ହାଡ଼ ମଜଭୁତ କରେ କଞ୍ଚା ପନିର

ପନିର ଖାଇଲେ ଶରୀରରେ ଚର୍ବି ଅଂଶ ବୃଦ୍ଧି ପାଇଥାଏ ବୋଲି ଅଧିକାଂଶ ଲୋକଙ୍କ ମନରେ ଧାରଣା ଅଛି। ହେଲେ କଞ୍ଚା ପନିର ଶରୀର ପାଇଁ ଖୁବ୍‌ ଉପକାରୀ ବୋଲି ଗବେଷକମାନେ କହିଛନ୍ତି। ବିଶେଷ କରି ସକାଳ ଜଳଖିଆରେ ଖଣ୍ଡେ କଞ୍ଚା ପନିର ସାମିଲ କଲେ ଏଥିରୁ ଅନେକ ଲାଭ ମିଳିଥାଏ।
– କଞ୍ଚା ପନିରରେ କ୍ୟାଲସିୟମ ଓ ପ୍ରୋଟିନ ବ୍ୟତୀତ ଲିନୋଲାଇକ ଏସିଡ ଥାଏ। ଯାହା ଶରୀରର ଓଜନ କମ୍‌ କରିବାରେ ସହାୟକ ହୋଇଥାଏ।
– କ୍ୟାଲସିୟମ ଓ ଫସଫରସ ଥିବାରୁ କଞ୍ଚା ପନିର ହାଡ଼ ମଜଭୁତ କରିବାରେ ସାହାଯ୍ୟ କରିଥାଏ।
– ଫାଇବରରେ ଭରପୁର କଞ୍ଚା ପନିର ଶରୀରର ରୋଗ ପ୍ରତିରୋଧକ ଶକ୍ତି ବଢାଇଥାଏ।
-ଏଥିରେ ଥିବା ଓମେଗା-୩ ଫ୍ୟାଟି ଏସିଡ୍‌ ଡାଇବେଟିସ୍‌ ରୋଗୀଙ୍କ ପାଇଁ ଲାଭଦାୟକ। ତେଣୁ ସୁଷମ ଖାଦ୍ୟ ତାଲିକାରେ ଖଣ୍ଡେ କଞ୍ଚାପନିର ସାମିଲ କରିବାକୁ କୁହାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ଝୁଲନ୍ତା ଅବସ୍ଥାରେ ମିଳିଲା ଗୋଟିଏ ପରିବାରର ୫ ସଦସ୍ୟଙ୍କ ମୃତଦେହ

ଭୋପାଳ, ୨୩।୮: ମଧ୍ୟପ୍ରଦେଶର ଟିକମଗଡ଼ ଜିଲାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ଅବସରପ୍ରାପ୍ତ କର୍ମଚାରୀଙ୍କ ସମେତ ତାଙ୍କ ପରିବାରର ୫ ଜଣ ସଦସ୍ୟଙ୍କ...

ମାତା ବୈଷ୍ଣୋ ଦେବୀ ଭବନ ଦଳାଚକଟାରେ ୧୨ ମୃତ: ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧ ।୧: ନୂଆବର୍ଷରେ ଅଘଟଣ । ଜମ୍ମୁ-କଶ୍ମୀରର ମାତା ବୈଷ୍ଣୋଦେବୀ ଭବନରେ ଶୁକ୍ରବାର ରାତି ପ୍ରାୟ ୨ଟା ୪୫ରେ ଦଳାଚକଟା ହୋଇ ୧୨ ଜଣ ଶ୍ରଦ୍ଧାଳୁଙ୍କ...

ବିସିଜି ଟୀକା ଦିଆଯାଇଥିବା ଦେଶରେ କରୋନା ଆତଙ୍କ ହେବ କମ୍‌: ଭାରତରେ ଅଧିକ କ୍ଷତିର ନାହିଁ ଆଶଙ୍କା !

ନୂଆଦିଲ୍ଲୀ/ମେଲବୋର୍ନ,୧।୪: ଯେଉଁ ଦେଶରେ ଟିବି ପାଇଁ  ପ୍ରତିଷେଧକ ଟୀକା ବିସିଜି(ବାସଲି କାଲାମେଟ୍‌-ଗ୍ୟୁରିନ୍‌)ର ବ୍ୟବହାର କରାଯାଇଛି ସେସବୁ ଦେଶରେ କରୋନା ଆତଙ୍କ କମ ଦେଖାଯିବ ବୋଲି ନ୍ୟୁୟର୍କ...

ଅପରାଧ ଆଉ ରାଜନୀତି ମଧ୍ୟରେ ବଢୁଛି ବନ୍ଧୁତା

ନୂଆଦିଲ୍ଲୀ,୧୩ ।୧୨: ରାଜନୀତିରେ ଏବେ ଅପରାଧି ନେତାଙ୍କ ସଂଖ୍ୟା ବଢିବାରେ ଲାଗିଛି । ୧୯୮୦ ଦଶକରୁ ରାଜନୀତିରେ ଅପରାଧିଙ୍କ ଏଣ୍ଟ୍ରି ପରଠାରୁ ଧିରେ ଧିରେ ଏହା...

ବୃଦ୍ଧଙ୍କୁ ଫ୍ରିଜ୍‌ରେ ରଖି ପରିବାର ଲୋକେ ମୃତ୍ୟୁକୁ କରିଥିଲେ ଅପେକ୍ଷା: ଆଉ ତାପରେ…

ଚେନ୍ନାଇ, ୧୫।୧୦: ତାମିଲନାଡ଼ୁର ସାଲେମ ଜିଲାରୁ ୭୪ ବର୍ଷୀୟ ଜଣେ ବୃଦ୍ଧଙ୍କୁ ଜୀବିତ ଅବସ୍ଥାରେ ଫ୍ରିଜ୍‌ ମଧ୍ୟରୁ ଉଦ୍ଧାର କରାଯାଇଛି। ସେ ହେଲେ ବାଲ ସୁବ୍ରମଣ୍ୟମ...

ରେଳଡବାରେ ହେବ ୩.୨ ଲକ୍ଷ ଆଇସୋଲେଶନ ବେଡ୍‌

ନୂଆଦିଲ୍ଲୀ,୧ା୪: କରୋନା ରୋଗୀମାନଙ୍କୁ ଆଇସୋଲେଶନରେ ରଖିବା ଲାଗି ରେଲଓ୍ବେ ପକ୍ଷରୁ ୨୦ ହଜାର କୋଚ୍‌କୁ ଆଇସୋଲେଶନ ଓ୍ବାର୍ଡରେ ପରିଣତ କରାଯାଉଛି। ଏହାଦ୍ୱାରା ୩.୨ ଲକ୍ଷ ବେଡ୍‌...

ବିନା ବ୍ୟାଗରେ ଶନିବାର ସ୍କୁଲ ଯିବେ ଛାତ୍ରୀଛାତ୍ର

ରାୟପୁର,୭।୭: ଛତିଶଗଡରେ ବର୍ତ୍ତମାନ ପିଲାମାନେ ଖେଳି ଖେଳି ଅଧ୍ୟୟନ କରିବେ। ବିଦ୍ୟାଳୟ ଶିକ୍ଷାକୁ ଆକର୍ଷଣୀୟ ତଥା ଆଖପାଖର ପରିବେଶ ସହିତ ଯୋଡିବା ପାଇଁ ଭୁପେଶ ବଘେଲା...

ଭାରତ-ୟୁଏଇ ବାଣିଜ୍ୟ ୮୮ ବିଲିୟନ ଡଲାର ଟପିବ…

ନୂଆଦିଲ୍ଲୀ,୨୨।୧୧ : ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ର ବୈଦେଶିକ ବ୍ୟାପାର ଏବଂ ଅନ୍ତର୍ଜାତୀୟ ସହଯୋଗ ମନ୍ତ୍ରୀ ଶେଖ ଅବଦୁଲ୍ଲା ବିନ ଜାଏଦ ଅଲ ନାହାନ...

Advertisement
Archives

Model This Week