ହାଣ୍ଡି ପନିର

ଆବଶ୍ୟକ ସାମଗ୍ରୀ: ପନିର ୨୦୦ଗ୍ରାମ୍‌, ଘଷା ହୋଇଥିବା ଅଦା ଅଳ୍ପ, ହଳଦୀ ଅଧା ଚାମଚ, ଲାଲ୍‌ ଲଙ୍କାଗୁଣ୍ଡ ଅଧାଚାମଚ, ଗରମ ମସଲା ଅଧା ଛୋଟ ଚାମଚ, ଟମାଟୋ ଦୁଇଟି, ଗୋଲମରିଚ ଗୁଣ୍ଡ ଅଳ୍ପ ପରିମାଣର, ଛୋଟ ଆକାରରେ କଟା ହୋଇଥିବା ତିନୋଟି ପିଆଜ, ଦହି ଅଧା ଚାମଚ, ପାଣି ଅଧା କପ୍‌, ତେଲ ଆବଶ୍ୟକ ଅନୁସାରେ ଏବଂ ଲୁଣ ସ୍ବାଦ ଅନୁସାରେ। ପ୍ରସ୍ତୁତି ପ୍ରଣାଳୀ:ପ୍ରଥମେ ଏକ ହାଣ୍ଡି ନିଅନ୍ତୁ। ତାକୁ ଗ୍ୟାସ୍‌ ଚୁଲାରେ ବସାଇ ଗରମ ହେବା ପର୍ଯ୍ୟନ୍ତ ଅପେକ୍ଷା କରନ୍ତୁ। ଏହା ଗରମ ହୋଇଗଲା ପରେ ତେଲ ପକାନ୍ତୁ। ତେଲ ଗରମ ହୋଇଗଲେ ସେଥିରେ କଟା ପିଆଜ ପକାନ୍ତୁ। ଏହାପରେ ଅଦା, ହଳଦୀ ପାଉଡର, ଲଙ୍କାଗୁଣ୍ଡ, ଗରମ ମସଲା ପକାନ୍ତୁ। ଅଳ୍ପ କଷି ହୋଇଗଲା ପରେ ସେଥିରେ ଟମାଟୋ ଓ କଞ୍ଚାଲଙ୍କା ପକାନ୍ତୁ। ଏହାପରେ ଦହି ପକାନ୍ତୁ। ଯେପର୍ଯ୍ୟନ୍ତ ସେଥିରୁ ପାଣି ନ ମରିଛି ସେପର୍ଯ୍ୟନ୍ତ ଗ୍ୟାସ୍‌ ଚଲାଉଥାନ୍ତୁ। ପାଣି ମରିଗଲେ ସେଥିରେ ଲୁଣ ଓ ପାଣି ଦେଇ ଫୁଟିବା ପର୍ଯ୍ୟନ୍ତ ଛାଡ଼ିଦିଅନ୍ତୁ। ଏବେ ପନିରକୁ ଏଥିରେ ପକାଇ ଦିଅନ୍ତୁ। ଏହାପରେ ଧନିଆପତ୍ର ପକାନ୍ତୁ। ଶେଷରେ ଗୋଲମରିଚ ଗୁଣ୍ଡ ପକାଇ ଗ୍ୟାସ୍‌ ବନ୍ଦ କରିଦିଅନ୍ତୁ। ଏବେ ଆପଣଙ୍କ ହାଣ୍ଡି ପନିର ପ୍ରସ୍ତୁତ ହୋଇଗଲା।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ଅଧିକାରୀ ହେବେ ସାଇ ପଲ୍ଲବୀ: ବଢୁଛି କ୍ରେଜ୍‌

ଅଭିନେତ୍ରୀ ସାଇ ପଲ୍ଲବୀ ଆଗାମୀ ଫିଲ୍ମ ‘ରାମାୟଣ’ ପାଇଁ ବେଶ୍‌ ପରିଶ୍ରମ କରୁଛନ୍ତି। ନିଜର ସର୍ବାଧିକ ସମୟ ଏହି ଫିଲ୍ମ ପାଇଁ ଉତ୍ସର୍ଗ କରିଛନ୍ତି। ଫିଲ୍ମର ପ୍ରଥମ…

ଡ୍ରାଇଭରମାନଙ୍କ ସମସ୍ୟାର ସ୍ଥାୟୀ ସମାଧାନ କରିବାକୁ ସରକାରଙ୍କୁ ୯୦ ଦିନର ସମୟ

ବଲାଙ୍ଗୀର,୧୧ା୬(ସୁନିଲ କୁମାର ମହାନ୍ତି): ଅଟୋ ଓ ପ୍ରାଇଭେଟ ଗାଡ଼ିର ବୃତ୍ତିଗତ ଡ୍ରାଇଭରମାନଙ୍କୁ ଡ୍ରାଇଭର କଲ୍ୟାଣ ବୋର୍ଡରେ ସାମିଲ କରିବା ଏବଂ ଡ୍ରାଇଭରମାନଙ୍କୁ ନିର୍ବାଚନରେ ତାଙ୍କର ମତଦାନ ଦେବାର…

ପଞ୍ଚଭୂତରେ ଲୀନ ହେଲେ ଛତ୍ରପୁର ପୌରପରିଷଦ ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନ, ଶେଷକୃତ୍ୟରେ ସାମିଲ ହେଲେ ହଜାର ହଜାର…

ଛତ୍ରପୁର,୧୧।୬(ଦିଲୀପ ସାମଲ): ଛତ୍ରପୁର ପୌରପରିଷଦରେ ସମସ୍ତଙ୍କ ଆଖିକୁ ଲୁହରେ ଓଦା କରି ପଞ୍ଚଭୂତରେ ଲୀନ ହେଲେ ଛତ୍ରପୁର ପୌରପରିଷଦ ଅଧ୍ୟକ୍ଷା ସ୍ଵର୍ଗତା ଶର୍ମିଷ୍ଠା ପ୍ରଧାନ। ମୃତ୍ୟୁ ବେଳେ…

୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ନୂଆ ଅବତାର ଦେଖି ଖେଳ ଜଗତ ଆଶ୍ଚର୍ଯ୍ୟ: ବଦଳାଇ ଦେଲେ…

ନୂଆଦିଲ୍ଲୀ,୧୧।୬: ବୈଭବ ସୂର୍ଯ୍ୟବଂଶୀଙ୍କୁ ‘ଛକା ମାରିବା ମେଶିନ’ କହିବା ଭୁଲ ହେବ ନାହିଁ। ତାଙ୍କ ଟି୨୦ କ୍ୟାରିୟରରେ ସେ ଚୌକା ଅପେକ୍ଷା ଅଧିକ ଛକା ମାରିଛନ୍ତି। ସେ…

ଫ୍ଲାଇଟ୍ ବିଳମ୍ବ ହେବାରୁ ନଷ୍ଟ ହେଲା ଚାଷୀଙ୍କ ଗଛ ! ଏୟାରଏସିଆକୁ କୋର୍ଟଙ୍କ ବଡ଼ ଝଟ୍‌କା, କ୍ଷତିପୂରଣ ଶୁଣିଲେ…

ନୂଆଦିଲ୍ଲୀ,୧୧।୬: ଏୟାର ଏସିଆ ବିମାନ କମ୍ପାନୀର ଉଡ଼ାଣ ବିଳମ୍ବ ଯୋଗୁଁ କେରଳର ଜଣେ ଚାଷୀଙ୍କ ଏକ ଗଛ ନଷ୍ଟ ହୋଇଗଲା। କେରଳର ପାଲକ୍କଡର ବାସିନ୍ଦା ଅବଦୁଲ ଅଜିଜ ହାଇବ୍ରିଡ୍…

ସାଙ୍ଗଙ୍କ ସହ ଗାଧୋଇବାକୁ ଯାଇଥିବା ବେଳେ ବୁଡ଼ିଗଲେ ନାବାଳକ, ହଠାତ୍….

ଧର୍ମଶାଳା/ବାରବାଟି,୧୧।୬(ଶିବପ୍ରସାଦ ମହାନ୍ତି/ପ୍ରଭୁଦତ୍ତ ମହାନ୍ତି): ଯାଜପୁର ଜିଲା କୁଆଖିଆ ଥାନା ଅନ୍ତର୍ଗତ ଚକଗୋପାଳପୁର ନିକଟ ବ୍ରାହ୍ମଣୀ ନଦୀ ଘାଟରେ ଏକ ଦୁଃଖଦ ଘଟଣା ଘଟିଛି । ନଦୀରେ ଗାଧୋଇବାକୁ…

ଅବକାରୀ ବିଭାଗର SI-ASI ସସ୍‌ପେଣ୍ଡ

କେନ୍ଦ୍ରାପଡ଼ା/ରାଜନଗର,୧୧ା୬(ଜଗନ୍ନାଥ ଧଳ/ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ଥାନା ଅନ୍ତର୍ଗତ ବାରଦିଆ ଗ୍ରାମର ବିନୋଦ ଦାସଙ୍କୁ ଅବକାରୀ ଥାନାରେ ଥାର୍ଡ ଡିଗ୍ରୀ ମାମଲାରେ ଅବକାରୀ କମିଶନର ଅବକାରୀ…

ଥାନା ପରିସରରେ ଗଣଧାରଣା: ସୁରକ୍ଷା ଦାବି କଲେ ୨ ପଞ୍ଚାୟତର ଅଧିବାସୀ

ତିହିଡ଼ି,୧୧ା୬(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବ୍ଲକ ପୀରହାଟ ଥାନା ଅଧୀନ ବାରସର ଓ ଗୋବିନ୍ଦପୁର ପଞ୍ଚାୟତର ଶତାଧିକ ଅଧିବାସୀ ଗୁରୁବାର ପୀରହାଟ ଥାନା ସାମ୍ନାରେ ଗଣଧାରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri