ହାତିଆ ଗୁଳିକାଣ୍ଡ ଘଟଣା: ୩ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ

ମାର୍ଶାଘାଇ, ୨୯।୯(ଡି.ଏନ.ଏ):କେନ୍ଦ୍ରାପଡା ଜିଲ୍ଲା ମାର୍ଶାଘାଇ ଥାନା ହାତିଆ ଗୁଳିକାଣ୍ଡ ଘଟଣାରେ ୩ ଅଭିଯୁକ୍ତଙ୍କୁ ଗରିଫ କରି କୋର୍ଟଚାଲାଣ କରିଛି ମାର୍ଶାଘାଇ ପୋଲିସ। ଏକ ଗତ ୧୮ରେ ହାତିଆ ଗୁଳିକାଣ୍ଡ ଘଟଣାରେ ଗଗନ ସାହୁ ନାମକ ଜଣେ ଔଷଧ ବ୍ୟବସାୟୀ ମୃତ୍ୟୁ ହୋଇଥିଲା। ଏହି ଘଟଣାରେ ପୋଲିସ ଏପର୍ଯ୍ୟନ୍ତ ୯ ଜଣଙ୍କୁ ଗିରଫ କରିଛି। ପୋଲିସ ଏହି ଗୁଳିକାଣ୍ଡରେ ସମ୍ପୃକ୍ତ ୩ ଜଣ ଅଭିଯୁକ୍ତଙ୍କୁ ଆଜି ଗରିଫ କରି କୋର୍ଟଚାଲାଣ କରିଛି। ସେମାନଙ୍କ ପାଖରୁ ୧୨ଟି ମୋବାଇଲ, ୧ଟି ଭୂଜାଲି, ୧ଟି କଟୁରୀ, ୧ଟି ଫାର୍ସା, ୩ଟି ହିରୋହୋଣ୍ଡା ଗ୍ଲାମର ମୋଟର ସାଇକେଲ ଏବଂ ଏକ ବନ୍ଧୁକ ଜବତ କରିଛି। ଏହି ଘଟଣାରେ ମୂଖ୍ୟ ଅଭିଯୁକ୍ତ ଏବେ ବି ଫେରାର ଥିବାବେଳେ ସେମାନଙ୍କୁ ଖୁବଶୀଘ୍ର ଧରାଯିବ ବୋଲି କେନ୍ଦ୍ରାପଡା ଏସପି ନିତିଶେଖର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋତି ହୋଇଛି ଡ୍ରେନ୍‌,ବିପଦସଙ୍କୁଳ ଜନ କଲ୍ୟାଣ କେନ୍ଦ୍ର

ବ୍ରହ୍ମପୁର ଅଫିସ୍‌,୯।୫: ବ୍ରହ୍ମପୁର ମହାନଗର ନିଗମ ଅନ୍ତର୍ଗତ ବିଭିନ୍ନ ୱାର୍ଡରେ ଡ୍ରେନ୍‌ ଗୁଡିକ ପୋତିହୋଇ ରହିଥିବା ନେଇ ଦୀର୍ଘ ଦିନରୁ ଅଭିଯୋଗ ହୋଇଆସୁଛି। ବର୍ଷା ଦିନ ପ୍ରାରମ୍ଭରୁ...

ବାରବାର ଆବେଦନ କରି ନିରାଶ: ଭତାରୁ ବଁଚିତ୍‌ ଲକ୍ଷ୍ମୀଧର, ସୁଶୀଲା

କଣ୍ଟାମାଳ, ୯ା୧(ଡି.ଏନ୍‌.ଏ.)- ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକ ଘଣ୍ଟାପଡ଼ା ପଁଚେତ୍‌ ଅଧୀନ ମାଣ୍ଡିଆଯୋର ଗଁାର ଲକ୍ଷ୍ମୀଧର ବେହେରା(୫୪) ଆର ବିଧବା ସୁଶୀଲା ଭୋଇ(୪୭) ଭତାରୁ ବଁଚିତ୍‌...

