ହାଣ୍ଡି ପନିର

ଆବଶ୍ୟକ ସାମଗ୍ରୀ: ପନିର (୨୦୦ଗ୍ରାମ୍‌), ଅଳ୍ପ ପରିମାଣର ଅଦା(ଘସା ହୋଇଥିବା), ହଳଦୀଗୁଣ୍ଡ (ଅଧା ଚାମଚ), ଗରମ ମସଲା (ଅଧା ଚାମଚ), ଟମାଟୋ (ଗୋଟିଏ), ଗୋଲମରିଚ ଗୁଣ୍ଡ (ଅଳ୍ପ ପରିମାଣର), ୩ଟି ଛୋଟ ଆକାରରେ କଟା ହୋଇଥିବା ପିଆଜ, ଦହି (ଅଧାକପ୍‌), ଛୋଟ ଆକାରରେ କଟା ହୋଇଥିବା ଧନିଆ ପତ୍ର, ଅଧାକପ ପାଣି, ଆବଶ୍ୟକତା ଅନୁସାରେ ତେଲ ଏବଂ ସ୍ବାଦ ଅନୁସାରେ ଲୁଣ ।
ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ଗ୍ୟାସ୍‌ ଲଗାଇ ହାଣ୍ଡିରେ ତେଲ ଗରମ କରନ୍ତୁ। ତେଲ ତାତିଲା ପରେ ଏଥିରେ କଟା ହୋଇଥିବା ପିଆଜ ପକାଇ ଦିଅନ୍ତୁ। ଏହାପରେ ଏହାକୁ ନାଲି ହେବାକୁ ଛାଡ଼ି ଦିଅନ୍ତୁ। ପରେ ଏଥିରେ ଅଦା,ହଳଦୀଗୁଣ୍ଡ, ଲାଲ୍‌ ଲଙ୍କାଗୁଣ୍ଡ,ଗରମ ମସଲା ପକାନ୍ତୁ। କିଛି ସମୟ କଷିଲା ପରେ ଏଥିରେ ଟମାଟୋ,କଞ୍ଚାଲଙ୍କା ପକାନ୍ତୁ। ପୁଣି ଏଥିରେ ଦହି ପକାନ୍ତୁ ଓ ଏଥିରୁ ପାଣି ଶୁଖିଲା ପର୍ଯ୍ୟନ୍ତ ଚଲାନ୍ତୁ। ଏହାପରେ ଏଥିରେ ଲୁଣ ଓ ପାଣି ପକାଇ ଫୁଟିବାକୁ ଛାଡି ଦିଅନ୍ତୁ। ଏବେ ପନିର ପକାଇ ତାକୁ ମିଶାଇ ଦିଅନ୍ତୁ। ଏହାପରେ ଧନିଆଁ ପତ୍ର ପକାନ୍ତୁ। ସର୍ବଶେଷରେ ଗୋଲମରିଚ ଗୁଣ୍ଡ ପକାନ୍ତୁ। ଏବେ ପ୍ରସ୍ତୁତ ହୋଇଗଲା ଆପଣଙ୍କ ହାଣ୍ଡି ପନୀର।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବହାର କରନ୍ତୁ ଏଭଳି ସାନିଟାଇଜର

କରୋନା ଭାଇରସ ସାରା ବିଶ୍ୱରେ ବ୍ୟାପିଯିବା ପରେ ଏବେ ସାନିଟାଇଜର ଆମ ନିତିଦିନ ଜୀବନର ଏକ ମୁଖ୍ୟ ଉପାଦାନ ପାଲଟି ଯାଇଛି । ଛୋଟଠାରୁ ବଡ...

ଘରକୁ ଥଣ୍ଡା ରଖିବାକୁ ହେଲେ…

ରାଦିନେ ଗରମ ବଢ଼ିବା ସହ ତାପମାତ୍ରା ବଢ଼ିଚାଲିଛି। ଏମିତିରେ ଘରେ ରହିବା କଷ୍ଟକର ହୋଇପଡୁଛି। ପ୍ରାୟ ଲୋକ ଏଥିଲାଗି ଘରେ ଏସି ଲଗାଉଛନ୍ତି; ଯାହା ସ୍ବାସ୍ଥ୍ୟ...

