ହାତର ହକିକ୍‌ ମୁଦି ଏବଂ ପର୍ସରୁ ସୁଲେମାନିଙ୍କୁ କରାଗଲା ଚିହ୍ନଟ

ବାଗଦାଦ୍‌,୩।୧: ଆମେରିକା ପକ୍ଷରୁ ଇରାକ୍‌ର ବାଗଦାଦ୍‌ ବିମାନବନ୍ଦର ଉପରେ ଏୟାର ଷ୍ଟ୍ରାଇକ୍‌ କରାଯାଇଛି। ଏଥିରେ ଇରାନ୍‌ର କୁଦୁସ୍‌ ବାହିନୀ କମାଣ୍ଡର ଜେନେରାଲ କାସିମ୍‌ ସୁଲେମାନିଙ୍କ ସମତେ ୮ ଜଣ ବରିଷ୍ଠ ଅଧିକାରୀଙ୍କ ମୃତ୍ୟୁ ଘଟିଛି। ଆକ୍ରମଣରେ ଇରାନ୍‌ ସମର୍ଥିତ ପପୁଲାର ମୋବିଲାଇଜେସନ୍‌ ବାହିନୀର ଡେପୁଟି କମାଣ୍ଡର ଆବୁ ମହାଦି ଅଲ୍‌-ମୁହାନ୍ଦିସ୍‌ଙ୍କର ମଧ୍ୟ ମୃତ୍ୟୁ ଘଟିଥିବା କୁହାଯାଉଛି। କାସିମ୍‌ ସୁଲେମାନିଙ୍କୁ ତାଙ୍କ ହାତରେ ସେ ପିନ୍ଧିଥିବା ହକିକ୍‌ ମୁଦି ଏବଂ ବ୍ୟବହାର କରୁଥିବା ପର୍ସ ଦ୍ୱାରା ଚିହ୍ନଟ କରାଯାଇଛି। ଏବେ ହକିକ୍‌ ମୁଦି ଏବଂ ପର୍ସର ଫଟୋ ବିଭିନ୍ନ ସୋସିଆଲ ମିଡ଼ିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନାଠାରୁ କରୋନା ତଥ୍ୟ ପୁଣି ମାଗିଲା ବିଶ୍ୱସ୍ବାସ୍ଥ୍ୟ ସଂଗଠନ…

ଜେନେଭା,୩୧।୧୨ : ଚାଇନାରେ କରୋନା ମହାମାରୀ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ଡାକ୍ତରଖାନାଗୁଡ଼ିକରେ ସ୍ଥାନ ନାହିଁ ଏବଂ ଶ୍ମଶାନରେ ଅନ୍ତିମ ସଂସ୍କାର ପାଇଁ ଧାଡି ଲାଗି...

ଗଧ ମେଳା କରି ଆର୍ଥିକ ସ୍ଥିତି ସୁଧାରିବାକୁ ଚାହୁଁଛି ପାକିସ୍ତାନ

ଇସ୍‌ଲାମାବାଦ,୧୪।୯: ଭାରତରେ କାହାକୁ ଗଧ କହିଦେଲେ ପରିସ୍ଥିତି ଖରାପ ହୋଇଯାଇଥାଏ। ହେଲେ ପାକିସ୍ତାନ ଏବେ ଏହି ଗଧକୁ ତା’ର ରୋଜଗାରର ପ୍ରମୁଖ ମାଧ୍ୟମ ବୋଲି ଧରି...

ସବୁଠୁ ଦାମୀ ଗିଟାର

ବେର୍ନ: ସାଧାରଣତଃ ଗିଟାର ପ୍ରତି ସମସ୍ତଙ୍କ ଧ୍ୟାନ ଯାଇଥାଏ। ଯଦି କେଉଁ ସ୍ଥାନରେ କେହି ଗିଟାର ବଜାଉଛି ତ ତାଙ୍କୁ ଦେଖିବାକୁ ଲୋକେ ସେଠାରେ ଭିଡ଼...

ନାଟୋରେ ସାମିଲ ହେବନି ଜାପାନ…

ଟୋକିଓ,୨୪।୫ : ଏକ ଅଧିକାରୀକ କିମ୍ବା ଅର୍ଦ୍ଧ ଅଫିସିଆଲ ସଦସ୍ୟ ଭାବରେ ନାଟୋରେ ଯୋଗଦେବାକୁ ଜାପାନର କୌଣସି ଯୋଜନା ନାହିଁ। ଏହି ସୂଚନା ଜାପାନର ପ୍ରଧାନମନ୍ତ୍ରୀ...

ବିକ୍ରମ ପଟେଲ ଏଚ୍‌ଏମ୍‌ଏସ୍‌ ଗ୍ଲୋବାଲ ହେଲ୍‌ଥ ଆଣ୍ଡ୍‌ ସୋସିଆଲ ମେଡିସିନ୍‌ ଅଧ୍ୟକ୍ଷ

ନ୍ୟୁୟର୍କ, ୬ା୬: ଭାରତ ଜନ୍ମିତ ମାନସିକ ସ୍ବାସ୍ଥ୍ୟ ବିଶେଷଜ୍ଞ ବିକ୍ରମ ପଟେଲ ହାର୍ଭାର୍ଡ ମେଡିକାଲ ସ୍କୁଲ(ଏଚ୍‌ଏମ୍‌ଏସ୍‌)ର ଗ୍ଲୋବାଲ ହେଲ୍‌ଥ ଆଣ୍ଡ ସୋସିଆଲ ମେଡିସିନ ବିଭାଗର ପରବର୍ତ୍ତୀ ଅଧ୍ୟକ୍ଷ...

ବ୍ରିଟେନ୍‌ରେ ୨୪୦ ମିଲିୟନ ପାଉଣ୍ଡ ନିବେଶ କରିବ ସେରମ ଇନ୍‌ଷ୍ଟିଚ୍ୟୁଟ୍‌

ଲଣ୍ଡନ,୪।୫: ଟିକା ନିର୍ମାତା କମ୍ପାନୀ ସେରମ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆ(ଏସ୍‌ଆଇଆଇ) ବ୍ରିଟେନରେ ପୁଞ୍ଜି ନିବେଶ କରିବାକୁ ଯାଉଛି। ଭବିଷ୍ୟତରେ ଟିକା ବ୍ୟବସାୟକୁ ବିସ୍ତାର କରିବା ଏବଂ...

ରୁଷିଆରେ ଯୁଦ୍ଧ ବିରୋଧୀ ଆନ୍ଦୋଳନ ପାଇଁ ୧,୧୦୦ ଅଟକ

ମସ୍କୋ,୬।୩: ୟୁକ୍ରେନ ଉପରେ ସାମରିକ ଆକ୍ରମଣର ବିରୋଧରେ ରୁଷିଆରେ ତେଜିବାରେ ଲାଗିଛି ଆନ୍ଦୋଳନ। ବିଭିନ୍ନ ସହରରେ ରବିବାର ଯୁଦ୍ଧ ବିରୋଧୀ ବିକ୍ଷୋଭରେ ଜଡ଼ିତ ୧,୧୦୦ ଲୋକଙ୍କୁ...

ଆରମ୍ଭ ହେଲା କ୍ୱାଡ ସମ୍ମିଳନୀ

ଟୋକିଓ,୨୪ ।୫: ଜାପାନ ଗସ୍ତର ଦ୍ୱିତୀୟ ଦିନରେ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ୱାଡ ନେତାଙ୍କ ସହ ଚତୁର୍ଥ ଶିଖର ବୈଠକରେ ଯୋଗ ଦେଇଛନ୍ତି ।...

Advertisement
Archives

Model This Week