ଦିବ୍ୟାଙ୍ଗଙ୍କ ଭ୍ରାମ୍ୟମାଣ ଦୋକାନ

ଭଦ୍ରକ ଅଫିସ,୧୮ା୧୦: ୨୦ ବର୍ଷ ତଳେ ଏକ ଦୁର୍ଘଟଣାରେ ଡାହାଣ ଗୋଡ଼ ହରାଇ ବସିଥିଲେ। ଆଉ ସେହି ଦୁର୍ଘଟଣା ପରଠାରୁ ବଦଳିଗଲା ତାଙ୍କ ଜୀବନର ମୋଡ଼। ତଥାପି...

ଖରାରେ ସର୍ବତ ବାଣ୍ଟିଲେ ସ୍ବେଚ୍ଛାସେବୀ

କେନ୍ଦୁଝର, ୨୦।୪(ସ୍ବ.ପ୍ର.)-କେନ୍ଦୁଝରରେ କୋରନା ମୁକାବିଲା ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯାଇଛି। ଏହାସହିତ ପ୍ରବଳ ଖରା ଯୋଗୁ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡ଼ିଛନ୍ତି। ତାପମାତ୍ରା ପାଖାପାଖି...

କାମରେ ଆସୁନି ଭ୍ରାମ୍ୟମାଣ ରକ୍ତ ସଂଗ୍ରହ ଯାନ

ବାରିପଦା ଅଫିସ,୯ା୧୨- ରକ୍ତ ଅଭାବରୁ ରୋଗୀମାନେ ଯେଭଳି ମୃତ୍ୟୁବରଣ ନ କରନ୍ତି, ତାହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଭ୍ରାମ୍ୟମାଣ ରକ୍ତ ସଂଗ୍ରହ ଯାନର ବ୍ୟବସ୍ଥା...

ସହରକୁ ସ୍ବଚ୍ଛ, ସୁନ୍ଦର କରିବାକୁ ସଙ୍କଳ୍ପ

ବ୍ରହ୍ମପୁର ଅଫିସ,୨ା୧- ନୂତନବର୍ଷରେ ବହୁ ନୂଆ ପଦକ୍ଷେପ ଗ୍ରହଣ କରିଛି ବ୍ରହ୍ମପୁର ମହାନଗର ନିଗମ। ସହରବାସୀ ଘର ପାଖରେ ବିଭିନ୍ନ ଅତ୍ୟାବଶ୍ୟକ ସେବା ଉପଲବ୍ଧ କରାଇବା...

ଲକ୍‌ଡାଉନ୍‌ ପରେ କଳାବଜାର ଉପରେ କଡ଼ା ନଜର

ଦାରିଙ୍ଗବାଡ଼ି,୨୫।୩(ଡି.ଏନ୍‌.ଏ.): ଗୋଟିଏ ପଟେ କରୋନା ସଂକ୍ରମଣ ପ୍ରତିହତ ପାଇଁ ଜିଲା ପ୍ରଶାସନ ପକ୍ଷରୁ ୧୪୪ ଧାରା ବଳବତ୍ତର ରହିଥିବା ସହ ରାଜ୍ୟ ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌...

ନୟାଗଡ଼ ପୋଲିସ ଟ୍ରେନିଂ ସ୍କୁଲର ଦୀକ୍ଷାନ୍ତ ସମାରୋହ: କନଷ୍ଟେବଳ ପୋଲିସର ମେରୁଦଣ୍ଡ

ନୟାଗଡ଼ ଅଫିସ,୨୮।୯: ନୟାଗଡ଼ ପୋଲିସ ଟ୍ରେନିଂ ସ୍କୁଲ (ପିଟିଏସ୍‌)ର ଦୀକ୍ଷାନ୍ତ ସମାରୋହ-୨୦୧୯ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ନୟାଗଡ଼ ଏସ୍‌ପି ତଥା ଟ୍ରେନିଂ ସ୍କୁଲର ଅଧ୍ୟକ୍ଷ ଶଶିଭୂଷଣ...

Advertisement
Archives

Model This Week