ଦାରୁବ୍ରହ୍ମଙ୍କ ଆଦ୍ୟଲୀଳା

ଜ୍ୟେଷ୍ଠ ପୂର୍ଣ୍ଣିମା ହିଁ ଦାରୁବ୍ରହ୍ମ ଜଗନ୍ନାଥଙ୍କର ଆବିର୍ଭାବ ଦିବସ। ତେଣୁ ଏହି ପୂର୍ଣ୍ଣିମାରେ ସ୍ନାନ ମହୋତ୍ସବ ଅନୁଷ୍ଠିତ ହୋଇଥାଏ। ଜ୍ୟେଷ୍ଠ ମାସି ସିତପକ୍ଷେ ପୌର୍ଣ୍ଣମ୍ୟାଂ ଜଗଦୀଶ୍ୱରମ୍‌...

ସୁସ୍ଥ ସ୍ବାସ୍ଥ୍ୟ, ସୁନ୍ଦର ତ୍ୱଚା ପାଇଁ ଆଲୋଭେରା

ଆଲୋଭେରା ଶରୀର ସୁସ୍ଥ ରଖିବା ସହ ସୌନ୍ଦର୍ଯ୍ୟ ବୃଦ୍ଧି କରିବାରେ ସହାୟକ ହୋଇଥାଏ। ଆଲୋଭେରାକୁ ଆୟୁର୍ବେଦ ଭାଷାରେ ଘି କୁଆଁରୀ କୁହାଯାଏ। ଆଲୋଭେରା ବ୍ୟବହାର କଲେ...

ଓଜନ ନିୟନ୍ତ୍ରଣ କରେ ଗ୍ରୀନ୍‌ କଫି

ବର୍ତ୍ତମାନ ସମୟରେ ମେଦବହୁଳତା ବ୍ୟକ୍ତିତ୍ୱ ବିଗାଡ଼ିବା ସହ ଶରୀରରେ ବିଭିନ୍ନ ପ୍ରକାର ଗମ୍ଭୀର ରୋଗ ସୃଷ୍ଟି କରିବାରେ ଲାଗିଛି। ଅଧିକାଂଶ ଲୋକ ମୋଟାପଣ ଦୂର କରିବାକୁ...

ଘାତକ ଆମୋନିୟମ ନାଇଟ୍ରେଟ୍‌

”ଆମୋନିୟମ ନାଇଟ୍ରେଟ୍‌ ହେଉଛି ଧଳା ରଙ୍ଗର ସ୍ଫୁଟିନାକାର ଗୋଟିଏ କଠିନ ରାସାୟନିକ ପଦାର୍ଥ । ଏହା ଆମୋନିୟମ ଓ ନାଇଟ୍ରେଟ୍‌ ଆୟନରୁ ଗଠିତ। ଆମୋନିଆ ସହ...

ଉପକାରୀ ଆତ

ଆତକୁ କେହି କେହି ସୀତାଫଳ ବୋଲି କହିଥାଆନ୍ତି । ଏହି ଫଳ ଶରୀର ପାଇଁ ଖୁବ୍ ଉପକାରୀ । ଏଥିରେ କ୍ୟାନସର ସହ ଲଢିବାର ଶକ୍ତି...

ସମୁଦ୍ରରୁ ଭୂମିକମ୍ପ ସମ୍ପର୍କରେ ଜାଣିହେବ

ପ୍ରାକୃତିକ ବିପର୍ଯ୍ୟୟ ମଧ୍ୟରୁ ଭୂମିକମ୍ପ ଅନ୍ୟତମ। ଏହା କେତେବେଳେ ସଂଗଠିତ ହେବ ତାହା ଆକଳନ କରିବା ଏତେ ସହଜ ନୁହେଁ। ତେବେ ଏ ସମ୍ପର୍କରେ ପ୍ରାକ୍‌...

Advertisement
Archives

Model This Week