ହାତୀପଲ ଉଜାଡିଲେ ରବିଧାନ ଫସଲ

ବିନିକା, ୧୪ା୪(ଡି.ଏନ୍‌.ଏ.): ସୁବଣ୍ଣର୍ର୍ପୁର ଜିଲା ବିନିକା ବ୍ଲକ ସିନ୍ଦୁରପୁର ପଞ୍ଚାୟତ ଅନ୍ତର୍ଗତ ମଣିଗାଁ ଗଁାରେ ହାତୀ ଉପଦ୍ରବ ଦେଖାଦେଇଛି। ଉଲୁଣ୍ଡା ଜଙ୍ଗଲରୁ ସିଣ୍ଡୋଳ ମହାନଦୀ ଦେଇ ଆସିଥିବା ହାତୀପଲ ଗଁା ସମୀପ ରବିଧାନ କ୍ଷେତରେ ପଶି ଖାଇବା ସହ ଦଳିଚକଟି ନଷ୍ଟ କରି ଦେଇଛନ୍ତି। ଗ୍ରାମର ଦୁଃଶାସନ ବାଘଙ୍କ ୩ଏକର, ସତ୍ୟବର ପ୍ରସାଦ ରାଓଙ୍କ ୬ଏକର, ରାଜାରାମ ନାୟକଙ୍କ ଅଧ ଏକର ଏବଂ ରାମହରି ମହାକୁରଙ୍କ ୩ ଏକର ଧାନକ୍ଷେତ୍ର ନଷ୍ଟ ହୋଇଥିବା ଚାଷୀମାନେ ଅଭିଯୋଗ କରିଛନ୍ତି। ବନବିଭାଗ ହାତୀ ଘଉଡାଇବା ନେଇ ବିହିତ ପଦକ୍ଷେପ ଗ୍ରହଣ କରିବାକୁ ଚାଷୀ ମହଳରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦସ୍ତଖତ ଜାଲିଆତି କରି ଆକାଉଣ୍ଟରୁ ୫୯ ଲକ୍ଷ ଗାଏବ ଘଟଣା : ଟଙ୍କା ଫେରିପାଇଲେ ଜିଲାପାଳ

ଅନୁଗୋଳ ଅଫିସ,୧୫।୯: ଅନୁଗୋଳ ଜିଲାପାଳଙ୍କ ଆକାଉଣ୍ଟରୁ ଗାଏବ ହୋଇଥିବା ୫୯ଲକ୍ଷ ୪୧ହଜାର ୪୮୧ଟଙ୍କା ଫେରସ୍ତ ହୋଇଛି। ସମ୍ପୃକ୍ତ ବ୍ୟାଙ୍କ ଉକ୍ତ ଟଙ୍କା ଫେରସ୍ତ କରିଥିବା ବର୍ତ୍ତମାନର...

ବାରିପଦାରେ କରୋନା ନିର୍ଦ୍ଦେଶକୁ ଅଣଦେଖା: ଏଟିଏମ୍‌ କାଉଣ୍ଟରରେ ନାହିଁ ସାନିଟାଇଜର ବ୍ୟବସ୍ଥା, ବାଲ୍‌ଟିରେ ରଖାଯାଉଛି ପାଣି

ବାରିପଦା ଅଫିସ, ୭ା୪- ବର୍ତ୍ତମାନ ସାରା ବିଶ୍ୱରେ କରୋନା ଭାଇରସ୍‌ ଆତଙ୍କ ଖେଳାଇଛି। ଏହି ସଂକ୍ରମଣକୁ ରୋକିବା ପାଇଁ ବିଭିନ୍ନ ପଦକ୍ଷେପମାନ ନିଆଯାଉଛି। ଏହି ପରିପ୍ରେକ୍ଷୀରେ...

ଉତ୍ପାତ କରୁଛନ୍ତି ହାତୀପଲ

ଚମ୍ପୁଆ,୨୩।୮(ମହେଶ୍ୱର ଦାସ): କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜ୍‌ରେ ହାତୀ ଉପଦ୍ରବ ବଢ଼ିବାରେ ଲାଗିଛି। ଦିନ ବେଳେ ହାତୀପଲ ଜଙ୍ଗଲରେ ରହୁଥିବା ବେଳେ ସଞ୍ଜ ନଇଁଲେ ଶସ୍ୟ...

ଯୁକ୍ତ୨ ନାମଲେଖା ପାଇଁ ଆଜି ପ୍ରକାଶ ପାଇବ ମେରିଟ୍‌ ଲିଷ୍ଟ

କଟକ ଅଫିସ,୧୭।୮: ଯୁକ୍ତ୨ ନାମଲେଖା ପାଇଁ ବୁଧବାର ପ୍ରଥମ ପର୍ଯ୍ୟାୟ ମେରିଟ୍‌ ଲିଷ୍ଟ ପ୍ରକାଶ ପାଇବ। ଅପରାହ୍ନ ୩ଟାରେ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ...

ପଟ୍ଟାମୁଣ୍ଡାଇରେ ବେଧଡ଼କ ଚାଲିଛି ନିଶା କାରବାର

ପଟ୍ଟାମୁଣ୍ଡାଇ,୨୫ା୮(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଦିନକୁ ଦିନ ବେଆଇନ ନିଶା କାରବାର ବଢି ଚାଲିଛି। ବ୍ରାଉନସୁଗାର, ଗଞ୍ଜେଇ, ଅଫିମ, ବିଦେଶୀ ଓ ଦେଶୀ ମଦ...

ସ୍ୟାଟ୍‌ ଉଚ୍ଛେଦ ପ୍ରସଙ୍ଗ:  ହାଇକୋର୍ଟରେ ପିଟିଶନ, ଶୁଣାଣି ଆଜି

କଟକ ଅଫିସ,୭ା୮: ଓଡ଼ିଶା ପ୍ରଶାସନିକ ନ୍ୟାୟାଧିକରଣ (ସ୍ୟାଟ୍‌) ଉଚ୍ଛେଦ ସଂକ୍ରାନ୍ତରେ କେନ୍ଦ୍ର ସରକାର ଗତ ୨ ତାରିଖରେ ଏକ ଗେଜେଟ୍‌ ନୋଟିଫିକେଶନ ପ୍ରକାଶ କରିଛନ୍ତି। କେନ୍ଦ୍ର...

ସଙ୍ଗରୋଧ କେନ୍ଦ୍ରରେ ସମ୍ପର୍କୀୟଙ୍କ ଅବାଧ ପ୍ରବେଶ

ଶେରଗଡ଼,୧୦ା୫(ଡି.ଏନ୍‌.ଏ.)- ଶେରଗଡ଼ ବ୍ଲକ ଗୋଠଗାଁ ପ୍ରକଳ୍ପ ଉଚ୍ଚ ବିଦ୍ୟାଳୟରେ ସଙ୍ଗରୋଧ କେନ୍ଦ୍ରକୁ ସୁରଟ ଫେରନ୍ତାଙ୍କ ସମ୍ପର୍କୀୟ ଭେଟିବାକୁ ଆସିବା ସହ ଜିନିଷ ପତ୍ର ମଧ୍ୟ ଦେଉଛନ୍ତ।...

ଜାଗରରେ ଅଘଟଣ: ଦୀପରୁ ନିଆଁ ଲାଗି ମହିଳା ଆହତ

ଆନନ୍ଦପୁର,୨୧।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ଥାନା ଅନ୍ତର୍ଗତ ଦେଓଗାଁର କୁଶଳେଶ୍ୱର ମହାଦେବଙ୍କ ମନ୍ଦିରରେ ଶୁକ୍ରବାର ଜାଗରରେ ଅଘଟଣ ଘଟିଛି । ଆନନ୍ଦପୁରର ଏହି ପ୍ରାଚୀନ ଶୈବପୀଠରେ...

Advertisement
Archives

Model This Week