ହାଟଡିହୀ ପଞ୍ଚାୟତର ବିଜେଡି ସଭାପତି ଭାବେ କାମପାଳ ନାୟକ ନିର୍ବାଚିତ

ହାଟଡିହୀ,୧୨।୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ହାଟଡିହୀ ପଞ୍ଚାୟତର ବିଜେଡି ସଭାପତି ଭାବେ ବରିଷ୍ଠ କର୍ମୀ କାମପାଳ ନାୟକ ନିର୍ବାଚିତ ହୋଇଛନ୍ତି । ରବିବାର ବଞ୍ଚୋ ଜଗନ୍ନାଥ ମନ୍ଦିରଠାରେ ଆୟୋଜିତ ଏକ ବୈଠକରେ ବିଧାୟକ ଭାଗୀରଥି ସେଠୀ ଉପସ୍ଥିତ ରହି କାମପାଳଙ୍କୁ ସ୍ବାଗତ କରିବା ସହ ଶୁଭେଚ୍ଛା ଜଣାଇଥିଲେ । କିପରି ସରକାରୀ ଯୋଜନା ସଂପର୍କରେ ଲୋକଙ୍କୁ ଅଧିକରୁ ଅଧିକ ସଚେତନ କରାଯିବ। ଆଗାମୀ ଦିନରେ ଦଳକୁ ସୁଦୃଢ଼ ଏବଂ ଜନହିତକର କାର୍ଯ୍ୟକୁ କିପରି ତ୍ୱରାନ୍ବିତ କରାଯିବ ସେ ଦିଗରେ ପ୍ରଥମେ ଲକ୍ଷ୍ୟ ଦେବେ ବୋଲି କାମପାଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶାଶ୍ୱତୀଙ୍କ ରଙ୍ଗତୂଳୀରେ କଥା କହୁଛି ବର୍ଜ୍ୟବସ୍ତୁ

ନବରଙ୍ଗପୁର, ୨୯।୫;(ବି.ପ୍ର.): ମନ ମୋହୁଛି ରଙ୍ଗତୂଳୀରେ ଆକୃତି ଦିଆଯାଇଥିବା ବିଭିନ୍ନ ପଟଚିତ୍ର। ଭିନ୍ନ ଏକ ମଣିଷର ଆଶାର ଆଲୋକ ସାଜିଛି ନିଜ ହାତ ତିଆରି ଚିତ୍ରକଳା।...

ଡାକ କର୍ମଚାରୀଙ୍କୁ କରୋନା ଯୋଦ୍ଧା ମାନ୍ୟତା ଦାବି

କଟକ ସଦର,୧୭।୫(ଡି.ଏନ୍‌.ଏ.): ଓଡ଼ିଶା ସରକାର ନିକଟରେ ବ୍ୟାଙ୍କ, ବୀମା ଓ ରେଲଓ୍ବେ କର୍ମଚାରୀଙ୍କୁ ଆଗଧାଡ଼ିର କରୋନା ଯୋଦ୍ଧା ଭାବେ ଘୋଷଣା କରିଛନ୍ତି। ହେଲେ ସହର, ଗଁାରେ...

ନାମାଙ୍କନ ଦାଖଲକୁ ବିରୋଧ କଲେ ଜମାକାରୀ, ଋଣ ଗ୍ରହୀତା

ବାହାନଗା, ୭।୬(ଡି.ଏନ.ଏ.) ବାଲେଶ୍ୱର ଜିଲା ବାହାନଗା ବ୍ଲକ ପଣପଣା ସେବା ସମବାୟ ସମିତିର ନିର୍ବାଚନ ନିମନ୍ତେ ସୋମବାର ନାମାଙ୍କନ ପତ୍ର ଦାଖଲର ଶେଷ ଦିନ ଥିଲା...

୬ ଦଫା ଦାବିରେ ଓ୍ବାର୍ଡ ସଭ୍ୟଙ୍କ ଅନଶନ, ୧୧ ଦିନ ବିତିବା ସତ୍ତ୍ୱେ ପୂରଣ ହେଉନି ଦାବି

ହାଟଡିହୀ, ୭ା୧୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସୋସୋ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ୬ ଦଫା ଦାବିନେଇ ୱାର୍ଡ଼ ସଭ୍ୟମାନେ ଅନଶନରେ ବସିଛନ୍ତି। ଦୁର୍ନୀତିର ଭିଜିଲାନ୍ସ...

ବାଜିବନି ଡିଜେ, ଫୁଟିବନି ବାଣ

ନୟାଗଡ଼ ଅଫିସ/ ରଣପୁର,୧୭।୩(ସ୍ବ.ପ୍ର.): ଶୁକ୍ରବାର ରାତିରେ ରଣପୁର ବ୍ଲକ ଚାନ୍ଦପୁରରେ ହେବ ଦଶଦୋଳ ମେଳଣ। ଏଥିପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏତିକି ବେଳେ ଗୁରୁବାର...

ସ୍ତ୍ରୀଙ୍କୁ ଗୁଳି ମାରିଲେ ସ୍ବାମୀ

ଧରାକୋଟ,୧୯ା୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ବଡ଼ଗଡ଼ ଥାନା ଅନ୍ତର୍ଗତ ରୁଗୁମୁ ପଞ୍ଚାୟତର ରାଶିବାଡ଼ି ଗ୍ରାମରେ ରହୁଥିବା ସ୍ବାମୀ ମହାଦେବ ପାତ୍ର ଓ ସ୍ତ୍ରୀ ଶୈଳେନ୍ଦ୍ରୀଙ୍କ...

ତପୋବନରେ ଯୋଗନିଦ୍ରା ଉତ୍ସବ

ଢେଙ୍କାନାଳ ଅଫିସ, ୬।୧୨:  ମହିମା ଧର୍ମର ଆଦିପୀଠ ତପୋବନରେ ରବିବାରଠାରୁ ଆରମ୍ଭ ହୋଇଛି ମହିମା ଗୋସାଇଁଙ୍କ ୨୧ ଦିନାତ୍ମକ ଯୋଗନିଦ୍ରା ଉତ୍ସବ। ଏହି ଉପଲକ୍ଷେ ବ୍ରାହ୍ମ...

ପ୍ରଘଟ ହେଉଛି କରୋନା ସଂକ୍ରମିତଙ୍କ ତଥ୍ୟ

ଅନୁଗୋଳ ଅଫିସ, ୧୩ା୭: କରୋନା ସଂକ୍ରମିତଙ୍କ ପରିଚୟ ବାହାରେ ପ୍ରକାଶ ନ କରିବାକୁ ସରକାରଙ୍କ କଡ଼ା ନିର୍ଦ୍ଦେଶ ରହିଛି। କିନ୍ତୁ ଅନୁଗୋଳ ଜିଲାରେ ଠିକ୍‌ ଭାବେ ଏହା...

Advertisement
Archives

Model This Week