ହାତୀପଲ ଖାଇଗଲେ ରାଶନ

ଢେଙ୍କାନାଳ ଅଫିସ, ୧୯।୭-ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ନିମିଧା ଅଞ୍ଚଳରେ ଶନିବାର ବିଳମ୍ବିତ ରାତିରେ ଏକ ପଲରେ ୧୬ ହାତୀ ଉପଦ୍ରବ ସୃଷ୍ଟି କରିଛନ୍ତି। ହାତୀଙ୍କ ଉତ୍ପାତ ଏବଂ ଗର୍ଜନରେ ଅଞ୍ଚଳବାସୀ ଛାନିଆ ହୋଇପଡ଼ିଥିଲେ। ହାତୀପଲ ରାଣୀବଣିଆ ଅଞ୍ଚଳର ମିଥୁନ ବେହେରାଙ୍କ ୨ଟି ଘର ଭାଙ୍ଗି ଦେଇଥିବାବେଳେ ରାଶନ ବାବଦକୁ ମିଳିଥିବା ୫୦ କେଜି ଚାଉଳ ଖାଇଯାଇଛନ୍ତି। ବନ କର୍ମଚାରୀ, ଗ୍ରାମବାସୀ ରାତି ତମାମ ଉଜାଗର ରହି ହାତୀଙ୍କୁ ଘଉଡ଼ାଇବାକୁ ଉଦ୍ୟମ କରିଥିଲେ। ରବିବାର ସକାଳେ ହାତୀପଲ ୫୫ନଂ. ଜାତୀୟ ରାଜପଥ ଦେଇ ବ୍ରାହ୍ମଣୀ ନଦୀ ପଠାକୁ ପଳାଇଛନ୍ତି। ଏବେ ରୁଆ ବେଉଷଣ ଆରମ୍ଭ ହୋଇଥିବାବେଳେ ନଦୀକୂଳିଆ ଅଞ୍ଚଳରେ ହାତୀ ଉଦଦ୍ରବ ଚାଷୀଙ୍କ ଚିନ୍ତା ବଢ଼ାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦ଦିନ ବନ୍ଦଘରେ ସ୍ତ୍ରୀଙ୍କୁ ଅକଥନୀୟ ନିର୍ଯାତନା

ଭୁବନେଶ୍ୱର, ୨୩।୩(ବ୍ୟୁରୋ): ଭଉଣୀ ଓ ଭାଇଙ୍କ ସହ ମିଶି ସ୍ବାମୀ ସେକ୍ସ ର଼୍ୟାକେଟ ଚଳାଇଥିଲେ। ନିଜ ସ୍ତ୍ରୀଙ୍କୁ ଜୋର୍‌ ଜବରଦସ୍ତ ପରପୁରୁଷଙ୍କୁ ସମର୍ପି ଦେଉଥିଲେ। ପ୍ରତିବାଦ...

କର୍କଟ ରୋଗୀଙ୍କୁ କରୋନା ସଂକ୍ରମଣ ଆଶଙ୍କା ଅଧିକ

ଭୁବନେଶ୍ୱର, ୨୪।୯ (ବ୍ୟୁରୋ):କର୍କଟ ରୋଗୀଙ୍କ କ୍ଷେତ୍ରରେ କରୋନା ସଂକ୍ରମଣ ହେବା ସମ୍ଭାବନା ବେଶି ରହିଛି। କାରଣ ଜଣେ କର୍କଟ ରୋଗରେ ଆକ୍ରାନ୍ତ ହେଲେ ତାଙ୍କ ଶରୀରରେ...

ସମ୍ବଲପୁରରେ ମୋଦି: ଚିଟ୍‌ଫଣ୍ଡରେ ଯିଏ ବୁଡ଼ିଛନ୍ତି, ସେ କେମିତି ଆପଣଙ୍କ କଥା ବୁଝିବେ

ଭୁବନେଶ୍ୱର,୧୬।୪(ବ୍ୟୁରୋ): ନିର୍ବାଚନୀ ପ୍ରଚାର ପାଇଁ ମଙ୍ଗଳବାର ଓଡ଼ିଶା ଆସିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବଲପୁରରେ ଏକ ସାଧାରଣ ସଭାରେ ଯୋଗଦେଇ ଉଦ୍‌ବୋଧନ ଦେଇଛନ୍ତି। ସମ୍ବଲପୁରର ରେମେଡ୍‌...

ଭୟ ଗୋଡ଼ାଉଛି

ଯାଜପୁର ଅଫିସ,୨୫ା୮: ମନ୍ଦିର ଗଢ଼ିଲେ ନାଁ, ଭାଙ୍ଗିଲେ ବି ନାଁ। ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ଏସ୍‌ପିସିବି) ଏଭଳି ନୀତିରେ ଚାଲିଛି। ନିକଟରେ ସୂଚନା ପ୍ରଦାନ...

୯ଟି କଲେଜରେ ଫଳ ଶୂନ: ପାସ୍‌ ହାର ବାଲେଶ୍ୱରରେ ସର୍ବାଧିକ, ଗଜପତିରେ ସର୍ବନିମ୍ନ

ଭୁବନେଶ୍ୱର, ୩।୬(ବ୍ୟୁରୋ): ସୋମବାର ପ୍ରକାଶ ପାଇଛି ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ଫଳ। ଏଥର ଛାତ୍ରଙ୍କ ଠାରୁ ଛାତ୍ରୀଙ୍କ ପାସ୍‌ ହାର ଅଧିକ ରହିଛି। ତେବେ...

ସୀମା ଚିହ୍ନଟ ଉପରେ ଗୁରୁତ୍ୱ ଦେଲେ କମିବ ବିବାଦ

ନବରଙ୍ଗପୁର,୨୬।୮(ବି.ପ୍ର.): ନବରଙ୍ଗପୁର ଜିଲା ମକା ଉତ୍ପାଦନରେ ସାରା ଭାରତ ବର୍ଷରେ ନାଁ କରିଛି। କୃଷି ବିଭାଗର ଆକଳନ ଅନୁଯାୟୀ ଜିଲାରେ ୬୦ ହଜାର ହେକ୍ଟର ଜମିରେ...

କରୋନାରୁ ସୁସ୍ଥ ହେଲେ ୩୬୨୧ କରୋନା ଆକ୍ରାନ୍ତ

ଭୁବନେଶ୍ବର,୭।୨(ବ୍ୟୁରୋ) : ରାଜ୍ୟରେ ଗୋଟିଏ ପଟେ ଦୈନିକ କୋଭିଡ ସଂକ୍ରମଣ ଗ୍ରାଫ ଧିରେଧିରେ ଖସୁଥିବା ବେଳେ ସୁସ୍ଥ ହାରରେ ମଧ୍ୟ ବୃଦ୍ଧିପାଇଛି। ସୋମବାର ରାଜ୍ୟରେ ୩୬୨୧...

ଜାନୁୟାରୀରୁ କମିଲାଣି ମହାନଦୀ ଜଳ

କେନ୍ଦ୍ରାପଡ଼ା ଅଫିସ,୯ା୧: ଜାନୁୟାରୀ ଆରମ୍ଭରୁ ମହାନଦୀ ଜଳ କମିବା ଆରମ୍ଭ ହୋଇଛି। କେନ୍ଦ୍ରାପଡ଼ା ଜିଲାରେ ଏହି ସିଷ୍ଟମ୍‌ରେ ଥିବା ନଦୀଗୁଡିକ ଶୁଖିଯାଉଛି। ଲୁଣା, ଚିତ୍ରୋପତ୍ଳା, ବିରୂପା,...

Advertisement
Archives

Model This Week