ହାତୀପଲ ଉଜାଡ଼ିଲେ ମକା ଫସଲ

ଚମ୍ପୁଆ, ୩ା୭(ଡି.ଏନ.ଏ.)-ଚମ୍ପୁଆ ରେଞ୍ଜରେ ବଢୁଥିବା ହାତୀ ଉପଦ୍ରବ କମୁ ନ ଥିବା ବେଳେ ବନବିଭାଗର ହାତୀ ଘଉଡାଇବା ଉଦ୍ୟମ ଫେଲ ମାରୁଛି। ଏହି ଉପଦ୍ରବ ଫଳରେ ଚାଷୀ ଓ ଚାଷର ପ୍ରଭୁତ କ୍ଷତି ହେଉଥିବା ବେଳେ ବନବିଭାଗର ନିଦ ଭାଙ୍ଗୁ ନ ଥିବା ଦେଖିବାକୁ ମିଳିଛି। ସେମିତ ସ୍କ୍ବାର୍ଡଦ୍ୱାରା ହାତୀପଲକୁ ଘଉଡା ଯାଉଥିଲେ ମଧ୍ୟ ଚାଷ କ୍ଷୟକ୍ଷତିକୁ ରୋକାଯାଇ ପାରୁନାହିଁ। ମାସେ କାଳ ଧରି ହାତୀପଲ ଦ୍ୱାରା ଅଡଙ୍ଗାପାଳର ଆମ୍ବ ବଗିଚା ନଷ୍ଟ କରି ଆମ୍ବଚାଷୀଙ୍କ ଅଣ୍ଟା ଭାଙ୍ଗି ଦେଇଥିବା ବେଳେ ଗତ ସୋମବାର ସନ୍ଧ୍ୟାରେ ଚମ୍ପୁଆ ଏନଏସି ଅଞ୍ଚଳର ରାମଲା ଠାରେ ଧନୁର୍ଜୟ ଲାଗୁରୀଙ୍କ ୨ଏକର ପାଖାପାଖି ମକା ଫସଲ ଉଜାଡି ଦେଇଛନ୍ତି। ଆଉ ଅଳ୍ପଦିନ ପରେ ଏହି ଫସଲ ଆମଦାନୀ ହୋଇଥାନ୍ତା। ଗତ ସୋମବାର ସନ୍ଧ୍ୟା ସମୟରେ ୧୮ ଗୋଠିଆ ହାତୀପଲ ମୟୂରଭଞ୍ଜ ଆଡୁ ବୈତରଣୀ ନଦୀ ପାର ହୋଇ ରାମଲା ଗ୍ରାମରେ ପହଞ୍ଚି ଥିଲେ। ସେଠାରେ ମକା ଫସଲ ଖାଇବା ସହିତ ମାଡି ଦଳି ମକା ଚାଷକୁ ଧ୍ୱଂଶ ବିଧ୍ୱଂଶ କରି ଦେଇଛନ୍ତି। ବନ ବିଭାଗ ପକ୍ଷରୁ ଏହି ହାତୀପଲ ଉପରେ ନଜର ରଖାଯାଇଥିଲେ ମଧ୍ୟ ଚାଷୀର ଚାଷକୁ ଏମାନଙ୍କ ମୁହଁରୁ ବଞ୍ଚାଇ ପାରୁନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ଜନ୍ତରମନ୍ତରରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥର ମାଡ଼ ପରେ ଲାଠିଚାର୍ଜ

ନୂଆଦିଲ୍ଲୀ,୨୨।୭: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା CJP ପ୍ରତିବାଦ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି । ପ୍ରଦର୍ଶନକାରୀ ଏବଂ ଦିଲ୍ଲୀ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି…

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

ହଠାତ୍‌ ପ୍ରେସ୍‌ କନ୍‌ଫରେନ୍ସ କଲେ ନଡ୍ଡା: ଛାତ୍ରମାନଙ୍କ ଆନ୍ଦୋଳନରେ ରାହୁଲ ରାଜନୈତିକ ରୁଟି ସେକୁଛନ୍ତି କହି ବର୍ଷିଲେ, ସବୁର ଜବାବ…

ନୂଆଦିଲ୍ଲୀ,୨୨।୭: ପ୍ରଶ୍ନପତ୍ର ଲିକ୍‌ ମାମଲାରେ ରାଜନୈତିକ ଘମାସାନ ଜାରି ରହିଥିବା ବେଳେ ବୁଧବାର କେନ୍ଦ୍ରମନ୍ତ୍ରୀ ଜେ.ପି. ନଡ୍ଡା ଏକ ଖବରଦାତା ସମ୍ମିଳନୀରେ କରି ବିରୋଧୀଙ୍କୁ କଡ଼ା ଜବାବ…

ବିଦ୍ରୋହ ମଧ୍ୟରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ବୟାନ, ‘୨୯ ଜୁଲାଇ ସମସ୍ତଙ୍କ ପାଇଁ….’

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ଶିକ୍ଷା ମନ୍ତ୍ରୀମାନଙ୍କ ଏକ ସମ୍ମିଳନୀରେ ବୁଧବାର ଦିନ ଉଦବୋଧନ ଦେଇଥିଲେ। ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି,…

ଜଣେ ମନ୍ତ୍ରୀ ଇସ୍ତଫା ଦେଇଦେଲେ ସରକାର ଭୁଶୁଡ଼ି ପଡ଼େ ନାହିଁ: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚିଠି ଲେଖି ଏମିତି ଅପିଲ୍‌ କଲେ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ NEET ପ୍ରଶ୍ନପତ୍ର ଲିକ୍‌ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିକୁ ନେଇ ଜାରି ରହିଥିବା ଆନ୍ଦୋଳନ ମଧ୍ୟରେ ପ୍ରସିଦ୍ଧ ସମାଜସେବୀ ଅନ୍ନା…

ହସ୍ପିଟାଲରୁ ପ୍ରଥମ Video ଜାରିକଲେ ସୋନମ ୱାଙ୍ଗଚୁକ୍, ସରକାରଙ୍କୁ କହିଲେ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ ହେବା ପରେ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ୍ ତାଙ୍କର ପ୍ରଥମ ଭିଡିଓ ବାର୍ତ୍ତା ଜାରି କରିଛନ୍ତି…

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri