ହାତୀ ଆକ୍ରମଣରେ ଜଣଙ୍କ ଜୀବନ ଗଲା

ସମ୍ବଲପୁର,୨।୧୨(ବ୍ୟୁରୋ): ସମ୍ବଲପୁର ଜିଲା ବାମରା ବନଖଣ୍ଡ ମହୁଲମୁଣ୍ଡା ଗ୍ରାମରେ ହାତୀ ଆକ୍ରମଣରେ ଜଣଙ୍କ ମୃତ୍ୟୁ ଘଟିଛି । ସେହି ଗ୍ରାମର ସୁନୀଲ ଏକ୍କା (୪୫) ସୋମବାର ଭୋର୍‌ ସମୟରେ ଘରକୁ ଫେରୁଥିବା ବେଳେ ହାତୀ ହାବୁଡ଼ରେ ପଡ଼ି ଯାଇଥିଲେ। ଫଳରେ ହାତୀଟି ତାଙ୍କୁ ଦଳି ଦେଇଥିଲା। ଘଟଣାସ୍ଥଳରେ ବନ ବିଭାଗ ଓ ପୋଲିସ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିସ୍ଥାପନ ଅପେକ୍ଷାରେ ୪ ଗ୍ରାମର ବାସିନ୍ଦା

କଳିଙ୍ଗନଗର,୧୫ା୨(ଡି.ଏନ୍‌.ଏ.): ବିସ୍ଥାପନ ପ୍ରସଙ୍ଗ ବୁଝିବାକୁ ପ୍ରଶାସନସ୍ତରରେ ରହିଥିବା ପରାମର୍ଶଦାତା କମିଟି ଦୀର୍ଘଦିନରୁ ସ୍ଥାଣୁ ପାଲଟି ଯାଇଥିବା ଅଭିଯୋଗ ହୋଇଛି। ବିସ୍ଥାପିତ ହେବାକୁ ଥିବା ଗ୍ରାମବାସୀ ସୋମବାର...

ମହାପ୍ରଭୁଙ୍କ ଦର୍ଶନ କଲେ ଅନନ୍ତ ଅମ୍ବାନୀ

ପୁରୀ ଅଫିସ,୨୪।୧: ଶ୍ରୀମନ୍ଦିରରେ ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ କରିଛନ୍ତି ପ୍ରତିଷ୍ଠିତ ବ୍ୟବସାୟୀ ମୁକେଶ ଅମ୍ବାନୀଙ୍କ ସାନ ପୁଅ ଅନନ୍ତ ଅମ୍ବାନୀ। ମଙ୍ଗଳବାର ଅପରାହ୍ନରେ ସେ ଭୁବନେଶ୍ୱରରେ...

ଚକଡ଼ା ଦାଉ: ଧାନଚାଷରେ ନିଆଁ ଲଗାଇଲେ ଚାଷୀ

ନୀଳଗିରି,୧୧।୧୧(ସ୍ବ.ପ୍ର.): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅଞ୍ଚଳରେ ଧାନ ଚାଷ ନଷ୍ଟ ହେବାକୁ ବସିଛି। ଏବେ ଧାନ ଗଛରୁ କେଣ୍ଡାଗୁଡ଼ିକ ବାହାରିଥିବା ବେଳେ ଚକଡ଼ା ଓ...

ରାସ୍ତା ମାଡ଼ି ବସୁଥିଲା ଆନ୍ଧ୍ର

ରାୟଗଡ଼ା ଅଫିସ,୧୯ା୨:ସୀମାନ୍ତରେ ଥିବା ଓଡ଼ିଶାର ଗୋଟିଏ ପରେ ଗୋଟିଏ ଗଁାକୁ ମାଡ଼ିବସୁଛି ଆନ୍ଧ୍ର। କୋରାପୁଟର କୋଟିଆ ପରେ ଏବେ ଏପରି ଘଟଣା ଦେଖିବାକୁ ମିଳିଛି ରାୟଗଡ଼ା...

ପାକିସ୍ତାନୀ ଅଭିନେତ୍ରୀଙ୍କ ସହ ଭାଇରାଲ ହୋଇଥିଲା ଏହି ଅଭିନେତାଙ୍କ ଫଟୋ, ବାପା କହିଥିଲେ…

ବଲିଉଡ୍‌ ଅଭିନେତା ରଣବୀର କପୁର ନିକଟରେ ଅଭିନେତ୍ରୀ ଆଲିଆ ଭଟ୍ଟଙ୍କ ସହ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ଆଲିଆଙ୍କୁ ନିଜ ଜୀବନସାଥୀ କରିବା ପୂର୍ବରୁ ତାଙ୍କ...

ଗଜଡିହୀ ଗ୍ରାମରେ ନିଆଁ ଲାଗି ଜଳିଗଲା ୩ ବଖରା

ବଡ଼ସାହି,୨୧ା୧(ସ୍ବ.ପ୍ର)- ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅଧୀନ ସୁହାଗପୁର ପଞ୍ଚାୟତ ଗଜଡିହୀ ଗ୍ରାମର ଖଗେଶ୍ୱର ବିନ୍ଧାଣୀଙ୍କ ଘରେ ନିଆଁ ଲାଗି ୩ ବଖରା ପୋଡି ପାଉଁଶ...

ଦାଦାବଟି ପାଇଁ ସରପଞ୍ଚଙ୍କୁ ହତ୍ୟା ଉଦ୍ୟମ : ବୋମାଫୁଟି ଅଭିଯୁକ୍ତ ଗୁରୁତର, ଡାକ୍ତରଖାନାରେ ଭର୍ତ୍ତି

ଦିଗପହଣ୍ଡି,୧୫ା୬(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲୀ ପଞ୍ଚାୟତ ସରପଞ୍ଚ ପ୍ରଶାନ୍ତ ସ୍ବାଇଁଙ୍କୁ ଦାଦାବଟି ପାଇଁ ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ତେବେ...

ସୁପାରିକିଲର ମାମୁଦ ଏନଏସ୍‌ଏରେ ଭର୍ତ୍ତି: ୧୪ଟି ଅପରାଧ ସହ ସମ୍ପୃକ୍ତ

ବାଲେଶ୍ୱର ଅଫିସ,୧୩।୨-ବାଲେଶ୍ୱର ସହଦେବଖୁଣ୍ଟା ମଡ଼େଲ ଥାନା ଅଧୀନ ଗଳାପୋଲ ଅଞ୍ଚଳର ସୁପାରିକିଲର ସେକ ମାମୁଦ (୨୪)ଙ୍କୁ ଜିଲା ମାଜିଷ୍ଟ୍ରେଟ୍‌ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ଅନୁମୋଦନକ୍ରମେ ଗୁରୁବାର...

Advertisement
Archives

Model This Week