ବରଗଡ଼ ଅଫିସ୍,୩୧।୩-ବରଗଡ଼ ଟାଉନ ଥାନା ଅନ୍ତର୍ଗତ ବନ୍ଦା ଗ୍ରାମରେ ସୋମବାର ଭୋର୍ ପ୍ରାୟ ୫ଟାରେ ଏକ ବଡ଼ ଧରଣର ଲୁଟ୍ପାଟ୍ ହୋଇଥିବା ଅଭିଯୋଗ ହୋଇଛି । ଗ୍ରାମର ଗଙ୍ଗାରାମ ଦାଶଙ୍କ ହାତ, ଗୋଡ଼ ବାନ୍ଧି ୩ ଦୁର୍ବୃତ୍ତ ଘରେ ଥିବା ୩୦ ଭରି ସୁନା ଗହଣା, ଗୋଟିଏ ଜୁପିଟର୍ ସ୍କୁଟି, ମୋବାଇଲ ଆଦି ନେଇ ଯାଇଛନ୍ତି । ଏ ନେଇ ଗଙ୍ଗରାମ ପୋଲିସରେ ଅଭିଯୋଗ କରିବା ପରେ ଟାଉନ ଥାନା ଆଇଆଇସି ସଦାନନ୍ଦ ପୂଜାହାରୀ ସଦଳବଳେ ଅନୁସନ୍ଧାନୀ କୁକୁର, ସାଇଣ୍ଟିଫିକ୍ ଟିମ୍ ସହିତ ଘଟଣାସ୍ଥଳକୁ ପହଞ୍ଚି ଛାନଭିନ୍ କରିଥିଲେ । ମାତ୍ର ବର୍ତ୍ତମାନ ସୁଦ୍ଧା ଦୁର୍ବୃତ୍ତଙ୍କ ସମ୍ପର୍କରେ କିଛି ସୁରାକ୍ ମିଳିପାରି ନାହିଁ । ଏ ନେଇ ଏକ ମାମଲା ରୁଜୁ କରି ଅଧିକ ତଦନ୍ତ ଚାଲୁଥିବା ଟାଉନ ଥାନା ଆଇଆଇସି ପୂଜାହାରୀ କହିଛନ୍ତି।
Posted inଆମ ଜିଲା ଖବର, ବରଗଡ଼ View All

କଳା, ବାଣିଜ୍ୟ ବିଭାଗ ଭାଷା ପରୀକ୍ଷାରେ ୭ ମାଲପ୍ରାକ୍ଟିସ୍
ବ୍ରହ୍ମପୁର ଅଫିସ,୫ା୩ – ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ ୨ ପରୀକ୍ଷାର ଦ୍ୱିତୀୟ ଦିନ ବୁଧବାର କଳା ଓ ବାଣିଜ୍ୟ ବିଭାଗର...

ଅନିଶ୍ଚିତତାରେ ଅତ୍ୟାଧୁନିକ ବସ୍ଷ୍ଟାଣ୍ଡ ନିର୍ମାଣ
ସୋନପୁର,୧୯।୧୨(ନି.ପ୍ର.):ସୁବର୍ଣ୍ଣପୁରର ଅତ୍ୟାଧୁନିକ ବସଷ୍ଟାଣ୍ଡ ନିର୍ମାଣ ଅନିଶ୍ଚିତା ମଧ୍ୟରେ ରହିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ପ୍ରକଳ୍ପ ନିର୍ମାଣ ପାଇଁ ଶିଳାନ୍ୟାସ କରିଥିଲେ ହେଁ ଏଥିପ୍ରତି ପରିବହନ...

ପୂଜା ଅନୁମତି ପାଇଁ ଜନସ୍ବାର୍ଥ ମାମଲା
କଟକ ଅଫିସ,୧୯ା୮: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଭୁବନେଶ୍ୱର-କଟକ କମିଶନରେଟ୍ ପୋଲିସ ଦ୍ୱୈତନଗରୀରେ ଗଣେଶ ପୂଜା ଉପରେ କଟକଣା ଲଗାଇଛି। ପୋଲିସର ଏହି ପଦକ୍ଷେପକୁ ଚ୍ୟାଲେଞ୍ଜ...

