ହାତର ଶୋଭା ବଢ଼ାଏ ଷ୍ଟାଇଲିଶ୍‌ ରିଙ୍ଗ୍‌

ସୁନ୍ଦର ଦେଖାଯିବାକୁ କିଏ ବା ଇଚ୍ଛା ନ କରେ? ଯୁବତୀ ହୁଅନ୍ତୁ କି ମହିଳା ସମସ୍ତେ ମେକ୍‌ଅପ୍‌ ସହିତ ଶୃଙ୍ଗାର କରିଥାନ୍ତି। ଖାସ୍‌କରି ଯୁବତୀମାନେ ଶୃଙ୍ଗାରକୁ ବଢ଼ାଇବା ପାଇଁ ବିଭିନ୍ନ ପ୍ରକାର ଆସେସରିଜ୍‌ ବ୍ୟବହାର କରିଥାନ୍ତି। ଏଥିପାଇଁ କେତେକ ବିଷୟ ପ୍ରତି ନଜର ଦେବାକୁ ପଡ଼ିଥାଏ। ସେ ବିଷୟରେ ଟିପ୍ସ…

ନେଲ ରିଙ୍ଗ୍ସ: ହାତରେ କିଛି ନୂଆ ଦେଖାଯିବାକୁ ଚାହୁଁଥିଲେ ବଜାରରେ ନେଲ ରିଙ୍ଗ୍‌ର ବହୁତ ପ୍ରଚଳନ ହେଉଛି। ଯେଉଁମାନଙ୍କର ନେଲ୍‌ଆର୍ଟ କରିବା ପସନ୍ଦ ସେମାନେ ଏହାକୁ ବ୍ୟବହାର କରିପାରିବେ।
ଫକି ରିଙ୍ଗ୍ସ : ଓ୍ବେଷ୍ଟର୍ନ ଡ୍ରେସ୍‌ ପିନ୍ଧୁଥିବା ଝିଅମାନଙ୍କୁ ଏହି ରିଙ୍ଗ୍‌ ଭଲ ମାନିଥାଏ। କାରଣ ଏଭଳି ଡ୍ରେସ୍‌ ସହ ଏହି ରିଙ୍ଗ୍‌ ମ୍ୟାଚ୍‌ କରିଥାଏ।
ଡାଇମଣ୍ଡ ରିଙ୍ଗ୍ସ: ଡାଇମଣ୍ଡ ରିଙ୍ଗ ସବୁପ୍ରକାର ପରିଧାନ ସହ ମାନିଥାଏ। ଏହି ରିଙ୍ଗ୍‌ର ପ୍ରଚଳନ ସବୁବେଳେ ରହିଛି। ଆଜିକାଲି ଅଧିକାଂଶ ମହିଳା ଏହାକୁ ପିନ୍ଧିବାକୁ ପସନ୍ଦ କରୁଛନ୍ତି।
ବ୍ରେସ୍‌ଲେଟ୍‌ ଥିବା ରିଙ୍ଗ୍‌: ଆଜିକାଲି ବଜାରରେ ବ୍ରେସଲେଟ୍‌ ଥିବା ରିଙ୍ଗ୍ସ ମିଳୁଛି। ଏହା ଆଙ୍ଗୁଠିରୁ ବାହାରି ପାପୁଲିକୁ ମଧ୍ୟ କଭର କରିଥାଏ, ଯାହା ଦ୍ୱାରା ଆଙ୍ଗୁଠି ସୁନ୍ଦର ଦେଖାଯିବା ସହ ପାପୁଲି ମଧ୍ୟ ସୁନ୍ଦର ଦେଖାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରୀଙ୍କୁ ‘ଇଣ୍ଡିଗୋ’ର ଝଟ୍‌କା: ବିମାନ ଟିକେଟ ଉପରେ ଲାଗିଲା ‘ଫ୍ୟୁଏଲ ସରଚାର୍ଜ’, ମାର୍ଚ୍ଚ ୧୪ରୁ…

ନୂଆଦିଲ୍ଲୀ,୧୩।୩: ବିଶ୍ୱ ବଜାରରେ ବିମାନ ଇନ୍ଧନ (ATF) ଦର ଅହେତୁକ ଭାବେ ବୃଦ୍ଧି ପାଇବା ପରେ ଇଣ୍ଡିଗୋ ନିଜର ଭଡ଼ା ବୃଦ୍ଧି କରିବା ନିଷ୍ପତ୍ତି ନେଇଛି। ପଶ୍ଚିମ…

