ହାତରେ ଟର୍ଚ୍ଚ ଧରି ଏଭରେଷ୍ଟ ଶୃଙ୍ଗ ଚଢୁଛନ୍ତି ପର୍ବତାରୋହୀ

କାଠମାଣ୍ଡୁ,୧୨।୩: ଏବେ ଗିରି ଶୃଙ୍ଗ ଏଭରେଷ୍ଟ ଚଢିବା ପାଇଁ ପର୍ବତାରୋହୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗିରିଶୃଙ୍ଗ ଆରୋହଣ କରିବାର ନିଶାରେ ମସଗୁଲ୍‌ ପର୍ବତାରୋହୀ ହାତରେ ଟର୍ଚ୍ଚ ଧରି ଆଗେଇ ଚାଲିଛନ୍ତି। ଏ ସମ୍ପର୍କିତ ଏକ ଫଟୋ ଆଇଏଫ୍‌ଏସ୍‌ ଅଫିସର ପରବିନ୍‌ କାସଓ୍ବାନ ସୋସିଆଲ୍‌ ମିଡ଼ିଆରେ ଅପଲୋଡ୍‌ କରିଛନ୍ତି। କିଭଳି ଗିରିଶୃଙ୍ଗ ଆରୋହଣକାରୀଙ୍କ ସଂଖ୍ୟା ବଢ଼ି ଏବେ ଟ୍ରାଫିକ୍‌ ଜାମ୍‌ ହେବାରେ ଲାଗିଛି ତାହା ସେ ଟୁଇଟ୍‌ କରିଛନ୍ତି। ୮,୮୪୮ ମିଟର ଉଚ୍ଚ ଗିରିଶୃଙ୍ଗ ଆରୋହଣ କରିିବା ପାଇଁ ଦିନକୁ ଦିନ ଲୋକଙ୍କ ମଧ୍ୟରେ ଆଗ୍ରହ ସୃଷ୍ଟି ହେଉଥିବା ସେ ସୂଚିତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚନ୍ଦ୍ରରେ ରହସ୍ୟମୟ କୁଡ଼ିଆ, ଫଟୋ ପଠାଇଲା ରୋଭର…

ବେଜିଂ,୬।୧୨: ଚନ୍ଦ୍ରର ଦୂର ପାର୍ଶ୍ୱରେ ଏକ ରହସ୍ୟମୟ କୁଡ଼ିଆ ରହିଛି। ଚାଇନାର ରୋଭର ପଠାଇଥିବା ଫଟୋରୁ ଏହା ଜଣାପଡ଼ିଛି। ଚାଇନାର ଚାଙ୍ଗ-୪ ପ୍ରୋବ୍‌ ଦ୍ୱାରା ଚନ୍ଦ୍ରକୁ...

ଆମେରିକାରେ ଦୀପାବଳି: ବାଇଡେନଙ୍କ ପୂର୍ବରୁ ଟ୍ରମ୍ପ୍‌ କରିବେ ପାଳନ…

ଓ୍ବାଶିଂଟନ,୧୨।୧୦ : ଦୀପାବଳି ଉତ୍ସବ ପାଇଁ ଭାରତ ତଥା ସମଗ୍ର ବିଶ୍ୱରେ ପ୍ରସ୍ତୁତି ଆରମ୍ଭ ହୋଇଛି। ଏନେଇ ଆମେରିକୀୟ ନେତାମାନେ ମଧ୍ୟ ପ୍ରସ୍ତୁତି ଆରମ୍ଭ କରିଛନ୍ତି।...

ଓଡ଼ିଶାରେ ବାଲିଯାତ୍ରା

”କାହିଁଗଲା ପୂର୍ବ ଓଡ଼ିଆ ବୋଇତ, କାହିଁ ସେ ନାବିକ ଉଦ୍ଦାମ -ସଙ୍ଗୀତ। ଜଳପଥେ କାହିଁ ବିଦେଶ ଗମନ, କାହିଁ ପୂର୍ବଖ୍ୟାତି କାହିଁ ପୂର୍ବଧନ। କଥାରେ ରହିଛି...

ଅଜବ ବସ୍‌

ଯାତ୍ରୀଙ୍କୁ ଗନ୍ତବ୍ୟ ସ୍ଥଳରେ ପହଞ୍ଚାଇଥାଏ ବସ୍‌। ଅଧିକ ଯାତ୍ରୀ ବେଶ୍‌ ଆରାମ୍‌ରେ ଓ ଅପେକ୍ଷାକୃତ କମ ମୂଲ୍ୟରେ ଯାତାୟତ କରିପାରୁଥିବାରୁ ବସ୍‌ ସାଧାରଣ ଲୋକଙ୍କର ବେଶ୍‌...

ମାସ୍କ୍‌ ନ ପିନ୍ଧିବା ନିର୍ଦ୍ଦେଶ ପରେ ବଢ଼ିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା…

ଜେରୁଜେଲମ୍‌,୨୪।୬: କରୋନା ମହାମାରୀ ଭୂତାଣୁ ବିରୋଧରେ ମାସ୍କ୍‌ ପିନ୍ଧିବା, ସାମାଜିକ ଦୂରତା ବଜାୟ ରଖିବା ସହିତ ନିୟମିତ ବ୍ୟବଧାନରେ ହାତଧୋଇବା ଗୁରୁତ୍ୱପୂର୍ଣ୍ଣ ବୋଲି ବିଶ୍ୱ ସ୍ବାସ୍ଥ୍ୟ...

ଆମେରିକାରେ ଭୟଙ୍କର ଘୂର୍ଣ୍ଣିଝଡ଼: ୭କୋଟି ଲୋକ ପ୍ରଭାବିତ

ଓ୍ବାଶିଂଟନ,୧୯।୫: ମଧ୍ୟ ଆମେରିକାରେ ଗୋଟିଏ ପରେ ଗୋଟିଏ ପ୍ରାୟ ୫୦ଟି ଘୂର୍ଣ୍ଣିଝଡ଼ ଆସିବାରୁ ଏଠାକାର ସ୍ଥିତି ଖରାପ ହୋଇଯାଇଛି। ଗତ ଶନିବାର ଏଠାରେ ହୋଇଥିବା ଘୂର୍ଣ୍ଣିଝଡ଼ରେ...

ଭାରତର ସ୍ଥାୟୀ ସଦସ୍ୟତାକୁ ସମର୍ଥନ ଜଣାଇଲା ରୁଷିଆ

ଜାତିସଂଘ,୨୫।୯: ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍‌ଏସ୍‌ସି)ରେ ସ୍ଥାୟୀ ସଦସ୍ୟତା ପାଇଁ ଭାରତ ଏବଂ ବ୍ରାଜିଲ୍‌ର ପ୍ରାର୍ଥିତ୍ୱକୁ ରୁଷିଆ ସମର୍ଥନ ଜଣାଇଛି। ଅନ୍ତର୍ଜାତୀୟସ୍ତରରେ ଉଭୟ ଦେଶର ପ୍ରଭାବ...

ଏବେ ‘ତୁର୍କିୟେ’ ନାମରେ ଜଣାଯିବ ‘ତୁର୍କି’

ନୂଆଦିଲ୍ଲୀ, ୩ା୬: ବଦଳିଛି ତୁର୍କୀର ନାମ। ଏବେ ଏହି ଦେଶ ‘ତୁର୍କିୟେ’ ନାମରେ ଜଣାଯିବ। ମିଳିତ ଜାତିସଂଘ ବୁଧବାର ଏହି ପ୍ରସ୍ତାବକୁ ମଞ୍ଜୁରୀ ଦେଇଛି। ଗତ...

Advertisement
Archives

Model This Week