ମାନ୍ଦାବସ୍ଥା ସତ୍ତ୍ୱେ ନିୟନ୍ତ୍ରଣରେ ଦରଦାମ
ଫୁଲବାଣୀ ଅଫିସ, ୨୮ା୯-ଜିଲା ଭାଜପା ପକ୍ଷରୁ ଅର୍ଥନୀତି ମାନ୍ଦାବସ୍ଥା ଉପରେ ଏକ ଖବରଦାତା ସମ୍ମିଳନୀ ସ୍ଥାନୀୟ ସର୍କିଟ ହାଉସରେ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ଭାଜପା ପ୍ରବକ୍ତା...

ମଧ୍ୟାହ୍ନଭୋଜନ ଖାଇ ୧୯ ଛାତ୍ରୀଛାତ୍ର ଅସୁସ୍ଥ :ଡାକ୍ତରଖାନାରେ ଭର୍ତ୍ତି
ଭଦ୍ରକ ଅଫିସ,୯।୮: ଭଦ୍ରକ ଜିଲା ଅଧିନସ୍ଥ ତିହିଡ଼ି ବ୍ଲକ ରାଜନଗର ପଞ୍ଚାୟତର ଚାରି ତରଫ ୟୁଜିଏମଇ ସ୍କୁଲରେ ମଧ୍ୟାହ୍ନଭୋଜନ ଖାଇ ୧୯ ଜଣ ଛାତ୍ରୀଛାତ୍ର ଅସୁସ୍ଥ...

ଖରାରେ କାମ କରୁଛନ୍ତି ଶ୍ରମିକ
କେନ୍ଦୁଝର, ୫।୫ (ଡି.ଏନ୍.ଏ.): ଚଳିତ ବର୍ଷ ମାର୍ଚ୍ଚ ମାସରୁ ଦିନକୁ ଦିନ ଖରା ବଢିବାରେ ଲାଗିଛି। ଏପରିକି ଏପ୍ରିଲ ମାସରେ କେନ୍ଦୁଝରରେ ଖରା ପ୍ରାୟ ୪୦ଡିଗ୍ରୀ ଉପରେ...

ଜରାଶ୍ରମ ସଭାପତିଙ୍କୁ ହତ୍ୟା କଲେ କର୍ମଚାରୀ
ପାରାଦୀପ,୧୨ା୧୧(ସ୍ବ.ପ୍ର.): ପାରାଦୀପ ଗଡ଼ସ୍ଥିତ ଏକ ଜରାଶ୍ରମରେ ଅଭାବନୀୟ କାଣ୍ଡ ଘଟିଛି। ଜରାଶ୍ରମର ସଭାପତିଙ୍କୁ ସେହି ଜରାଶ୍ରମର ଜଣେ କର୍ମଚାରୀ ହତ୍ୟା କରି ନିଜେ ଆତ୍ମହତ୍ୟା ଉଦ୍ୟମ...

ଆନ୍ଧ୍ରରୁ ରେଳ ଲାଇନ୍ରେ ଚାଲି ଚାଲି ଗାଁକୁ ଫେରିଲେ ୪ ଦାଦନ ଶ୍ରମିକ
କଣ୍ଟାବାଞ୍ଜି, ୧୬।୪(ଡି.ଏନ.ଏ.)- କରୋନା ମହାମାରର ସଂକ୍ରମଣ ରୋକିବା ପାଇଁ ସାରା ଦେଶ ଲକ୍ ଡାଉନ ରହିଛି। ଏଣୁ ଟ୍ରେନ୍ ସହ ଯାନବାହାନ ବନ୍ଦ ରହିଛି। ହେଲେ...