ପେଟାପାଙ୍ଗା ଗ୍ରାମ ପାହାଡ଼ର ଗୁମିକିଆ ଜଙ୍ଗଲରେ ହାତୀ ଆକ୍ରମଣ: ୨ ମୃତ

ରାଇକିଆ/ଜି.ଉଦୟଗିରି,୧୩/୦୩(ପ୍ରଦୀପ ବେହେରା/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ରାଇକିଆ ବ୍ଲକ ଅନ୍ତର୍ଗତ ପେଟାପାଙ୍ଗା ଗ୍ରାମ ଡ. ପାହାଡ଼ର ଗୁମିକିଆ ଜଙ୍ଗଲରେ ହାତୀ ଆକ୍ରମଣରେ ଦୁଇ ଜଣ ଗ୍ରାମବାସୀ…

IPL ୨୦୨୬ରୁ ବାଦ୍‌ ପଡ଼ିଲେ ହର୍ଷିତ ରାଣା, ତଥାପି ମିଳିବ ୪ କୋଟି; କାରଣ ଜାଣିଲେ… 

ନୂଆଦିଲ୍ଲୀ,୧୩।୩: ଆଇପିଏଲ୍‌ ୨୦୨୬ ଆରମ୍ଭ ହେବା ପୂର୍ବରୁ କୋଲକାତା ନାଇଟ୍‌ ରାଇଡର୍ସ (KKR)କୁ ଶକ୍ତ ଧକ୍କା ଲାଗିଛି। ଦଳର ତାରକା ଦ୍ରୁତ ବୋଲର ହର୍ଷିତ ରାଣା ଆହତ…

ଚାଷୀଙ୍କ ପାଇଁ ବଡ଼ ଖୁସିଖବର, ପିଏମ୍‌ କିଷାନର ୨୨ତମ କିସ୍ତି ଜାରି, ଆପଣଙ୍କ ଆକାଉଣ୍ଟକୁ ଆସି ନ ଥିଲେ…

ନୂଆଦିଲ୍ଲୀ,୧୩।୩:  କେନ୍ଦ୍ର ସରକାରଙ୍କ ମହତ୍ତ୍ୱାକାଂକ୍ଷୀ ‘ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି’ (PM-KISAN) ଯୋଜନା ଅଧୀନରେ ଦେଶର କୋଟି କୋଟି ଚାଷୀଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଆରଆଇଙ୍କୁ ମାଡ ଘଟଣାରେ: ଜଣେ ଗିରଫ

ନନ୍ଦପୁର,୧୩।୨(ତୁଷାର କାନ୍ତ ମହାନ୍ତି): ଜାତିଗତ ପ୍ରମାଣପତ୍ର ପାଇଁ ନନ୍ଦପୁର ତହସିଲରେ କାର୍ଯ୍ୟରତ ରାଜସ୍ବ ନିରୀକ୍ଷକ ମଧୁସୁଦନ ଖେମୁଣ୍ଡୁଙ୍କୁ ଅଶାଳୀନ ବ୍ୟବହାର ଓ ମାଡ ମାରିବା ଘଟଣାରେ ଜଣେ…

ଲାଞ୍ଚନେଇ ବନ୍ଧାହେଲେ ବଡ଼ଗାଁ ଥାନା ଏଏସ୍‌ଆଇ

ସୁନ୍ଦରଗଡ,୧୩।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ବଡ଼ଗାଁ ଥାନା ପୋଲିସ, ଏଏସ୍‌ଆଇ ଅରୂପା ନନ୍ଦ ଦାସ ଗୁରୁବାର ସନ୍ଧ୍ୟାରେ ଜଣେ ଢାବା ମାଲିକଙ୍କଠାରୁ ୨୫,୦୦୦ଟଙ୍କା ଲାଞ୍ଚ ନେବା…

ଭୋଜିଖାଇ ଫେରିଲେ ସକାଳୁ ମିଳିଲାନି ବାଇକ୍‌ 

ଦିଗପହଣ୍ଡି,୧୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମର ରାଜେଶ କୁମାର ରାଉତଙ୍କ ଏକ ବାଇକ୍‌କୁ କେହି ଦୁର୍ବୃତ୍ତ ତାଙ୍କ ଘର ସମ୍ମୁଖରୁ ଚୋରି…

ଆମେରିକାର ବଡ଼ ଦାବି: ଇରାନର ନୂଆ ସର୍ବୋଚ୍ଚ ନେତା ମୋଜତାବା ଗୁରୁତର ଆହତ

ୱାଶିଂଟନ୍‌,୧୩।୩: ଆମେରିକାର ପ୍ରତିରକ୍ଷା ସଚିବ ପିଟ୍‌ ହେଗସେଠ୍‌ ଏକ ବଡ଼ ଦାବି କରିଛନ୍ତି। ଇରାନର ନୂଆ ସୁପ୍ରିମ ଲିଡର ମୋଜତାବା ଖାମନେଇ ଗୁରୁତର ଆହତ ହୋଇଥିବା ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri