ହାତୀ ଆକ୍ରମଣରେ ଜଣେ ଗୁରୁତର

କାମାକ୍ଷାନଗର,୧୭।୧୨(ଡି.ଏନ୍‌.ଏ): ଢେଙ୍କାନାଳ ଜିଲା କଙ୍କଡାହାଡ଼ କରଡ଼ାପାଳ ଗ୍ରାମର ଜଣେ ବ୍ୟକ୍ତି ସୋମବାର ହାତୀ ଆକ୍ରମଣରେ ଗୁରୁତର ହୋଇଛନ୍ତି। ସେ ହେଲେ ମହାନ୍ତ ଦେହୁରୀ (୬୫)। ସନ୍ଧ୍ୟାରେ ସେ ଧାନ ବିଲରୁ ଫେରୁଥିବା ବେଳେ ଏକ ହାତୀ ତାଙ୍କୁ ଆକ୍ରମଣ କରିଥିଲା। ଗୁରୁତର ଅବସ୍ଥାରେ ମହାନ୍ତଙ୍କୁ ପରିବାର ଲୋକେ ଉଦ୍ଧାରକରି କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମରୁ ବାହାରକୁ ଯିବାକୁ ଚାହୁଁଥିଲେ, କେବଳ ଏହି ମାନଙ୍କୁ ମିଳିବପାଶ

ଛତ୍ରପୁର,୮।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରୁ ବାହାରକୁ ଯିବା ପାଇଁ ପାଶ ବ୍ୟବସ୍ଥା ହୋଇଛି। ତେବେ କେବଳ ସ୍ବାସ୍ଥ୍ୟ ଓ ଜରୁରୀ ସରକାରୀ କାର୍ଯ୍ୟ ପାଇଁ କର୍ତ୍ତୃପକ୍ଷଙ୍କ ଅନୁମତି...

ଅନ୍ଧାରରେ ରହିଛି ଗୋପ ବ୍ଲକର ଷ୍ଟ୍ରଙ୍ଗ୍‌ରୁମ୍‌

ଗୋପ, ୨୦।୨(ଡି.ଏନ୍‌.ଏ.): ଗୋପ ବ୍ଲକର ଷ୍ଟ୍ରଙ୍ଗରୁମ ଅନ୍ଧାରରେ ରହିଛି। ହେଲେ କେତେକ ପୋଲିସ କେବଳ ମୋବାଇଲ ଲାଇଟ୍‌ ପକାଇ ଷ୍ଟ୍ରଙ୍ଗରୁମକୁ ଜଗି ରହିଛି। ନିର୍ବାଚନ ଚାଲିଥିବାବେଳେ...

ପଦୋନ୍ନତି ପରେ ବଦଳିଲେ ୨୨ ଏଏସ୍‌ପି

କଟକ ଅଫିସ,୩୦।୭: ରାଜ୍ୟ ଗୃହ ବିଭାଗ ସୋମବାର ୨୨ଜଣ ଡିଏସ୍‌ପିଙ୍କୁ ଅତିରିକ୍ତ ଏସ୍‌ପି ର଼୍ୟାଙ୍କ୍‌କୁ ପଦୋନ୍ନତି ଦେଇଛି। ପଦୋନ୍ନତି ପରେ ଏହି ୨୨ଜଣ ଏଏସ୍‌ପିଙ୍କୁ ବଦଳି...

ଦୋକାନୀ ମାନୁନାହାନ୍ତି ୧୪୪ ଧାରା

ଫୁଲବାଣୀ ଅଫିସ, ୧୯ା୩: କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ କନ୍ଧମାଳ ଜିଲା ପ୍ରଶାସନ ମଙ୍ଗଳବାରଠାରୁ ଧାରା ୧୪୪ ଜାରି କରିଛି। ପ୍ରଚାର ଗାଡିରେ ମାଇକ...

ସହାୟତା ଅପେକ୍ଷାରେ ଚାଇନାଙ୍କ ପରିବାର

କୃଷ୍ଣପ୍ରସାଦ,୨୫ା୭(ଡି.ଏନ୍‌.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ କୁରୁପାଳ ଗ୍ରାମର ପ୍ରବୀର ଜେନାଙ୍କ ଝିଅ ଚାଇନା(୨୩)। ଜନ୍ମରୁ ଚାଇନା ଦିବ୍ୟାଙ୍ଗ। ଅଣ୍ଟା ପାଖରୁ ଗୋଡ଼ ପର୍ଯ୍ୟନ୍ତ...

ବ୍ଲେଡରେ ଦାଦା ଗଳା କାଟିଲା ପୁତୁରା

ବ୍ରହ୍ମପୁର ଅଫିସ,୮ା୬- ପୋଲସରା ଥାନା ଚିରିକିପଡ଼ାଶାସନ ପଞ୍ଚାୟତ ବିରିପୁର ଗ୍ରାମରେ ଶୁକ୍ରବାର ରାତିରେ ପୁତୁରା ଆକ୍ରମଣରେ ଦାଦା ଗୁରୁତର ହୋଇଛନ୍ତି। ଆହତ ଜଣକ ହେଲେ ବିରିପୁର...

ବ୍ୟାଖ୍ୟାନ କେନ୍ଦ୍ର ବୁଲିଲେ କେନ୍ଦ୍ରମନ୍ତ୍ରୀ

କୋଣାର୍କ,୩୧ା୧୨(ଡି.ଏନ୍‌.ଏ.): ଓଡ଼ିଶାରେ ପର୍ଯ୍ୟଟକଙ୍କ ସଂଖ୍ୟା ବଢ଼ିବାର ଆବଶ୍ୟକତା ରହିଛି। ପୁରୀ, କୋଣାର୍କ, ଚିଲିକା ଆଦି ଅଞ୍ଚଳକୁ ମିଶାଇ ପର୍ଯ୍ୟଟକଙ୍କ ପାଇଁ ଆକର୍ଷଣୀୟ ପର୍ଯ୍ୟଟନ ସ୍ଥଳ ବନାଇବା...

କଳାବଜାର, ଦରବୃଦ୍ଧି ରୋକିବା ପାଇଁ ଏନ୍‌ଏସିର କଡ଼ା ନିର୍ଦ୍ଦେଶ: ଖିଲାପ କଲେ ନିଆଯିବ ଦୃଢ଼ କାର୍ଯ୍ୟାନୁଷ୍ଠାନ

ବୁଗୁଡ଼ା,୭।୫(ଡି.ଏନ୍‌.ଏ.):କରୋନା ଦ୍ୱିତୀୟ ଲହର ମୁକାବିଲା ନିମନ୍ତେ ମେ ୫ ରୁ ୧୯ ପର୍ଯ୍ୟନ୍ତ ରାଜ୍ୟରେ ଲକଡାଉନ୍‌ ଘୋଷଣା କରିଛନ୍ତି ସରକାର । ଏହି ଲକ୍‌ଡାଉନ୍‌ ର...

Advertisement
Archives

Model This Week