ହାତୀର ମୃତଦେହ ଉଦ୍ଧାର: ଦେହରେ ଲାଗିଛି ଗୁଳି

ବୌଦ୍ଧ,୧୭।୬(ଡି.ଏନ୍‌.ଏ.): ବୌଦ୍ଧ ବନଖଣ୍ଡ ମାଧପୁର ରେଞ୍ଜର ମୁଣ୍ଡେଶ୍ୱର ସଂରକ୍ଷିତ ଜଙ୍ଗଲର ଗୁଟୁଣିମାଟୁ ନାଳ ନିକଟରେ ଏକ ଦନ୍ତା ହାତୀର ମୃତଦେହ ବୁଧବାର ଦେଖିବାକୁ ମିଳଛି। ସକାଳେ ତଳଗାଁର କେତେକ ମହିଳା ଛତୁ ତୋଳିବାକୁ ଜଙ୍ଗଲକୁ ଯାଇଥିବା ବେଳେ ହତୀର ମୃତଦେହ ଦେଖିବାକୁ ପାଇଥିଲେ। ଗ୍ରାମବାସୀ ସ୍ଥାନୀୟ ତଳଗାଁ ବନ କର୍ମଚାରୀଙ୍କୁ ଖବର ଦେବା ପରେ ସେମାନେ ଘଟଣାସ୍ଥଳରେ ପହଞ୍ଚିଥିଲେ। ହାତୀ ଦେହରେ ଗୁଳି ବାଜିଥିବା ବନ କର୍ମଚାରୀ ଦେଖିଥିଲେ। ତେବେ ଉପରସ୍ଥ ଅଧିକାରୀ ପହଞ୍ଚି ତଦନ୍ତ ଚଳାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦରବୃଦ୍ଧି ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ

ବୌଦ୍ଧ,୨୨।୧୧(ସ୍ବ.ପ୍ର.): ସମଗ୍ର ଦେଶରେ ଦୁର୍ବଳ ଅର୍ଥନୀତି ଓ ଦରବୃଦ୍ଧି ପ୍ରତିବାଦରେ ବୌଦ୍ଧ ଜିଲା କଂଗ୍ରେସ ପକ୍ଷରୁ ଶୁକ୍ରବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରାଯାଇଛି। କଣ୍ଟାମାଳର...

ନବୀନ ଜମିଦାର, ଆମେ ଗୁମାସ୍ତା

ଖୋର୍ଦ୍ଧା ଅଫିସ,୨୭ା୧୨: ନବୀନବାବୁ ଦୟା, ମମତାର ସାଗର। ତାଙ୍କ ମଧ୍ୟରେ ଏକ ନିର୍ମଳ ହୃଦୟ ରହିଛି। ସାଧାରଣ ଜନତାଙ୍କ ପ୍ରତି ତାଙ୍କ ମନରେ ଅଶେଷ କରୁଣା...

କଲେଜରୁ ଫେରୁଥିଲେ, ଛାତ୍ରୀଙ୍କୁ ଚାପିଦେଲା ଟ୍ୟାଙ୍କର

ବରଗଡ଼ ଅଫିସ,୧୦ା୩: ବରଗଡ଼ ଜିଲା ଗାଇସିଲେଟ ଥାନା ଶରଧାପାଲି କଲେଜ ସମ୍ମୁଖରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ୟାଙ୍କର (ନଂ-ଓଡି ୧୫ଏଫ ୨୯୭୭)...

ପ୍ରଚାର ଶେଷ, ଏଥର ଭୋଟ ପ୍ରସ୍ତୁତ

ନୟାଗଡ଼ ଅଫିସ, ୨୩।୩: ପୌର ନିର୍ବାଚନ ପାଇଁ ମଙ୍ଗଳବାର ପ୍ରଚାର ଶେଷ ହୋଇଛି । ୨୪ରେ ଭୋଟ ଗ୍ରହଣ ହେବ। ସେଥିପାଇଁ ଜିଲା ପ୍ରଶାସନଠାରୁ ଆରମ୍ଭ...

ବିଦ୍ୟୁତ୍‌ ଫାଶରେ ହାତୀ

ଢେଙ୍କାନାଳ ଅଫିସ, ୧୮।୧ – ଅସୁରକ୍ଷିତ ହାତୀବଂଶ। ଜଙ୍ଗଲରେ ଖାଦ୍ୟାଭାବ, ଶିକାରୀ ଭୟ। ଜଙ୍ଗଲ ତଳି ଅଞ୍ଚଳରେ ବିଦ୍ୟୁତ୍‌ ଫାଶ। ପାଦେ ପାଦେ ଜୀବନ ପ୍ରତି...

ପୁରୀରେ ଗଡ଼ିବନି ଘରୋଇ ଗାଡ଼ି: କଡ଼ାକଡ଼ି ହେବ ଯାଞ୍ଚ

ପୁରୀ ଅଫିସ,୨୦ା୪: କରୋନା ମୁକାବିଲା ନେଇ ଦେଶବ୍ୟାପୀ ଚାଲିଛି ଲକ୍‌ଡାଉନ। ଆସନ୍ତା ମେ ୩ ତାରିଖ ପର୍ଯ୍ୟନ୍ତ ଏହାର ଅବଧି ରହିଥିବାବେଳେ ସରକାର କେତେକ କ୍ଷେତ୍ରରେ...

ଠିକ୍‌ କରୁନି ଠିକା ସଂସ୍ଥା

ଅନୁଗୋଳ ଅଫିସ, ୧୮।୪:  ଅନୁଗୋଳ ସହରକୁ ସ୍ବଚ୍ଛ, ସୁନ୍ଦର କରିବା ଉପରେ ଜିଲା ପ୍ରଶାସନ ଓ ପୌରପାଳିକା ପକ୍ଷରୁ ଗୁରୁତ୍ୱ ଦିଆଯାଉଛି। କିନ୍ତୁ ନୂଆକରି ସଫେଇ ଠିକା...

୬୨୭ ନାମାଙ୍କନ ପତ୍ର ଦାଖଲ

ବାରିପଦା ଅଫିସ,୧ା୬: ମୟୂରଭଞ୍ଜ ଜିଲାରେ ହେବାକୁ ଥିବା ସମବାୟ ନିର୍ବାଚନ-୨୦୨୨ର ପ୍ରଥମ ପର୍ଯ୍ୟାୟ ନାମାଙ୍କନ ପତ୍ର ଦାଖଲ ୩୧ ତାରିଖରେ ଶେଷ ହୋଇଛି। ଚଳିତ ୧୯...

Advertisement
Archives

Model This Week