ହାତରେ ହାତ ଛନ୍ଦି ବୁଲୁଥିଲେ ଏହି ଯୋଡ଼ି, କ୍ୟାଚ୍‌ କରିନେଲା କ୍ୟାମେରା

ହାତରେ ହାତ ଛନ୍ଦି ବଲିଉଡ୍‌ର ଏହି ଯୋଡ଼ି କାର୍‌ରେ ବୁଲୁଥିଲେ। ଫଟୋଗ୍ରାଫରଙ୍କ କ୍ୟାମେରାକୁ ଦେଖି ମୁହଁ ଲୁଚାଇଦେଲେ। କିନ୍ତୁ ଲୁଚିଛି ନା ଗୋଡ଼ ଦି’ଟା ଦିଶୁଛି ପରି ଏହି ଯୋଡ଼ିଙ୍କୁ ସେତେବେଳକୁ କ୍ୟାଚ୍‌ କରି ନେଇଥିଲା କ୍ୟାମେରା। ଆମେ ଆଉ କାହା କଥା କହୁନୁ। କହୁଛୁ ସାରା ଅଲ୍ଲୀ ଖାନ୍‌ ଆଉ କାର୍ତ୍ତିକ ଆର୍ଯ୍ୟନଙ୍କ କଥା। ଏହି ଦୁଇଜଣ ଏବେ ଫିଲ୍ମ ‘ଲଭ୍‌ ଆଜକଲ୍‌ ୨’ର ଶୁଟିଂରେ ବ୍ୟସ୍ତ।

ଏହା ବ୍ୟତୀତ ଶୁଟିଂ ପରେ ଏହି ଯୋଡ଼ି ସାଥୀ ହୋଇ ବୁଲୁଛନ୍ତି। ଦୁଇଜଣ ଗୋଟିଏ କାରରେ ହାତ ଧରାଧରି ହୋଇ ବସିଥିଲେ। ଯେତେବେଳେ ଫଟୋଗ୍ରାଫରଙ୍କ ନଜର ଦୁହିଁଙ୍କ ଉପରେ ପଡ଼ିଲା, ସାରା ମୁଣ୍ଡ ତଳକୁ କରିଦେଲେ। ସେତେବେଳେ କାର୍ତ୍ତିକଙ୍କ ଚେହେରା କ୍ୟାମେରାରେ କ୍ୟାପଚର ହୋଇଗଲା। ଏଥିରୁ ଦୁହିଁଙ୍କ କେମେଷ୍ଟ୍ରି ବିଷୟରେ ସ୍ପଷ୍ଟ ଜଣାପଡ଼ୁଛିା। ଫିଲ୍ମରେ ମଧ୍ୟ ସାରା ଏବଂ କାର୍ତ୍ତିକଙ୍କ ରୋମାନ୍ସ ସିନ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

BCCI Central Contract 2025-26: ଗିଲଙ୍କ ସମେତ ଏହି ଖେଳାଳିଙ୍କୁ  ଗ୍ରେଡ୍‌ A, ହେଲେ କୋହଲି-ରୋହିତଙ୍କୁ B; ନିରାଶ ହେଲେ…

ନୂଆଦିଲ୍ଲୀ,୯।୨: BCCI ୨୦୨୫-୨୬ ବର୍ଷ ପାଇଁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ଲିଷ୍ଟ(କେନ୍ଦ୍ରୀୟ ଚୁକ୍ତି ତାଲିକା) ପ୍ରକାଶ କରିଛି। ଏଥିରେ ବଡ଼ ପରିବର୍ତ୍ତନ ହୋଇଛି। ତାଲିକାରୁ ଏ ପ୍ଲସ୍‌ (A+)…

ଚୁଟ୍‌କିରେ ଉଠାଇପାରିବେ PFରୁ ଟଙ୍କା: UPIରୁ ସିଧା ଆକାଉଣ୍ଟକୁ ଆସିବ, EPFO ଆଣୁଛି…

ନୂଆଦିଲ୍ଲୀ,୯।୨: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫଓ)ର ପ୍ରାୟ ୮ କୋଟିରୁ ଅଧିକ ସଦସ୍ୟଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଶ୍ରମ ମନ୍ତ୍ରଣାଳୟ ଏକ…

ଚର୍ଚ୍ଚାରେ ପ୍ରଶାସନ, ଡାକ୍ତରଙ୍କୁ ମିଳିଲା ହସ୍ପିଟାଲରୁ କୁକୁର ଘଉଡ଼ାଇବା ପାଇଁ ଦାୟିତ୍ୱ

ଜୟପୁର,୯।୨: ରାଜସ୍ଥାନର ଜୟସଲମେର ଜିଲ୍ଲାର ସବୁଠାରୁ ବଡ଼ ସରକାରୀ ହସ୍ପିଟାଲ ସରକାରୀ ଜବାହାର ହସ୍ପିଟାଲରେ କୁକୁର ହଟାଇବା ଅଭିଯାନ ଚାଲିଛି । ହସ୍ପିଟାଲ ପ୍ରଶାସନ ଦ୍ୱାରା ଜାରି…

୧୦୦ ଟପିବ ପେଟ୍ରୋଲ ଦର? ଟ୍ରମ୍ପଙ୍କ ଯୋଗୁ ଗୋଟିଏ ଝଟକାରେ ହୁ ହୁ ହୋଇ ବଢ଼ିବାକୁ ଯାଉଛି ମୂଲ୍ୟ…!

ନୂଆଦିଲ୍ଲୀ,୯।୨: ଭାରତ ଏବଂ ଆମେରିକା ମଧ୍ୟରେ ନିକଟରେ ହୋଇଥିବା ଟ୍ରେଡ୍‌ ଡିଲ(ବାଣିଜ୍ୟ ଚୁକ୍ତି) ନେଇ ଜୋରଦାର ଚର୍ଚ୍ଚା ହେଉଛି। କାରଣ ଏହା ଭାରତର ସାଧାରଣ ନାଗରିକଙ୍କୁ ମହଙ୍ଗା…

ଧରିତ୍ରୀ ପ୍ରଭାବ: ତତ୍ପରତା ଦେଖାଇଲା ବିଦ୍ୟୁତ ବିଭାଗ

ଦାରିଙ୍ଗବାଡି, ୯।୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଶ୍ରାନିକେତା ପଞ୍ଚାୟତ ଡାବୁଲୁମାହାଠାରୁ ତେରବାଡିକୁ ସଂଯୋଗ କରୁଥିବା ଗ୍ରାମ୍ୟ ଉନ୍ନୟନ ବିଭାଗର ରାସ୍ତା ଉପରେ ବିଦ୍ୟୁତ ତାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri