
ବାଙ୍ଗିରିପୋଷି,୮।୮(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ରେଞ୍ଜ ଅନ୍ତର୍ଗତ ଝାରପୋଖରୀଆ ଥାନା ଆମଡିହା ପଞ୍ଚାୟତର ଗୁଲୁବଣି ଠାରେ ଚାଷୀ ଦୁଗଡୁ ମାଝି (୫୫)ଙ୍କ ହାତୀ ଆକ୍ରମଣରେ ମୃତ୍ୟୁ ଘଟିଛି। ଘଟଣାସ୍ଥଳରେ ରେଞ୍ଜର, ତହସିଲଦାର ଏବଂ ପୋଲିସ ପହଞ୍ଚି ତଦନ୍ତ ଚଳାଇଛନ୍ତି।
ବାଙ୍ଗିରିପୋଷି,୮।୮(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ରେଞ୍ଜ ଅନ୍ତର୍ଗତ ଝାରପୋଖରୀଆ ଥାନା ଆମଡିହା ପଞ୍ଚାୟତର ଗୁଲୁବଣି ଠାରେ ଚାଷୀ ଦୁଗଡୁ ମାଝି (୫୫)ଙ୍କ ହାତୀ ଆକ୍ରମଣରେ ମୃତ୍ୟୁ ଘଟିଛି। ଘଟଣାସ୍ଥଳରେ ରେଞ୍ଜର, ତହସିଲଦାର ଏବଂ ପୋଲିସ ପହଞ୍ଚି ତଦନ୍ତ ଚଳାଇଛନ୍ତି।
ଅନୁଗୋଳ ଅଫିସ, ୫ା୬- ରାଜ୍ୟ ସରକାରଙ୍କ ଦ୍ୱାରା ଅନୁଗୋଳ ଜିଲା ପାଇଁ କୋଭିଡ୍-୧୯ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର...
ମାଲକାନଗରି,୧୬ା୧୧(ଡି.ଏନ୍.ଏ.): ସୋମବାର ମାଲକାନଗିରି ଜିଲାପାଳ ମନୀଷ ଅଗ୍ରଓ୍ବାଲଙ୍କ ବଦଳି ହୋଇଛି। ହତ୍ୟା ଅଭିଯୋଗ ଆସିବା ପରେ ତାଙ୍କୁ ବଦଳି କରାଯାଇଛି। ତାଙ୍କ ସ୍ଥାନରେ ନୂତନ ଜିଲାପାଳ...
ପଟ୍ଟାଙ୍ଗି,୧୨ା୧(ଡି.ଏନ୍.ଏ.) କୋରାପୁଟ ଜିଲାର ଅନେକ ସମ୍ପ୍ରଦାୟ ଦୀର୍ଘଦିନରୁ ଆଦିବାସୀ ମାନ୍ୟତା ଦାବି କରିଆସୁଛନ୍ତି। ସେମାନଙ୍କ ମଧ୍ୟରୁ ଅନ୍ୟତମ ଦୋରା ସମ୍ପ୍ରଦାୟ। ରାଜ୍ୟ ସରକାର ସେମାନଙ୍କୁ...
ଖପ୍ରାଖୋଲ, ୨୬ା୮(ଡି.ଏନ.ଏ) – ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ରେଙ୍ଗାଲି ପଞ୍ଚାୟତ ଅନ୍ତର୍ଗତ ଖୁରୀପାଣି ଗାଁରେ ନୂତନ ଅଙ୍ଗନଓ୍ବାଡି କର୍ମୀ ନିଯୁକ୍ତି ପାଇଁ ଗ୍ରାମବାସୀ ଦାବି...
ଛତ୍ରପୁର,୧୬।୪(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ପୁଣି ସାଧାରଣ ଲୋକଙ୍କ ଅଭିଯୋଗ ଶୁଣାଣି ଆରମ୍ଭ ହେବ। ଏ ନେଇ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଏକ ପ୍ରେସ ବିଜ୍ଞପ୍ତି...
କଟକ ଅଫିସ,୨୬।୨: ଗାନ୍ଧିଜୀଙ୍କ ଓଡ଼ିଶା ଆଗମନର ଶତବାର୍ଷିକୀ ପାଳନ ନିମନ୍ତେ କଟକ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଏକ ପ୍ରସ୍ତୁତି ବୈଠକ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ...
କେନ୍ଦୁଝର,୨୫।୮(ସ୍ବ.ପ୍ର.): କେନ୍ଦୁଝରର ନୂତନ ଏସ୍ପି ଭାବରେ ମିତ୍ରଭାନୁ ମହାପାତ୍ର ରବିବାର କାର୍ଯ୍ୟରେ ଯୋଗ ଦେଇଛନ୍ତି। ଡିଆଇଜି ଜୟନାରାୟଣ ପଙ୍କଜଙ୍କଠାରୁ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି...
ପୁରୀ ଅଫିସ, ୭ା୧: ପୁରୀ ବନ୍ୟପ୍ରାଣୀ ଡିଭିଜନରେ ବୁଧବାର ପକ୍ଷୀ ଗଣନା କରାଯିବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ସରିଛି। ରାଜ୍ୟର ବିଭିନ୍ନ ଡିଭିଜନରେ ଗତ ୩...