରମ୍ଭ ହୋଇଯାଇଛି। ଏପରିକି ବିଭିନ୍ନ ଦଳର ରାଜନେତା ପ୍ରଚାର ଲାଗି ବ୍ରଜରାଜନଗରରେ ପହଞ୍ଚତ୍ବା ଆରମ୍ଭ କଲେଣି। ଭୋଟରଙ୍କୁ...

ଛତିଶଗଡ଼ ପୋଲିସର ଦାଦାଗିରି ଅଭିଯୋଗ: ଧାରଣାରେ ବସିଲେ ସୀମାନ୍ତବାସୀ

ଲଖନପୁର,୧୧।୧୨(ଡି.ଏନ୍‌.ଏ): ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ ସୀମାନ୍ତବର୍ତ୍ତୀ କନକତୋର ବାବୁଖାରୀ ନିକଟରୁ ଗତ ଶନିବାର ଛତିଶଗଡ଼ ପୋଲିସ ବଳପୂର୍ବକ ଏକ ଧାନ ବୋଝେଇ ଗାଡ଼ି ସହ...

‘ବାଲେଶ୍ୱର ପୌରପାଳିକା କର୍ପୋରେଶନ ମାନ୍ୟତାରୁ ବଞ୍ଚିତ’

ବାଲେଶ୍ୱର ଅଫିସ, ୨୪।୨: ବାଲେଶ୍ୱର ଜନସାଧାରଣଙ୍କ ବହୁଦିନର ଦାବି ବାଲେଶ୍ୱର ପୌରପାଳିକାକୁ କର୍ପୋରେଶନର ମାନ୍ୟତା ଦେବାକୁ ସରକାର ପ୍ରତ୍ୟାଖାନ କରିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି ବାଲେଶ୍ୱର ପୂର୍ବତନ...

ଗାଡ଼ି କିଣି ବନ୍ଧାହେଲେ ବ୍ୟକ୍ତି…

ପଦ୍ମପୁର,୫।୯(ଡି.ଏନ୍‌.ଏ.): ଗାଡ଼ି କିଣିଥିବା ବ୍ୟକ୍ତିଙ୍କ ସହ ବିକିଥିବା ବ୍ୟକ୍ତିଙ୍କୁ ବାନ୍ଧିଲା ପୋଲିସ। ଏଭଳି ଏକ ଘଟଣା ଘଟିଛି ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଞ୍ଚଳରେ। ନାୟକାଣିଡିହୀ...

ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ: ହତ୍ୟା ଅଭିଯୋଗରେ ଜେଲ୍‌ ଗଲେ ସ୍ବାମୀ

ରୂପ୍‌ସା,୧୩।୧(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ରସଲପୁର ପଞ୍ଚାୟତ ବଡ଼ଧନାଡ଼ି ଗ୍ରାମର ସଞ୍ଜୁ ତରେଇ ନାମ୍ନୀ ମହିଳାଙ୍କୁ ହତ୍ୟା ଅଭିଯୋଗରେ ବସ୍ତା ପୋଲିସ ତାଙ୍କ ସ୍ବାମୀ ଶଙ୍କର ତରେଇଙ୍କୁ...

ବାବା ସିଂହନାଥ ମହାଦେବ, ମା’ ଭଟାରୀକା ମନ୍ଦିରରେ ପଶିଲା ବନ୍ୟା ଜଳ

ନରସିଂହପୁର,୧୬।୮(ସ୍ବ.ପ୍ର.): କଟକ ଜିଲା ବଡମ୍ବା ଗୋପୀନାଥପୁର ନିକଟ ମହାନଦୀ ମଝିରେ ଥିବା ପାହାଡ଼ରେ ପ୍ରସିଦ୍ଧ ବାବା ସିଂହନାଥ ମହାଦେବଙ୍କ ମନ୍ଦିର ଭିତରେ ମହାନଦୀର ବନ୍ୟାଜଳ ପ୍ରବେଶ...

Advertisement
Archives

Model This Week