ହାତୀପଲଙ୍କ ଉପଦ୍ରବ: ଭାଙ୍ଗିଲେ ଘର

ଆନନ୍ଦପୁର,୨୦।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ କାଠକଟା ପଞ୍ଚାୟତ କୁଶବଣିଆ ଗ୍ରାମରେ ଗୁରୁବାର ବିଳମ୍ବିତ ରାତିର ହାତୀପଲ ପଶି ଉପଦ୍ରବ କରିଛନ୍ତି। ହାତୀପଲ ଗ୍ରାମର ମାଳତୀ ମହାକୁଡ଼ଙ୍କ ଘର ସମ୍ପୂର୍ଣ୍ଣ ଭାଙ୍ଗି ତାଙ୍କ ପରିବାରକୁ ବେସାହାରା କରିବା ସହିତ ଫସଲ ନଷ୍ଟ କରିଛନ୍ତି। ରାତିରେ ମାଳତୀଙ୍କ ସହ ପ୍ରଫୁଲ୍ଲ, ଓ ଝୁମୁରୀ ମହାକୁଡ଼ ଘରେ ରହିଥିଲେ। ହାତୀପଲ ଘରଭାଙ୍ଗିବାରୁ ସେମାନେ ଭୟଭୀତ ହୋଇ ପଳାଇବା ସମୟରେ ପ୍ରଫୁଲ୍ଲ ଆହତ ହୋଇଥିଲେ। ତାଙ୍କୁ ଚିକିତ୍ସା ଲାଗି ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାନକିଣାରେ ଅନିୟମିତତା: ସେବା ସମବାୟ ସମିତିରେ ତାଲା ପକାଇଲେ ଚାଷୀ

ଆନନ୍ଦପୁର,୨୭।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଯୋଗାଣ ବିଭାଗ ଅଧୀନ ଖାଳିଆମେଣ୍ଟା ସେବା ସମବାୟ ସମିତିରେ ଧାନକିଣାରେ ହୋଇଥିବା ଅନିୟମିତତା ଘଟଣା ବିରୋଧରେ ସୋମବାର ଚାଷୀମାନେ...

ତାଉଁତରା ଗ୍ରାମରେ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ

ବିଞ୍ଝାରପୁର,୨୨ା୮(ଡି.ଏନ୍‌.ଏ.)- ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ବିଞ୍ଝାରପୁର ତହସିଲ ପ୍ରଶାସନ ପକ୍ଷରୁ ଶାସନ୍ଦା ପଞ୍ଚାୟତ ତାଉଁତରା ଗ୍ରାମରେ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି। ଗ୍ରାମର କେତେଜଣ...

ପୋଲିସକୁ ମାଡ ଘଟଣା, ମୁଖ୍ୟ ଅଭିଯୁକ୍ତ ଗିରଫ

ଆର.ଉଦୟଗିରି,୨୩ା୪(ଡି.ଏନ.ଏ.)- ଲକ୍‌ଡାଉନ ଲାଗୁହେବାପରେ ଗତ ୧୪ ତାରିଖରେ ଅଡବା ପୋଲିସ ପାଟ୍ରୋଲିଂ କରୁଥିବା ସମୟରେ କେତେକ ଦୁର୍ବୃତ୍ତ ଆକ୍ରମଣ କରିଥିଲେ। ମୋହନା ଓ ଅଡବା ପୋଲିସ...

ବାଲି ଚାଲାଣବେଳେ ଚଢାଉ, ୫ ଗାଡ଼ି ଜବତ

ଚମ୍ପୁଆ,୨୭ା୫(ଡି.ଏନ.ଏ)- ଚମ୍ପୁଆ ରାଜସ୍ବ ବିଭାଗ ଅଧିନରେ ଥିବା ବିଭିନ୍ନ ବାଲି ଉତ୍ସ ଗୁଡିକର ବାରମ୍ବାର ବାଲି ଚୋରାଚାଲାଣ ହୋଇ ଆସୁଥିବା ବେଳେ ରାଜସ୍ବ ବିଭାଗକୁ ଚକମା...

ଅଭାବୀ ବିକ୍ରି ହୋଇପାରେ ୨୦ ହଜାର କୁଇଣ୍ଟାଲ ଧାନ

କୁନ୍ଦୁରା,୧୩।୨(ଡି.ଏନ୍‌.ଏ.) କୋରାପୁଟ ଜିଲାରେ ଚଳିତବର୍ଷ ଖରିଫ ଋତୁରେ ଅମଳ ଧାନ ବିକ୍ରି କରିବା କିମ୍ବା ଚାଷୀ ପଞ୍ଜୀକୃତ ହେବାରେ ପ୍ରଶାସନ ଯେଉଁ ଦାୟିତ୍ୱହୀନତା ଦେଖାଇଛି, ସେଥିରେ ପ୍ରଭାବିତ...

ବ୍ରାହ୍ମଣୀ ଛାତିରେ ମାଫିଆ ରାଜ

ପରଜଙ୍ଗ, ୧୨।୨(ଡି.ଏନ.ଏ.) – ବ୍ରାହ୍ମଣୀ ଛାତିରେ ରାଜ୍‌ କରୁଛନ୍ତି ବାଲି ମାଫିଆ। ଏଥିପାଇଁ ନଦୀରେ ବନ୍ଧାଯାଇଛି ବାଲିବନ୍ଧ। ବଦଳାଯାଇଛି ଜଳସ୍ରୋତର ଦିଗ। ଦିନତମାମ ନଜର ଆଢୁଆଳରେ...

ସ୍କର୍ପିଓ ସହ ଲକ୍ଷାଧିକ ଟଙ୍କାର ବିଦ୍ୟୁତ୍‌ ତାର ଜବତ: ୪ ଅଭିଯୁକ୍ତ ଅଟକ

ରୂପ୍‌ସା, ୨୩।୮(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ଅଧୀନ ୬୦ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ୩୩କେଭି ବିଦ୍ୟୁତ୍‌ ଲାଇନ୍‌ରୁ ପ୍ରାୟ ୩୦ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ୱ ମୂଲ୍ୟର ବିଦ୍ୟୁତ୍‌...

ପୌରପାଳିକା ଯୋଗଦେଲେ ନୂତନ ଇଓ:ସହର ପରିମଳ ପ୍ରଥମ ଲକ୍ଷ୍ୟ

ଅନୁଗୋଳ ଅଫିସ, ୨୪।୯ ରେମୁଣାରେ ଆଡିଶନାଲ ତହସିଲଦାର ଥିବା ବିନୋଦ ଚନ୍ଦ୍ର ପଣ୍ଡା ସୋମବାର ଅନୁଗୋଳ ପୌରପାଳିକାରେ ନୂତନ ନିର୍ବାହୀ ଅଧିକାରୀ (ଇଓ) ଭାବେ ଯୋଗଦେଇଛନ୍ତି।...

Coronavirus Update

Archives

Model This Week

Why Dharitri