Posted inଜାତୀୟ

ହାତୀକୁ କେହି ବିସ୍ଫୋରକ ଥିବା ସପୁରି ଖାଇବାକୁ ଦେଇ ନାହାଁନ୍ତି: ପରିବେଶ ମନ୍ତ୍ରଣାଳୟ

ପାଟନା,୮।୬: କେରଳରେ ବିସ୍ଫୋରକ ଥିବା ସପୁରି ଖାଇ ଏକ ଗର୍ଭିଣୀ ହାତୀର ମୃତ୍ୟୁ ଘଟିଥିଲା। ଏନେଇ ତଦନ୍ତ କରିବା ପରେ ପରିବେଶ ମନ୍ତ୍ରଣାଳୟ ପକ୍ଷରୁ ସୋମବାର କୁହାଯାଇଛି ଯେ, କେହି ହାତୀକୁ ଏଭଳି ସପୁରି ଜାଣିଶୁଣି ଖାଇବାକୁ ଦେଇ ନାହାଁନ୍ତି। ଜଙ୍ଗଲୀ ବାରହା ଫସଲ ନଷ୍ଟ କରୁଥିବାରୁ ସେମାନଙ୍କୁ ଦୂରେଇ ରଖିବା ପାଇଁ କେତେକ ଲୋକ ବିସ୍ଫୋରକ ଥିବା ସପୁରି ରଖାଯାଇଥିଲା। ମାତ୍ର ଦୁର୍ଭାଗ୍ୟ ବଶତଃ ହାତୀ ଏହାକୁ ଖାଇଦେଇଥିତ୍ବା ପରିବେଶ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ସୂଚନାଯୋଗ୍ୟ, ସାଇଲେଣ୍ଟ୍‌ ଭ୍ୟାଲି ଅଞ୍ଚଳରେ ୧୫ ବର୍ଷ ବୟସ୍କା ଗର୍ଭିଣୀ ହାତୀ ବିସ୍ଫୋରକ ଥିବା ସପୁରି ଖାଇ ଦେଇଥିଲା। ହାତୀର ପାଟିରେ ବଡ଼ କ୍ଷତ ସୃଷ୍ଟି ହୋଇଥିଲା। ହାତୀଟିର ମୃତ ଦେହ ମେ ୨୭ରେ ସ୍ଥାନୀୟ ନଦୀରେ ପଡ଼ିଥିବା ଖବର ମିଳିବା ପରେ ଜଙ୍ଗଲ ବିଭାଗ ପକ୍ଷରୁ ତନାଘନା ଆରମ୍ଭ ହୋଇଥିଲା। ଏହା ବେଆଇନ ହେଲେ ମଧ୍ୟ ଫସଲ ବଞ୍ଚାଇବା ଲାଗି ଲୋକେ ଏଭଳି କରୁଛନ୍ତି। ଏନେଇ ଦୃଢ଼ ଆଇନ ବ୍ୟବସ୍ଥା ପ୍ରଣୟନ ଉପରେ ଗୁରୁତ୍ୱାରୋପ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିନପିଙ୍ଗଙ୍କୁ ପସନ୍ଦ ଭାରତ ଚା’! ମୋଦିଙ୍କ ସହ ନେଲେ ମଜା

ନୂଆଦିଲ୍ଲୀ/ବେଜିଂ,୧୪।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଭାରତ ଗସ୍ତକୁ ବେଶ ଉପଭୋଗ କରୁଛନ୍ତି। ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀ ପାଇଁ ଦିଲ୍ଲୀରେ ପହଞ୍ଚିବା ପରେ ସେ ସ୍ଥାନୀୟ…

ମନ୍ତ୍ରୀଙ୍କ ବଡ଼ ସୂଚନା, ଓଡ଼ିଶା ବଜାରକୁ ଆସିବ ଓମ୍‌ଫେଡ ଆଇସକ୍ରିମ୍ ଓ ପାଣି

ଭୁବନେଶ୍ବର,୧୪ା୯: ଓଡ଼ିଶାର ଲୋକପ୍ରିୟ ଦୁଗ୍ଧ କମ୍ପାନୀ ଓମ୍‌ଫେଡ୍‌ ଏଣିକି ଆଇସକ୍ରିମ୍ ଓ ପାଣି ମଧ୍ୟ ବଜାରକୁ ଆଣିବାକୁ ଯୋଜନା କରୁଛି । ଏନେଇ ସୂଚନା ଦେଇଛନ୍ତି ମତ୍ସ୍ୟ…

ଗଣେଶ ପୂଜାରେ ଅଘଟଣ: ମଣ୍ଡପକୁ ଯିବା ଲାଗି ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଯୁବକ

ବାଲେଶ୍ୱର,୧୪ା୯(ବାଞ୍ଛାନିଧି ଦେ): ଅଗ୍ରପୂଜ୍ୟ ଗଣପତି ବାବାଙ୍କ ପୂଜା ଉତ୍ସବ ସୋମବାର ଧୂମ୍‌ଧାମରେ ପାଳିତ ହେଉଥିବାବେଳେ ବାଲେଶ୍ୱର ଜିଲା ରେମୁଣା ଅଞ୍ଚଳରେ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି…

ନୂଆଁଖାଇରେ ମାଟିପାତ୍ରର ମହକ; ବଲାଙ୍ଗୀର ହାଟରେ ବିକ୍ରି ହେଲାଣି କୁରେପତ୍ର ସାଙ୍ଗକୁ ଖଲିଦନା

ବଲାଙ୍ଗୀର,୧୪ା୯(ସୁନିଲ କୁମାର ମହାନ୍ତି): ରାତି ପାହିଲେ ନୂଆଁଖାଇ । ପ୍ରକୃତି ସହ ଓତପ୍ରୋତ ଭାବେ ଜଡ଼ିତ ନୂଆଁଖାଇ । ଏହି ଦିନ ପ୍ରଥମ ଅନ୍ନ ପ୍ରସ୍ତୁତିରେ ମାଟିପାତ୍ରର…

ବରଗଡ଼ରେ ଚାଞ୍ଚଲ୍ୟ: ନୂଆଖାଇ ପୂର୍ବରୁ ସ୍ତ୍ରୀଙ୍କୁ ପିଟିପିଟି ମାରିଲେ ସ୍ବାମୀ

ଅତାବିରା,୧୪।୯(ଯୁଧିଷ୍ଠିର ମହାପାତ୍ର)- ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଅମ୍ଳିପାଲି ପଞ୍ଚାୟତ ଗଡତିଆଟିକ୍ରା ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି। ସ୍ତ୍ରୀଙ୍କୁ ପିଟିପିଟି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ…

ପୁଣି ବଡ଼ ଆନ୍ଦୋଳନ, ମହାରାଷ୍ଟ୍ର ସରକାରଙ୍କୁ ଘେରିବ CJP! ଅଭିଜିତ ଦୀପକେ କହିଲେ..

ମୁମ୍ବାଇ,୧୪ା୯: ଆନ୍ଦୋଳନ ନେଇ ବଡ଼ ଘୋଷଣା କଲା ସିଜେପି । ନିଟ୍‌ ପେପର ଲିକ୍‌ ମାମଲାକୁ ନେଇ ଦିଲ୍ଲୀର ଜନ୍ତର ମନ୍ତରରେ ବିକ୍ଷୋଭ ପରେ ଏବେ ମହାରାଷ୍ଟ୍ରର…

ଓରାଙ୍ଗଉଟାନକୁ ପୁଣି ଜ୍ୱର: ଡାକ୍ତରୀ ଟିମ୍‌ ସଜାଗ

ବାରଙ୍ଗ,୧୪।୧୦(ଲିଙ୍ଗରାଜ ରାଉତ): ବାଲେଶ୍ବରରୁ ଉଦ୍ଧାର ହୋଇ ନନ୍ଦନକାନନକୁ ଆସିଥିବା ଓରାଙ୍ଗଉଟାନଙ୍କ ମଧ୍ୟରୁ ଜଣେ ଜ୍ବରରେ ଆକ୍ରାନ୍ତ ହୋଇଛି। ଉକ୍ତ ଓରାଙ୍ଗଉଟାନଟି ଆସିବା ଦିନଠାରୁ ଜ୍ବରରେ ଆକ୍ରାନ୍ତ ହୋଇଥିବାର…

ଭାଜପାକୁ ବଡ଼ ଝଟକା, ଦଳ ଛାଡି କଂଗ୍ରେସରେ ମିଶିଲେ ବିଧାୟକ

ବେଙ୍ଗାଲୁରୁ,୧୪।୯: ଭାଜପାର ପୂର୍ବତନ ବିଧାୟକ ତଥା ଦଳର ରାଜ୍ୟ ଓବିସି (OBC) ମୋର୍ଚ୍ଚା ସଭାପତି ଏନ.ଏଲ. ନରେନ୍ଦ୍ର ବାବୁ ରବିବାର କଂଗ୍ରେସରେ ଯୋଗ ଦେଇଛନ୍ତି। ‘ଭାରତ ଯୋଡ଼ୋ’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?